ଯୁବ ସାହିତ୍ୟିକ ବୈଷ୍ଣବ ଚରଣ ଦାଶଙ୍କୁ ‘ ସ୍ୱତନ୍ତ୍ର ପ୍ରତିଭା ସମ୍ମାନ’ପ୍ରଦାନ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):୧୯୮୯ ରେ ଗଞ୍ଜାମ ଜିଲ୍ଲା ବୁଗୁଡ଼ା ରେ ପ୍ରତିଷ୍ଠିତ ବିକ୍ଷିପ୍ତା ସାହିତ୍ୟ ପ୍ରତିଷ୍ଠାନ ୩୮ ବର୍ଷ ରେ ପଦାର୍ପଣ କରିବା ଅବସରରେ ଆସିକା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ରେ ସାହିତ୍ୟ ସମ୍ମିଳନୀ ଅନୁଷ୍ଠିତ…

ବାଲିପଦର ହାଇସ୍କୁଲରେ ବନ ମହୋତ୍ସବ ସପ୍ତାହ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଳକ୍ ଅନ୍ତର୍ଗତ ବାଲିପଦର ଉଚ୍ଚ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ସପ୍ତାହ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ଗୌଡ଼ଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆୟୋଜିତ ଏହି…

ଏନ୍ଏସି କର୍ମଚାରୀ ଜଗଦୀଶ ପଣ୍ଡାଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପରିସରରେ ଅବସରପ୍ରାପ୍ତ କର୍ମଚାରୀ ଜଗଦୀଶ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ ଉପଲକ୍ଷେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏନଏସି କର୍ମଚାରୀ ସଂଘ ସଭାପତି ଭଗବାନ ସାହୁଙ୍କ ପୌରୋହିତ୍ଯରେ ଅନୁଷ୍ଠିତ…

ବୁଗୁଡ଼ାର ଶ୍ରୀ ବଳଦେବଜୀଉ ମନ୍ଦିରରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ଥାନୀୟ ଶ୍ରୀ ବଳଦେବଜୀଉ ମନ୍ଦିର ପରିସର ଚଳଚଞ୍ଚଳ ହୋଇଉଠିଛି। ଆଜି ମନ୍ଦିରରେ ମହାପ୍ରଭୁ ଶ୍ରୀ ବଳଦେବଜୀଉ, ଜଗନ୍ନାଥ, ସୁଭଦ୍ରା ଓ ସୁଦର୍ଶନଙ୍କ ସ୍ନାନଯାତ୍ରା ପାରମ୍ପରିକ ରୀତିନୀତି ଅନୁଯାୟୀ ଅତ୍ୟନ୍ତ ଆଧ୍ୟାତ୍ମିକ…

ବିକାଶର ଧାରା ଓଡ଼ିଶା ସାରା”ବ୍ଲକସ୍ତରୀୟ କୃଷକ ସମ୍ବାଦ ଓ କର୍ମଶାଳା ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଓଡ଼ିଶା ସରକାରଙ୍କ ଦୁଇ ବର୍ଷର ସଫଳ ଶାସନ ପୂର୍ତ୍ତି ଅବସରରେ ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଳକ ସମ୍ମିଳନୀ କକ୍ଷ ଠାରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଦ୍ୱିତୀୟ ଦିନରେ ବ୍ଲକସ୍ତରୀୟ କୃଷକ ସମ୍ବାଦ ଓ କର୍ମଶାଳା…

ଜନ୍ମମାଟିରେ ସମ୍ବର୍ଦ୍ଧନା ପାଇଲେ ପ୍ରଶାସନିକ ସେବା ପରୀକ୍ଷାରେ କୃତି ଛାତ୍ରୀ କସ୍ତୁରୀ ।

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବି. କରଡ଼ାବାଡି ରେ ଛୋଟ ମୋର ଗାଁ ଟି ନା ତାର ବି. କରଡ଼ାବାଡ଼ିରେ ରଜ ମହୋତ୍ସବ ୩ ଦିନ ଧରି ଏହି କାଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସମାଜସେବୀ ସତ୍ୟନାରାୟଣଙ୍କ ପ୍ରଚେଷ୍ଟାରେ ରଜ…

ବିକାଶ ଧାରାର ଦୁଇ ବର୍ଷ ପୂର୍ତ୍ତି ଅବସରରେ ଜାତି-ଜନଜାତି ସମ୍ବାଦ ବୈଠକ ଆୟୋଜିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଓଡ଼ିଶା ସରକାରଙ୍କ ଦୁଇ ବର୍ଷର ସଫଳ ଶାସନ ପୂର୍ତ୍ତି ଅବସରରେ ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଳକ ସମ୍ମିଳନୀ କକ୍ଷ ଠାରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଅନ୍ତର୍ଗତ ଏକ ଜାତି-ଜନଜାତି ସମ୍ବାଦ ବୈଠକ ଆୟୋଜିତ ହୋଇଥିଲା।ଗୋଷ୍ଠି…

ବୁଗୁଡ଼ାରେ ଉତ୍ସାହ ଓ ଉଦ୍ଦୀପନା ସହ ପବିତ୍ର ରଜ ପର୍ବ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ସହର ସମେତ ଆଖପାଖ ଅଞ୍ଚଳରେ ଓଡ଼ିଶାର ଗଣପର୍ବ ‘ରଜ’ ବେଶ୍‌ ଧୂମଧାମ ଓ ପାରମ୍ପରିକ ରୀତିନୀତି ଅନୁଯାୟୀ ପାଳିତ ହୋଇଯାଇଛି। ପହିଲି ରଜ ଅବସରରେ ସମଗ୍ର ଅଞ୍ଚଳ ଉତ୍ସବମୁଖର ହୋଇଉଠିଥିବା ବେଳେ…

ବୁଗୁଡ଼ାରେ ‘ମୁଥୁଟ୍ ଫିନକର୍ପ’ର ନୂତନ ଶାଖା ଉଦଘାଟିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) : ଗଞ୍ଜାମ ଜିଲ୍ଲା ବୁଗୁଡ଼ା ସ୍ଥିତ ବ୍ଲକ ଛକ ଠାରେ ଦେଶର ଅଗ୍ରଣୀ ଆର୍ଥିକ ସଂସ୍ଥା ‘ମୁଥୁଟ୍ ଫିନକର୍ପ ଲିମିଟେଡ୍’ର ଏକ ନୂତନ ଗୋଲ୍ଡ ଲୋନ୍ କାର୍ଯ୍ୟାଳୟ ଶୁଭାରମ୍ଭ ହୋଇଯାଇଛି। ଆଜି ଆୟୋଜିତ ଉଦଘାଟନୀ ଉତ୍ସବରେ…

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଶିକ୍ଷା କ୍ଷେତ୍ରର ବିକାଶ ଓ ଛାତ୍ରଛାତ୍ରୀଙ୍କୁ ଉନ୍ନତ ଶିକ୍ଷା ପରିବେଶ ପ୍ରଦାନ ଲକ୍ଷ୍ୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ନୂତନ ଭବନ ପାଇଁ ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଆଜି ଗଞ୍ଜାମ ଜିଲ୍ଲା…

Powered by Joinchat