ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲାର ବୁଗୁଡା ପିପୁଲ୍ସ କଲେଜ ପଦାର୍ଥ ବିଜ୍ଞାନ ବିଭାଗର ଚତୁର୍ଥ ସେମିଷ୍ଟାର ଛାତ୍ରଛାତ୍ରୀମାନଙ୍କ ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମ ଭାମଶ୍ୟାଳି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପଦାର୍ଥ ବିଜ୍ଞାନ ବିଭାଗର ଚତୁର୍ଥ…
Category: ଗଞ୍ଜାମ
ବିଜେପିର ୪୭ତମ ପ୍ରତିଷ୍ଠା ଦିବସ ପାଳିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ନଗର ବିଜେପି ପକ୍ଷରୁ ଭାରତୀୟ ଜନତା ପାର୍ଟିର ୪୭ତମ ସ୍ଥାପନା ଦିବସ ସ୍ଥାନୀୟ ବିରଞ୍ଚି ନାରାୟଣ କଲ୍ୟାଣ ମଣ୍ଡପ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ନଗର ସଭାପତି କେଦାରନାଥ ମହାରଣାଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…
ଯେଉଁ ସ୍କୁଲରୁ ଶିକ୍ଷାଲାଭ କରିଥିଲେ ସେହି ସ୍କୁଲର ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବରେ ମାନ୍ୟବର ମନ୍ତ୍ରୀ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଓଡିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ଏପ୍ରିଲ ୦୪ ତାରିଖରେ ସମଗ୍ର ରାଜ୍ୟର ବିଦ୍ୟାଳୟ ଗୁଡିକରେ “ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ” ଅନୁଷ୍ଠିତ ହେଉଅଛି। ଏଥିସହ ଏପ୍ରିଲ ୦୧ ତାରିଖ ଠାରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ…
ଆରମ୍ଭ ହୋଇଯାଇଛି ପ୍ରସିଦ୍ଧ ଦଣ୍ଡଯାତ୍ରା, ଜମୁଛି ମୟୁର ପୁଚ୍ଛ ବେପାର
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଚଳିତ ବର୍ଷ ବୁଗୁଡ଼ା ଅଞ୍ଚଳରେ ଦଣ୍ଡଯାତ୍ରା ପର୍ବ ଆରମ୍ଭ ହୋଇଯାଇଛି । ମେରୁ ସଂକ୍ରାନ୍ତି ଯାଏଁ ଚାଲିବାକୁ ଥିବା ଏହି ଦଣ୍ଡଯାତ୍ରା ପର୍ବ ଯୋଗୁଁ ଗ୍ରାମାଞ୍ଚଳ ଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଏକ ଆଧ୍ୟାତ୍ମିକ…
ବିଭିନ୍ନ ଶିକ୍ଷାନୁଷ୍ଠାନରେ ଉତ୍କଳ ଦିବସ ପାଳିତ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପବିତ୍ର ଉତ୍କଳ ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟରେ ଭାରପ୍ରାପ୍ତା ପ୍ରଧାନ ଶିକ୍ଷୟିତ୍ରୀ କୃଷ୍ଣପ୍ରିୟା ମହାରଣାଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ…
ଶିଶୁ ବାଟିକାରେ ନାମ ଲେଖାଇବାକୁ ଘରକୁ ଘର ବୁଲି ନିମନ୍ତ୍ରଣ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଶିଶୁଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉଦ୍ଦେଶ୍ଯରେ ରାଜ୍ୟ ସରକାର ନୂତନ ଶିକ୍ଷାନୀତି ଗତ ଶିକ୍ଷାବର୍ଷରୁ ଶିଶୁ ବାଟିକା ଆରମ୍ଭ କରିଛନ୍ତି। ଶିଶୁ ବାଟିକାରେ କୁନିକୁନି ପିଲାମାନେ…
ଶ୍ରୀରାମ ନବମୀ ଉତ୍ସବ ପାଳିତ
ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଶ୍ରୀ ବିରଞ୍ଚିନାରାୟଣ ମନ୍ଦିର ପରିସରସ୍ଥ ରଘୁନାଥ ଠାକୁରଙ୍କ ନବମୀ ଉତ୍ସବ ଯଥା ରୀତିନୀତି ପ୍ରକାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବ ପାଳନ ଅବସରରେ ପ୍ରାତଃ କାଳରେ ଅବକାଶ, ମଙ୍ଗଳ ଆଳତୀ,ବାଳଭୋଗ ଆଦି ନୀତି ପୂଜକ…
ରାମନବମୀ ଉପଲକ୍ଷେ ପ୍ରସ୍ତୁତି ବୈଠକ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଆସନ୍ତା ୨୭ ରିଖ ଦିନ ହେବାକୁ ଥିବା ପବିତ୍ର ରାମନବମୀ ଉପଲକ୍ଷେ ବୁଗୁଡ଼ା ସହରରେ ଏକ ବିଶାଳ ବାଇକ ରାଲି ଆୟୋଜନ ନେଇ ମାନ୍ୟବର ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ଏବଂ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ…
ବୁଗୁଡ଼ା ବନାଞ୍ଚଳରୁ ପୁରୀକୁ ଗଲା ରଥ କାଠ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ତିଆରି ସକାଶେ ପୁରୀକୁ ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ ବୁଗୁଡ଼ା ବନାଞ୍ଚଳରୁ ରଥ କାଠ ପ୍ରେରଣ କରାଗଲା I ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଖରିଡା, ବଡଖୋଲି ଓ…
କଲେଜ ରାସ୍ତାରେ ଦୁର୍ଘଟଣାରେ ୪ ଆହତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): କଲେଜ ରାସ୍ତାରେ ରୋମିଓଗିରି ଯୋଗୁଁ ଦୁର୍ଘଟଣାରେ ୪ ଆହତ l କଲେଜ ରାସ୍ତାରେ ଆର-ୱାନ ବାଇକ ଚଳାଇ ଦ୍ରୁତଗତିରେ ଚକର କାଟୁଥିବା ବେଳେ ଅନ୍ୟ ଏକ ବାଇକକୁ ଧକ୍କା ଦେଇ ଦୁଇ ରୋମିଓ ସମେତ ୪…
