ସାଇ ସରସ୍ବତୀ ଶିଶୁ ମନ୍ଦିରର ବାର୍ଷିକୋତ୍ସବ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ସାଇ ସରସ୍ବତୀ ଶିଶୁ ମନ୍ଦିର ପକ୍ଷରୁ ସଭାପତି ମାନସ କୁମାର ପ୍ରଧାନଙ୍କ ପୌରହିତ୍ଯରେ ତ୍ରୟୋଦଶତମ ବାର୍ଷିକ ଉତ୍ସବ ସ୍ବପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଶ୍ରୀ ବିରଞ୍ଚି ନାରାୟଣ ମଠାଧୀଶ…

ଅବସରକାଳୀନ ସମ୍ବର୍ଦ୍ଧନା ସଭା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିପଦର ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଶିକ୍ଷା ବିଭାଗ ପ୍ରାଧ୍ୟାପକ ସୁଶାନ୍ତ କୁମାର ପଣ୍ଡାଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଯୁକ୍ତ ଦୁଇ ଅଧ୍ୟକ୍ଷ ସରୋଜ କାନ୍ତ ଦାସଙ୍କ ପୌରହିତ୍ୟରେ…

ମନ୍ତ୍ରୀଙ୍କ ଦ୍ବାରା ନୂତନ ଭତ୍ତା ବଣ୍ଟନ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲାର ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଭତ୍ତା ବଣ୍ଟନ ହୋଇଯାଇଛି। ସକାଳ ୧୦ ଘଣ୍ଟିକା ସମୟରେ ପରିଷଦ ପ୍ରାଙ୍ଗଣରେ ଅନୁଷ୍ଠିତ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡିଶା ସରକାରଙ୍କ ମତ୍ସ୍ୟ…

ବ୍ଲକସ୍ତରୀୟ ଉଦ୍ଯାନ କୃଷି କର୍ମଶାଳା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ ବିରଞ୍ଚିପୁର ପଞ୍ଚାୟତ ଅନ୍ତର୍ଗତ କତକଲା ନିକଟସ୍ଥ ଦିବ୍ଯ ଦର୍ଶନ ଜରାଶ୍ରମ ପରିସରରେ ଦକ୍ଷତା ବିକାଶ ଓ ପ୍ରଶିକ୍ଷଣ ଯୋଜନା ମାଧ୍ୟମରେ ବ୍ଲକ ସ୍ତରୀୟ ଉଦ୍ଯାନ କୃଷି କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି। ଆତ୍ମାର ଅଧ୍ୟକ୍ଷ ସନ୍ତୋଷ…

ନାଲକୋ କୃଷକବଜାର ଠାରେ ବାବା ଆଖଣ୍ଡଳମଣି ଙ୍କ ୧୫ତମ ଜନ୍ମ ବାର୍ଷିକ ମହୋତ୍ସବ ଅନୁଷ୍ଠିତ

ଅନୁଗୋଳ(ଅଜିତ କୁମାର ଭୋଇ) :ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ନାଲକୋ ନଗର କୃଷକ ବଜାର ଠାରେ ବାବା ଆଖଣ୍ଡଳମଣି ଙ୍କ ୧୫ତମ ଜନ୍ମ ବାର୍ଷିକ ମହୋତ୍ସବ ଓ ବିଶ୍ଵ ଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ତିନି ଦିନ ବ୍ୟାପି…

ବୁଗୁଡ଼ା ଅଞ୍ଚଳରେ ସାଇବର ଠକେଇର ପର୍ଦ୍ଦାଫାସ, ୨ ଅଭିଯୁକ୍ତ ଗିରଫ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସମ୍ପ୍ରତି ବିଭିନ୍ନ ମାଧ୍ୟମରେ ସଚେତନତା ସତ୍ତ୍ବେ ଲୋକେ ସାଇବର ଠକେଇର ଶିକାର ହୋଇଆସୁଥିବା ବେଳେ ଓଡିଶା ପୋଲିସର ସାଇବର କବଚ ସ୍ବତନ୍ତ୍ର ଅଭିଯାନ ପରିପ୍ରେକ୍ଷୀରେ ବୁଗୁଡା ପୋଲିସ ଏବେ ଏକ ସାଇବର ଠକେଇ ନେଟୱାର୍କର ପର୍ଦ୍ଦାଫାସ…

ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି

ଗଞ୍ଜାମ /ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକ ଅନ୍ତର୍ଗତ ଆଶ୍ରମ କରଡାବାଡି ପଞ୍ଚାୟତରେ ଫେବୃଆରୀ ୨୩ ତାରିଖ ଦିନ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ବିଡିଓ ଦୁତିକୃଷ୍ଣ ପାତ୍ରଙ୍କ ତତ୍ତ୍ବାବଧାନରେ ଜନଶୁଣାଣି କାର୍ଯ୍ୟକ୍ରମ…

ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ନିଜ ଭାଷା ଓ ସଂସ୍କୃତି ପ୍ରତି ଛାତ୍ରଛାତ୍ରୀଙ୍କ ମନରେ ସମ୍ମାନ ଭାବ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।…

ଆଇସିଡିଏସ ପକ୍ଷରୁ ସାଇବର ସୁରକ୍ଷା ସଚେତନତା କର୍ମଶାଳା

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ସମ୍ମିଳନୀ କକ୍ଷରେ ସାଇବର ସୁରକ୍ଷା ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ “ବେଟି ବଚାଓ, ବେଟି ପଢାଓ” ଏବଂ “ବାଲ୍ୟ ବିବାହ ମୁକ୍ତ…

ବୁଗୁଡ଼ା ପିପୁଲ୍ସ କଲେଜରେ ରାଜ୍ୟସ୍ତରୀୟ ଅର୍ଥଶାସ୍ତ୍ର ସେମିନାର୍ ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ କଲେଜର ଅର୍ଥଶାସ୍ତ୍ର ବିଭାଗ ପକ୍ଷରୁ “ଭାରତରେ ଅରେଞ୍ଜ ଇକୋନୋମି ବଜେଟ୍ ପ୍ରାଥମିକତା ଏବଂ ଅର୍ଥନୈତିକ ପ୍ରଭାବ” ଶୀର୍ଷକ ଏକ ରାଜ୍ୟସ୍ତରୀୟ ସେମିନାର୍ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ଏସ୍.ବି.ଆର୍.…

error: Content is protected !!
Powered by Joinchat