ଭିଜିଲାନ୍ସ ପଞ୍ଜାରେ ବେଗୁନିଆ ପଡ଼ା CDPO

ଗଞ୍ଜାମ/ଖଲ୍ଲିକୋଟ: ବେଗୁନିଆପଡ଼ା ସିଡିପିଓ ସଂଧ୍ୟାରାଣୀ ପାଣିଗ୍ରାହୀଙ୍କୁ ଜେରା କରିଛି ଭିଜିଲାନ୍ସ ଟିମ୍। ଜଣେ ଅଙ୍ଗନୱାଡ଼ି ସହାୟିକା ଙ୍କ ୧୮ ମାସର ଦରମା କରାଇଦେବାକୁ ମ୍ଯାଡମ୍ ୧୫ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ପିପୁଲ୍ଲ କଲେଜରେ ଜାତୀୟ ସମ୍ବିଧାନ ଦିବସ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ଲ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ଜାତୀୟ ସମ୍ବିଧାନ ଦିବସ ପାଳନ ସହ ଏକ ଆଲୋଚନା ଚକ୍ର ମଧ୍ୟ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ହରିକୃଷ୍ଣ ନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ…

ଶିକ୍ଷକମାନଙ୍କ ତ୍ରିଦିବସୀୟ ଅଭିମୁଖୀକରଣ କାର୍ଯ୍ୟକ୍ରମ ଉଦଯାପିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଗତ ୨୧ ତାରିଖଠାରୁ ଆୟୋଜିତ ଶିକ୍ଷକମାନଙ୍କର ତ୍ରିଦିବସୀୟ ଅଭିମୁଖୀକରଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଏବିଇଓ ଅମିତା କୁମାରୀ…

ବେଠିଆବୋରଦା ସ୍କୁଲରେ ପୋଷାକ ବଣ୍ଟନ ମେଳା

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକ ବେଠିଆବୋରଦା ଗ୍ରାମସ୍ଥ ସରକାରୀ ପ୍ରାଥମିକ ବିଦ୍ୟାଳୟ ପକ୍ଷରୁ ସ୍ବପରିସରରେ ପୋଷାକ ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ରବିନ୍ଦ୍ର କୁମାର ବିଶ୍ବାଳଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…

ମନ୍ତ୍ରୀଙ୍କ ଉପସ୍ଥିତିରେ ବୁଗୁଡ଼ା ବ୍ଲକ୍ ଓ ଏନଏସି ପାଇଁ ପ୍ରତିନିଧି ମନୋନୀତ

ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବିଜେପି କାର୍ଯ୍ୟାଳୟ ଠାରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଙ୍କ ପୌରହିତ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇ ବିଭିନ୍ନ ବିଭାଗ ନିମନ୍ତେ ଦାୟିତ୍ଵ ବଣ୍ଟନ କରାଯିବା ସହ ବ୍ଲକ୍ ଓ ଏନଏସି ନିମନ୍ତେ ପ୍ରତିନିଧି ମନୋନୀତ କରାଯାଇଛି।ବୁଗୁଡ଼ା…

ବକ୍ସିଂ ପ୍ରଶିକ୍ଷଣ ଶିବିରରେ ଯୋଗଦେଲେ ଗଞ୍ଜାମ ଟିମ୍, ଏହି ଟିମ୍ ରେ ବୁଗୁଡ଼ାର ୪ ଜଣ ଖେଳାଳି

ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ପୁରୀ ଠାରେ ନଭେମ୍ବର ୨୨ ରୁ ୨୪ ପର୍ଯ୍ୟନ୍ତ ହେବାକୁ ଥିବା ହାଇ ପର୍ଫମେନ୍ସ କିକ୍ ବକ୍ସିଂ ପ୍ରଶିକ୍ଷଣ ଶିବିରରେ ଗଞ୍ଜାମ ଜିଲ୍ଲାର ୮ ଜଣ ଖେଳାଳି ଯୋଗ ଦେଇଛନ୍ତି।ଏହି ୮ ଜଣିଆ କିକ୍ ବକ୍ସିଂ ଟିମ୍…

ନୂଆଦିଲ୍ଲୀରେ ଗୌରବାନ୍ଵିତ ଡକ୍ଟର ସ୍ଥିତଧି ରଥଙ୍କ ଚିତ୍ର

ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଉତ୍କଳ କେଶରୀ ଡ଼ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜୟନ୍ତୀ କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଦ୍ଵାରା ନୂଆଦିଲ୍ଲୀରେ ଧୂମଧାମରେ ପାଳନ କରାଯାଇଛି । ଏହି ଅବସରରେ ଓଡିଶାର ୧୫ ଜଣ ପ୍ରଖ୍ୟାତ ଚିତ୍ରକରଙ୍କୁ ନେଇ…

ବୁଗୁଡ଼ା ଥାନାରେ ନୂତନ ଆଇଆଇସିଙ୍କ ଯୋଗଦାନ

ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ଥାନାରେ ନୂତନ ଆଇଆଇସି ଭାବେ ସୀତାଂଶୁ ଶେଖର ମାନ୍ଧାତା ଆଜି ଯୋଗ ଦେଇଛନ୍ତି l ପୂର୍ବରୁ ୨୦୧୯ ମସିହାରେ ଶ୍ରୀ ମାନ୍ଧାତା ବୁଗୁଡ଼ା ଥାନା ଅଧିକାରୀ ଭାବେ ୯ ମାସ ପାଇଁ ଦାୟିତ୍ୱ ତୁଲାଇ ଥିବା…

ଜୋନାଲ ସ୍ତରୀୟ ଆନ୍ତଃ ଉଚ୍ଚ ମାଧ୍ୟମିକ ବିଦ୍ଯାଳୟ ମହିଳା କବାଡ଼ି ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ସ୍ଥାନୀୟ ପିପୁଲ୍ସ କଲେଜ ସ୍ପୋର୍ଟସ ଆସୋସିଏସନ ପକ୍ଷରୁ ଆୟୋଜିତ ଜୋନାଲ ସ୍ତରୀୟ ଆନ୍ତଃ ଉଚ୍ଚ ମାଧ୍ୟମିକ ବିଦ୍ଯାଳୟ ମହିଳା କବାଡ଼ି ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇଯାଇଛି । ଓଡିଶା ସରକାରଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପ୍ରାୟୋଜିତ ଉକ୍ତ…

ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ଅଭିଭାବକ – ଶିକ୍ଷକ ସଂଘ ସମ୍ମିଳନୀ

ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ପିପୁଲ୍ସ କଲେଜ୍ ର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ଅଭିଭାବକ ଶିକ୍ଷକ ସଂଘ ସମ୍ମିଳନୀ ନଭେମ୍ବର ୨୦ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି।ଏହି ସମ୍ମିଳନୀ ରେ କଲେଜ ର ପ୍ରିନ୍ସପାଲ ହରିକୃଷ୍ଣ ନାୟକ ଅଧ୍ୟକ୍ଷତା କରିବା…

error: Content is protected !!