ମୋଷ୍ଟ ୱାଣ୍ଟେଡ ଥିବା ପ୍ରଦୀପ ପରିଡା ଗିରଫ.

ଗଞ୍ଜାମ/ଖଲ୍ଲିକୋଟ (ଅଶ୍ୱିନୀ କୁମାର ମହାନ୍ତି ): ପୋଲିସ ମୋଷ୍ଟ ୱାଣ୍ଟେଡ ଥିବା ପ୍ରଦୀପ ପରିଡା ଗିରଫ। ଆଜି ଖଲ୍ଲିକୋଟ ପୋଲିସ ର ଏକ ସ୍ପେସିଆଲ ଟିମ ପ୍ରଦୀପ କୁ କେଶପୁର ଅଂଚଳ ରୁ ଗିରଫ କରିବାରେ ସଫଳ ହୋଇଛି। ଗିରଫ ପ୍ରଦୀପ…

ନବ ନିଯୁକ୍ତ ଶିକ୍ଷକ-ଶିକ୍ଷୟତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଶିକ୍ଷକ ଭବନ ପରିସରରେ ନବ ନିଯୁକ୍ତ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ ଉଦ୍ଦେଶ୍ୟରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବୁଗୁଡା ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ସଭାପତି ମନୋରଞ୍ଜନ ଦାଶଙ୍କ…

୨୨୭ ଜଣ ଛାତ୍ରଛାତ୍ରୀ ଦେଲେ ନବମ ଶ୍ରେଣୀ ଏନ୍‌ଆରଟିଏସ୍ ପରୀକ୍ଷା

ବୁଗୁଡ଼ା (ରିପୋର୍ଟ – ସୋରେନ କୁମାର ପ୍ରଧାନ): ସ୍ନାନୀୟ ପିପୁଲ୍ଲ ହାଇସ୍କୁଲ କେନ୍ଦ୍ରରେ ଆଜି ନବମ ଶ୍ରେଣୀ ଜାତୀୟ ଗ୍ରାମୀଣ ମେଧାବୃତ୍ତି ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବୁଗୁଡା ଗୋଷ୍ଠୀ ଶିକ୍ଷାଧୁକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ବିଭିନ୍ନ ବିଦ୍ୟାଳୟର ୨୨୭ ଜଣ…

ବାଇକ୍ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

ବୁଗୁଡ଼ା (ରିପୋର୍ଟ – ସୋରେନ କୁମାର ପ୍ରଧାନ) : ବୁଗୁଡ଼ା ଥାନା ଅନ୍ତର୍ଗତ ନଗୁଡୁ ଗାଁ ନିକଟବର୍ତ୍ତୀ ବଡପଥରଠାରେ ବାଇକ୍ ଦୁର୍ଘଟଣାରେ ଜନୈକ ଯୁବକ ମୃତ୍ୟୁ ବରଣ କରିଥିବା ଜଣାଯାଇଛି। ମୃତକ ଜଣକ ହେଲେ ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଜାମଗୋରୁଡା ଗ୍ରାମର…

ବାଲିପଦରରେ ଧର୍ମ ସଙ୍ଗଠନ ପ୍ରବଚନ ସମ୍ମିଳନୀ

ବୁଗୁଡା (ରିପୋର୍ଟ – ସୋରେନ କୁମାର ପ୍ରଧାନ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ଯ ବାଲିପଦର ମକର ପଡିଆଠାରେ ଧର୍ମ ଜାଗରଣ ସମିତି ପକ୍ଷରୁ ୨୧ତମ ଧର୍ମ ସଂଗଠନ ପ୍ରବଚନ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି। ବିଭିନ୍ନ ଧର୍ମ ସଂଗଠନ ପକ୍ଷରୁ…

ମନ୍ତ୍ରୀଙ୍କ ଦ୍ୱାରା ତିନୋଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

ବୁଗୁଡ଼ା (ରିପୋର୍ଟ – ସୋରେନ କୁମାର ପ୍ରଧାନ): ରାଜ୍ୟର ବିଜେପି ସରକାର ନିର୍ବାଚନ ପୂର୍ବରୁ ଶତ ପ୍ରତିଶତ ବିଶୁଦ୍ଧ ଜଳ ଯୋଗାଣ ନେଇ ପ୍ରତିଶ୍ରୁତି ଦେଇଥିବା ବେଳେ ତାହା କାର୍ଯ୍ୟକାରୀ କରିବା ପାଇଁ ୧୪୩୯ କୋଟି ଟଙ୍କାରୁ ଉର୍ଦ୍ଧ୍ବ ବ୍ୟୟରେ ହର…

ସାମ୍ୱାଦିକଙ୍କୁ ଆକ୍ରମଣ ପ୍ରତିବାଦରେ ଖଲିକୋଟ ସାମ୍ୱାଦିକ ସଂଘ ତତଫରୁ ପ୍ରତିବାଦ

ଖଲ୍ଲିକୋଟ (ରିପୋର୍ଟ:- ଅଶ୍ଵିନୀ କୁମାର ମହାନ୍ତି): ଗତକାଲି ନିଉଜ -୭ ର ସୁବର୍ଣ୍ଣପୁର ଜିଲ୍ଲା ପ୍ରତିନିଧି ଧିରେନ୍ଦ୍ର କୁମାର ଦାନୀ ଖବର ସଂଗ୍ରହ ନିମନ୍ତେ ସୁବର୍ଣ୍ଣପୁର ବିଡ଼ିଓ ଙ୍କ କାର୍ଯ୍ୟାଳୟ ଯାଇଥିବା ବେଳେ ବିଡ଼ିଓ ସୌମ୍ୟରଞ୍ଜନ ସ୍ୱାଇଁ ଙ୍କୁ କେତେକ ପ୍ରଶ୍ନ…

ଚୈତନ୍ୟ ମଠରେ ଗୋବର୍ଦ୍ଧନ ପୂଜାତ୍ସୋବ ଅନୁଷ୍ଠିତ

ବୁଗୁଡା (ରିପୋର୍ଟ – ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକ ଅନ୍ତର୍ଗତ ବି.କରଡ଼ାବାଡ଼ି ଗ୍ରାମସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଗୌଡୀୟ ମଠରେ ଗୋବର୍ଦ୍ଧନ ପୂଜାତ୍ସୋବ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ପବିତ୍ର କାର୍ତ୍ତିକ ଶୁକ୍ଲ ପ୍ରତିପଦାରେ ଆୟୋଜିତ ଏହି ଉତ୍ସବ ଅବସରରେ ଶ୍ରୀକୃଷ୍ଣଙ୍କ ଅଭିଷେକ…

ବୁଗୁଡ଼ାରେ କାଳୀ ଓ ଗୋଲିଆରେ ଶ୍ୟାମାକାଳୀ ପୂଜା ଉତ୍ସବ

ବୁଗୁଡ଼ା (ରିପୋର୍ଟ – ସୋରେନ କୁମାର ପ୍ରଧାନ):ଆଲୋକର ପର୍ବ ଦୀପାବଳି ଅବସରରେ ସ୍ଥାନୀୟ ମଦନ ମୋହନ ଛକରେ ସମ୍ପୃକୁ ପୂଜା କମିଟି ପକ୍ଷରୁ ଗତ ଗୁରୁବାର ଅକ୍ଟୋବର ୩୧ ତାରିଖ ଦିନ ମା’ କାଳୀଙ୍କ ପୂଜା ଯଥା ରୀତିନୀତି ପ୍ରକାରେ ଅନୁଷ୍ଠିତ…

ନିଆରା ଢଙ୍ଗରେ ଦୀପାବଳି ପାଳିଲା ଏବିଭିପି

ବୁଗୁଡ଼ା (ରିପୋର୍ଟ – ସୋରେନ କୁମାର ପ୍ରଧାନ):ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ, ଘୁମୁସର ଜିଲ୍ଲା ବୁଗୁଡ଼ା ନଗର ପକ୍ଷରୁ ଦୀପାବଳି ଉତ୍ସବ ପାଳନ କରାଯାଇଛି।ଏହି ଅବସରରେ ବୁଗୁଡ଼ା ବ୍ଲକ୍ କାନସୁକା ଗ୍ରାମରେ ଛୋଟ ଛୋଟ ପିଲାଙ୍କୁ ନେଇ ସ୍ୱଦେଶୀ ବାଣ ଫୁଟାଇବା…

error: Content is protected !!