ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା,୧୩୮ ପ୍ରକଳ୍ପ ପ୍ରଦର୍ଶିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଓ ବାଲ ବୈଜ୍ଞାନିକ ପ୍ରଦର୍ଶନୀ କରଚୁଲି ଶକୁନ୍ତଳା ଉଚ୍ଚ ମାଧ୍ୟମିକ ବିଦ୍ୟାପୀଠରେ ଅନୁଷ୍ଠିତ ହୋଇଯାଇଛି।ଉଦ୍ଘାଟନୀ ଉତ୍ସବରେ ବିଇଓ ଚିନ୍ମୟ ମହାପାତ୍ରଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପଶୁ ସମ୍ପଦ…

ବିଭିନ୍ନ ଶିକ୍ଷାନୁଷ୍ଠାନରେ ଶିଶୁ ଦିବସ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଶିଶୁ ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ଆଚାର୍ଯ୍ୟ ପ୍ରତିନିଧି ଗୁରୁମା ସୁମତି ମିଶ୍ରଙ୍କ ପୌରହିତ୍ଯରେ ଅନୁଷ୍ଠିତ ଶିଶୁ ଦିବସ ପାଳନ କାର୍ଯ୍ୟକ୍ରମରେ…

ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ଦେହାନ୍ତ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ ହାଇସ୍କୁଲର ପ୍ରାକ୍ତନ ଶିକ୍ଷକ ତଥା ଭାମଶ୍ୟାଳି ହାଇସ୍କୁଲର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଭୁବନେଶ୍ବର ଦୋରା(୭୬)ଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ମଙ୍ଗଳବାର ସକାଳେ ଭାମଶ୍ୟାଳିସ୍ଥିତ ସ୍ବବାସଭବନରେ ସେ ହୃଦଘାତର ଶିକାର…

ୟୁଏଏସକୁ ବୁଗୁଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ବିରୋଧ

ଗଞ୍ଜାମ/ବୁଗୁଡା(ସୋରେନ କୁମାର ପ୍ରଧାନ): ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ବାରା ପ୍ରଚଳିତ ୟୁଏଏସକୁ ବିରୋଧ କରି ଗଞ୍ଜାମ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ବୁଗୁଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଏକ ଦାବିପତ୍ର ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଜରିଆରେ ପ୍ରଦାନ କରାଯାଇଥିବା…

ବୁଗୁଡ଼ାରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବିଡିଓ ଦୁତିକୃଷ୍ଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିର ଅବସରରେ ମାତ୍ର ବ୍ଯକ୍ତିଗତ ୭ ଗୋଟି ଅଭିଯୋଗ ଦାଖଲ ହୋଇଥିବା…

କାର୍ତ୍ତିକେଶ୍ୱର ପୂଜା ଆରମ୍ଭ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ସ୍ଥାନୀୟ ବଡ଼ଦାଣ୍ଡ ଠାରେ ବିରଞ୍ଚିନାରାୟଣ ପୂଜା କମିଟି ପକ୍ଷରୁ ଦେବସେନାପତି ଭଗବାନ ଶ୍ରୀ କାର୍ତ୍ତିକେଶ୍ୱରଙ୍କ ପୂଜା ମହାସମାରୋହରେ ଆରମ୍ଭ ହୋଇଯାଇଛି।ପୂଜା ଆରମ୍ଭ ହେବା ପରେ ସମଗ୍ର ବୁଗୁଡ଼ା ଅଞ୍ଚଳ ଏକ ଆଧ୍ୟାତ୍ମିକ ଏବଂ ଉତ୍ସବମୁଖର ପରିବେଶ ସୃଷ୍ଟି…

ନଦୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ

ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ବୁଗୁଡ଼ା ଥାନା ଅନ୍ତର୍ଗତ କୁଆଁନଳା ଗ୍ରାମର ଜନୈକ ବୃଦ୍ଧ ବ୍ଯକ୍ତି ବାଘୁଆ ନଦୀରେ ବୁଡି ମୃତ୍ୟୁ ବରଣ କରିଥିବା ଜଣାଯାଇଛି। ମୃତ ବୃଦ୍ଧ ଜଣକ ହେଲେ ସେହି ଗ୍ରାମର ବାଞ୍ଛାନିଧି ଗୌଡ(୬୫)। ପ୍ରକାଶ ଯେ, ଶନିବାର ଅପରାହ୍ଣରେ ବାଞ୍ଛାନିଧି…

ବ୍ଯାଘ୍ର ଗଣନା ସମ୍ପର୍କିତ ଏକଦିବସୀୟ ତାଲିମ ପ୍ରଦାନ ଶିବିର

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡା ବଡଦାଣ୍ଡସ୍ଥିତ କଳିଙ୍ଗ ବୈଶ୍ୟ ଭବନ ପରିସରରେ ଘୁମୁସର ଦକ୍ଷିଣ ବନଖଣ୍ଡ, ଭଞ୍ଜନଗର ପକ୍ଷରୁ ବୁଗୁଡ଼ା ବନ ବିଭାଗ ସହଯୋଗରେ ଡିଭିଜନ ସ୍ତରୀୟ ବ୍ଯାଘ୍ର ଗଣନା ସମ୍ପର୍କିତ ଏକଦିବସୀୟ ତାଲିମ ଶିବିର ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଯାଇଛି। …

ବୁଗୁଡ଼ାରେ ଅଁଳା ନବମୀ ଉତ୍ସବ ପାଳିତ

ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ବୁଗୁଡ଼ା ଅଞ୍ଚଳର ବିଭିନ୍ନ ମନ୍ଦିରରେ ଅଁଳା ନବମୀ ଉତ୍ସବ ଯଥା ରୀତିନୀତି ପ୍ରକାରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିରଞ୍ଚି ନାରାୟଣ ମନ୍ଦିର ପରିସରସ୍ଥ ରଘୁନାଥ ମମନ୍ଦିରରେ ଉଚ୍ଚ ଉତ୍ସବ ପାଳନ ଅବସରରେ ଦେବାଦେବୀଙ୍କ ପହଡ ଅବକାଶ, ମଙ୍ଗଳ…

ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଏନଏସିର ଓ୍ବାର୍ଡ ନଂ-୨ ଅନ୍ତର୍ଗତ ଅରବିନ୍ଦ ନଗର-୩ରୁ କେନାଲ ସାହିକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ବହୁ ବର୍ଷ ତଳେ ତିଆରି ହୋଇଥିବା କଂକ୍ରିଟ ରାସ୍ତାଟି ଭାଙ୍ଗିଯାଇ ତାହା ଉପରେ ମାଟି…

error: Content is protected !!
Powered by Joinchat