ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକ ଅବସରପ୍ରାପ୍ତ ପ୍ରାଥମିକ ଶିକ୍ଷକ ଟ୍ରଷ୍ଟ ପକ୍ଷରୁ ସ୍ଥାନୀୟ ଶିକ୍ଷକ ଭବନ ପରିସରରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁବାସ ଚନ୍ଦ୍ର ଗୌଡଙ୍କ ବିୟୋଗରେ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟ ସଭାପତି…
Category: ଗଞ୍ଜାମ
ବୁଗୁଡ଼ା ମିଡିଆ କ୍ଲବ୍ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) : ସ୍ଥାନୀୟ ସାମ୍ବାଦିକ ଭବନ ପରିସରରେ ମିଡିଆ କ୍ଲବ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି । ମିଡିଆ କ୍ଲବ ସଭାପତି ଅନିଲ ପଟ୍ଟନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମ ଅବସରରେ କୋଷାଧକ୍ଷ ବିଶ୍ବମୋହନ…
ସର୍ବ ଭାରତୀୟ ବକ୍ସିଂ ପ୍ରତିଯୋଗିତା ପାଇଁ ବୁଗୁଡ଼ାର ୩ଜଣ ମନୋନୀତ
ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଡିସେମ୍ବର ୧୮ ରୁ ୨୦ ତାରିଖ ପର୍ଯ୍ୟନ୍ତ ପଞ୍ଜାବର ଗୁରୁକାଶୀ ବିଶ୍ଵବିଦ୍ୟାଳୟରେ ହେବାକୁଥିବା ସର୍ବ ଭାରତୀୟ ଅନ୍ତଃ ବିଶ୍ଵବିଦ୍ୟାଳୟ ବକ୍ସିଂ ପ୍ରତିଯୋଗିତାରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ତରଫରୁ ଖେଳିବା ପାଇଁ ୭ ଜଣ ପ୍ରତିଯୋଗୀ ମନୋନୀତ ହୋଇଥିବା ବେଳେ…
ଖଲ୍ଲିକୋଟ ଜଗନ୍ନାଥ ମନ୍ଦିରରୁ ଖସିଲା ପଥର, ରକ୍ଷଣାବେକ୍ଷଣକୁ ନେଇ ବଢୁଛି ଚିନ୍ତା
ଗଞ୍ଜାମ/ଖଲ୍ଲିକୋଟ(ଅଶ୍ୱିନୀକୁମାର ମହାନ୍ତି): ଖଲ୍ଲିକୋଟ ରାଜବଂଶର ଅବଦାନ ମଧ୍ୟରୁ ଖଲ୍ଲିକୋଟ ଶ୍ରୀ ଜଗନ୍ନାଥ ମନ୍ଦିର ଅନ୍ୟତମ । ତିନି ଶହ ବର୍ଷତଳେ ଲୋକାର୍ପିତ ହୋଇଥିବା ଏହି ଦ୍ୱିତୀୟ ଉଚ୍ଚତମ ମନ୍ଦିର ବର୍ତ୍ତମାନ ଧ୍ଵଂସ ହେବାକୁ ବସିଛି। ଲଗାଣ ବର୍ଷା ହେଲେ ରେଖା ମନ୍ଦିର…
ବୁଗୁଡ଼ା ବ୍ଲକ୍ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ
ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ବୀରଧନଞ୍ଜୟପୁର ର ବୁଦ୍ଧଗିରି ବିଦ୍ୟାପୀଠରେ ନଭେମ୍ବର ୧୩ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି । ବିଜ୍ଞାନ ପ୍ରଦର୍ଶନୀର ଉଦଘାଟନୀ କାର୍ଯ୍ୟକ୍ରମରେ ବିଇଓ ଚିନ୍ମୟ ମହାପାତ୍ର ଅଧ୍ଯକ୍ଷତା କରିଥିବା ବେଳେ…
ବୁଗୁଡ଼ାରେ କାର୍ତ୍ତିକେଶ୍ୱରଙ୍କ ପୂଜା ଆରମ୍ଭ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ବଡ଼ଦାଣ୍ଡ ଠାରେ ବିରଞ୍ଚିନାରାୟଣ ପୂଜା କମିଟି ପକ୍ଷରୁ କାର୍ତ୍ତିକେଶ୍ୱରଙ୍କ ପୂଜା ମହାସମାରୋହରେ ଆରମ୍ଭ ହୋଇଯାଇଛି।ଉକ୍ତ ଉତ୍ସବରେ ପୁରୋହିତ ଭାବେ ଦୀପକ କୁମାର ଦାସ ଓ ପଦ୍ମଲୋଚନ ମିଶ୍ର ଯୋଗଦେଇ ଯଥା ରୀତିନୀତି ପ୍ରକାରେ ପୂଜାପାଠ…
ଖଲ୍ଲିକୋଟରୁ ୧ କୁଇଣ୍ଟାଲରୁ ଅଧିକ ଗୋ ମାଂସ ଜବତ
ଖଲ୍ଲିକୋଟ (ଅଶ୍ୱିନୀ କୁମାର ମହାନ୍ତି ): ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ଗୋ ମାଂସ ଜବତ, ୧୦୦କେଜି ରୁ ଅଧିକ ଗୋ ମାଂସ ଜବତ କଲା ଖଲ୍ଲିକୋଟ ବଜରଙ୍ଗୀ ଦଳ। ଖୋର୍ଦ୍ଧା ରୁ ଆକ୍ରମ ଖାନ୍ ନାମକ ଜଣେ ବ୍ୟବସାୟୀ ଏକ ସ୍କୁଟି…
ମୋଟାବାଡି ସରପଞ୍ଚଙ୍କୁ ଆକ୍ରମଣ ଘଟଣାର ଅଭିଯୁକ୍ତକୁ ତୁରନ୍ତ ଗିରଫ ଦାବି କଲା ସରପଞ୍ଚ ସଂଘ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକ ମୋଟାବାଡି ପଞ୍ଚାୟତର ସରପଞ୍ଚ ତଥା ସରପଞ୍ଚ ସଂଘର କୋଷାଧକ୍ଷ ପିଣ୍ଟୁ କୁମାର ସେଠୀଙ୍କୁ ଗତକାଲି ଦୀପକ ରାଉତ ନାମକ ଜନୈକ ଯୁବକ ଦ୍ବାରା ମରଣାନ୍ତକ ଆକ୍ରମଣର ଶିକାର ହୋଇଥିଲେ। ସରପଞ୍ଚ ପିଣ୍ଟୁ ବୁଗୁଡା…
ମୋଟାବାଡି ପଞ୍ଚାୟତର ସରପଞ୍ଚଙ୍କୁ ଆକ୍ରମଣ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମୋଟାବାଡି ପଞ୍ଚାୟତର ସରପଞ୍ଚ ପିଣ୍ଟୁ ସେଠିଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି l ପିଣ୍ଟୁ ଆଜି ମୋଟାବାଡି-ନାଗିରି ରାସ୍ତାରେ ଥିବା ଝାଞ୍ଜିରୀ ଗାଡ଼ିଆ ନିକଟରେ ରହି କାମ ନିରୀକ୍ଷଣ କରୁଥିବା ବେଳେ…
ବୁଗୁଡ଼ାରେ ଅଁଳା ନବମୀ ଉତ୍ସବ ପାଳିତ
ଗଞ୍ଜାମ /ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଅଞ୍ଚଳର ବିଭିନ୍ନ ମନ୍ଦିରରେ ଅଁଳା ନବମୀ ଉତ୍ସବ ଯଥା ରୀତିନୀତି ପ୍ରକାରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିରଞ୍ଚି ନାରାୟଣ ମନ୍ଦିର ପରିସରସ୍ଥ ରଘୁନାଥ ମନ୍ଦିରରେ ପୁରୋହିତ ଉମାକାନ୍ତ ଦାଶଙ୍କ ତତ୍ତ୍ବାବଧାନରେ ଉକ୍ତ…
