ଶିଶୁ ମନ୍ଦିରରେ ରାଷ୍ଟ୍ରୀୟ ନବବର୍ଷ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ଆଜି ରାଷ୍ଟ୍ରୀୟ ନବବର୍ଷ ପାଳିତ ହୋଇଯାଇଛି । ବରିଷ୍ଠା ଗୁରୁମା ଝିଲ୍ଲୀ ଦାଶଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ଶିକ୍ଷକ ଜୟନ୍ତ କୁମାର…

ବୁଗୁଡ଼ା ଥାନାରେ ଅଧିକାରୀ ମରୁଡି,ତୁରନ୍ତ ପ୍ରତିକାର ଦାବି

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଥାନା ଅଧୀନରେ ବୁଗୁଡା ଏନଏସି ଓ ବ୍ଲକର ୨୧ ପଞ୍ଚାୟତ ସମେତ ଆସ୍କା ବ୍ଲକର ଗହଙ୍ଗୁ ଠାରୁ ଜଗନ୍ନାଥପ୍ରସାଦ ବ୍ଲକର ନିମପଦର ଏବଂ ନୟାଗଡ ରାସ୍ତାରେ କରସିଂର ଚୈତନ୍ୟ ପ୍ରସାଦ ପର୍ଯ୍ୟନ୍ତ ୫୦୩ ବର୍ଗ…

ବିଶ୍ଵ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳର ସାଂଗଠାନିକ ବୈଠକ ଅନୁଷ୍ଠିତ:ନୂତନ କର୍ମକର୍ତ୍ତା ଚୟନ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ବିଶ୍ଵ ହିନ୍ଦୁ ପରିଷଦ ଏବଂ ବଜରଙ୍ଗ ଦଳର ଏକ ଗୁରୁତ୍ଵପୂର୍ଣ୍ଣ ଜିଲ୍ଲା ସ୍ତରୀୟ ସାଂଗଠାନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସଂଗଠନର ସୁଦୃଢ଼ୀକରଣ ଏବଂ ଆଗାମୀ କାର୍ଯ୍ୟପନ୍ଥା…

ଆନ୍ତର୍ଜାତିକ ମହିଳା ଦିବସ ପାଳନ ଉପଲକ୍ଷେ ସ୍ବାସ୍ଥ୍ୟ ପରୀକ୍ଷଣ ଶିବିର

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଆନ୍ତର୍ଜାତିକ ମହିଳା ଦିବସ ପାଳନ ଅବସରରେ ବୁଗୁଡ଼ା ଏନଏସି କାର୍ଯ୍ୟାଳୟ ପରିସରରେ ଏକ ସ୍ବାସ୍ଥ୍ୟ ପରୀକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।ଏନଏସି ନଗରପାଳ ଚିତ୍ରସେନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ବୁଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ…

ପଞ୍ଚାୟତ ସ୍ତରୀୟ କିଶୋରୀ ମେଳା ଅନୁଷ୍ଠିତ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ପଞ୍ଚାୟତ ସ୍ତରୀୟ କିଶୋରୀ ମେଳା ୨୦୨୫-୨୬ ପଞ୍ଚାୟତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଓଡିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବୁଗୁଡା ସମନ୍ବିତ ଶିଶୁ…

ମୋଟାବାଡିରେ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ):ବୁଗୁଡା ବ୍ଲକ ଅନ୍ତର୍ଗତ ମୋଟାବାଡି ପଞ୍ଚାୟତରେ ମାର୍ଚ୍ଚ ୦୯ ତାରିଖ ଦିନ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ଏବିଡିଓ ଧର୍ମରାଜ ପରିଡା ଓ ଅତିରିକ୍ତ ତହସିଲଦାର ସୁନନ୍ଦ ଶେଖର ସାହାଣୀଙ୍କ…

ରାମଣ୍ଡାରେ ଗଣେଶ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ନାମଯଜ୍ଞ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକ ଗୋଳାବନ୍ଧ ପଞ୍ଚାୟତ ଅନ୍ତର୍ଗତ ରାମଣ୍ଡା ଗ୍ରାମରେ ଶ୍ରୀ ଗଣେଶ ବିଗ୍ରହ ସ୍ଥାପନ ଓ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉପଲକ୍ଷେ କଳସ ଯାତ୍ରା ଓ ଶୁଭ ଅଙ୍କୁରାରୋପଣ, ମଣ୍ଡଳ କରଣ ଅଧିବାସ ସହ ଚବିଶ…

ପିପୁଲ୍ସ କଲେଜର ଏନ୍‌ସିସି କ୍ୟାଡେଟ୍ ସମ୍ବର୍ଦ୍ଧିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ କଲେଜର ଏନ୍‌ସିସି ଆର୍ମି ୱିଙ୍ଗର ପ୍ରାକ୍ତନ କ୍ୟାଡେଟ୍ ସାହେବ ବିଷୋୟୀ ଏସ୍ଏସ୍‌ସି ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସୀମା ସୁରକ୍ଷା ବାହିନୀରେ ଯୋଗ ଦେବା ନିମନ୍ତେ ଚୟନ ହୋଇଛନ୍ତି।ଏହି ଅବସରରେ ତାଙ୍କୁ କଲେଜ ପକ୍ଷରୁ…

ବୁଗୁଡା ପୋଲିସକୁ ବଡ଼ ସଫଳତା: ସୁନା ଚୋରି ମାମଲାରେ ଜଣେ ଗିରଫ

​ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା ଥାନା ଅନ୍ତର୍ଗତ ଗହଙ୍ଗୁ ଗ୍ରାମ ନିକଟରେ ଘଟିଥିବା ସୁନା ଚେନ୍ ଲୁଟ୍ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ମାମଲାରେ କେନ୍ଦୁପଦର ଗ୍ରାମର ଅମିତ ବରଡ଼ା (୨୬) ନାମକ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇ…

ଆଗକୁ ଆସୁଛି ହୋଲି , ଏବେଠୁ ଜମୁଛି ହୋଲି ସାମଗ୍ରୀ ବେପାର

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ):ଆଗକୁ ଆସୁଛି ହୋଲିଖେଳର ପର୍ବ ଦୋଳ ପୂର୍ଣ୍ଣିମା । ବୁଗୁଡା ସହରରେ ବିରଞ୍ଚି ନାରାୟଣ ଏବଂ ବଳଦେବ ମନ୍ଦିର ପକ୍ଷରୁ ଉତ୍ସାହର ସ‌ହ ଦୋଳ ଉତ୍ସବ ପାଳନ ଅବସରରେ ଦୈନିକ ସନ୍ଧ୍ୟା କାଳରେ ଦୋଳଗୋବିନ୍ଦଙ୍କୁ ଦୋଳବିମାନରେ ଉପବେଶନ…

error: Content is protected !!
Powered by Joinchat