ବେଠିଆବୋରଦା ସ୍କୁଲରେ ପୋଷାକ ବଣ୍ଟନ ମେଳା

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକ ବେଠିଆବୋରଦା ଗ୍ରାମସ୍ଥ ସରକାରୀ ପ୍ରାଥମିକ ବିଦ୍ୟାଳୟ ପକ୍ଷରୁ ସ୍ବପରିସରରେ ପୋଷାକ ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ରବିନ୍ଦ୍ର କୁମାର ବିଶ୍ବାଳଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…

ମନ୍ତ୍ରୀଙ୍କ ଉପସ୍ଥିତିରେ ବୁଗୁଡ଼ା ବ୍ଲକ୍ ଓ ଏନଏସି ପାଇଁ ପ୍ରତିନିଧି ମନୋନୀତ

ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବିଜେପି କାର୍ଯ୍ୟାଳୟ ଠାରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଙ୍କ ପୌରହିତ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇ ବିଭିନ୍ନ ବିଭାଗ ନିମନ୍ତେ ଦାୟିତ୍ଵ ବଣ୍ଟନ କରାଯିବା ସହ ବ୍ଲକ୍ ଓ ଏନଏସି ନିମନ୍ତେ ପ୍ରତିନିଧି ମନୋନୀତ କରାଯାଇଛି।ବୁଗୁଡ଼ା…

ବକ୍ସିଂ ପ୍ରଶିକ୍ଷଣ ଶିବିରରେ ଯୋଗଦେଲେ ଗଞ୍ଜାମ ଟିମ୍, ଏହି ଟିମ୍ ରେ ବୁଗୁଡ଼ାର ୪ ଜଣ ଖେଳାଳି

ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ପୁରୀ ଠାରେ ନଭେମ୍ବର ୨୨ ରୁ ୨୪ ପର୍ଯ୍ୟନ୍ତ ହେବାକୁ ଥିବା ହାଇ ପର୍ଫମେନ୍ସ କିକ୍ ବକ୍ସିଂ ପ୍ରଶିକ୍ଷଣ ଶିବିରରେ ଗଞ୍ଜାମ ଜିଲ୍ଲାର ୮ ଜଣ ଖେଳାଳି ଯୋଗ ଦେଇଛନ୍ତି।ଏହି ୮ ଜଣିଆ କିକ୍ ବକ୍ସିଂ ଟିମ୍…

ନୂଆଦିଲ୍ଲୀରେ ଗୌରବାନ୍ଵିତ ଡକ୍ଟର ସ୍ଥିତଧି ରଥଙ୍କ ଚିତ୍ର

ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଉତ୍କଳ କେଶରୀ ଡ଼ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜୟନ୍ତୀ କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଦ୍ଵାରା ନୂଆଦିଲ୍ଲୀରେ ଧୂମଧାମରେ ପାଳନ କରାଯାଇଛି । ଏହି ଅବସରରେ ଓଡିଶାର ୧୫ ଜଣ ପ୍ରଖ୍ୟାତ ଚିତ୍ରକରଙ୍କୁ ନେଇ…

ବୁଗୁଡ଼ା ଥାନାରେ ନୂତନ ଆଇଆଇସିଙ୍କ ଯୋଗଦାନ

ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ଥାନାରେ ନୂତନ ଆଇଆଇସି ଭାବେ ସୀତାଂଶୁ ଶେଖର ମାନ୍ଧାତା ଆଜି ଯୋଗ ଦେଇଛନ୍ତି l ପୂର୍ବରୁ ୨୦୧୯ ମସିହାରେ ଶ୍ରୀ ମାନ୍ଧାତା ବୁଗୁଡ଼ା ଥାନା ଅଧିକାରୀ ଭାବେ ୯ ମାସ ପାଇଁ ଦାୟିତ୍ୱ ତୁଲାଇ ଥିବା…

ଜୋନାଲ ସ୍ତରୀୟ ଆନ୍ତଃ ଉଚ୍ଚ ମାଧ୍ୟମିକ ବିଦ୍ଯାଳୟ ମହିଳା କବାଡ଼ି ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ସ୍ଥାନୀୟ ପିପୁଲ୍ସ କଲେଜ ସ୍ପୋର୍ଟସ ଆସୋସିଏସନ ପକ୍ଷରୁ ଆୟୋଜିତ ଜୋନାଲ ସ୍ତରୀୟ ଆନ୍ତଃ ଉଚ୍ଚ ମାଧ୍ୟମିକ ବିଦ୍ଯାଳୟ ମହିଳା କବାଡ଼ି ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇଯାଇଛି । ଓଡିଶା ସରକାରଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପ୍ରାୟୋଜିତ ଉକ୍ତ…

ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ଅଭିଭାବକ – ଶିକ୍ଷକ ସଂଘ ସମ୍ମିଳନୀ

ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ପିପୁଲ୍ସ କଲେଜ୍ ର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ଅଭିଭାବକ ଶିକ୍ଷକ ସଂଘ ସମ୍ମିଳନୀ ନଭେମ୍ବର ୨୦ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି।ଏହି ସମ୍ମିଳନୀ ରେ କଲେଜ ର ପ୍ରିନ୍ସପାଲ ହରିକୃଷ୍ଣ ନାୟକ ଅଧ୍ୟକ୍ଷତା କରିବା…

କାନସୁକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ଓ ଜୋତା ବଣ୍ଟନ

ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ କାନସୁକା ଗ୍ରାମର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ନଭେମ୍ବର ୨୦ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ର ବେହେରା ଅଧ୍ୟକ୍ଷତା…

ଦକ୍ଷିଣ ଓଡ଼ିଶା ଅର୍ଥନୀତି ସଂଘର ଅଷ୍ଟମ ବାର୍ଷିକ ଜାତୀୟ ସମ୍ମିଳନୀ

ବୁଗୁଡ଼ା/ଗଞ୍ଜାମ (ସୋରେନ କୁମାର ପ୍ରଧାନ) :ବୁଗୁଡା ପିପୁଲ୍ସ କଲେଜର ସମ୍ମିଳନୀ କକ୍ଷରେ ଦକ୍ଷିଣ ଓଡ଼ିଶା ଅର୍ଥନୀତି ସଙ୍ଘର ଅଷ୍ଟମ ବାର୍ଷିକ ଜାତୀୟ ସମ୍ମିଳନୀ ନଭେମ୍ବର ୧୭ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି । କଲେଜର ଅର୍ଥନୀତି ବିଭାଗ ପକ୍ଷରୁ ଆୟୋଜିତ ଉକ୍ତ…

୧୮ ବର୍ଷ ହେଲା ଶୌଚାଳୟରେ ପଡ଼ିଛି ତାଲା ଓ ରାଜପଥରେ ରାଜୁତି କରୁଛି ଅନ୍ଧାର

ଖଲ୍ଲିକୋଟ/ଗଞ୍ଜାମ(ଅଶ୍ଵିନୀ କୁମାର ମହାନ୍ତି):ଖଲ୍ଲିକୋଟ ଥାନା ଅଧୀନରେ ଥିବା ଶ୍ରୀକୃଷ୍ଣପୁର ପଂଚାୟତର ଜନ ଗହଳି ପୂର୍ଣ୍ଣ କେଶପୁର ଛକ ମୌଳିକ ସୁବିଧା ରୁ ବଞ୍ଚିତ ହେଉଥିବାର ଦେଖିବାକୁ ମିଳିଛି।କେଶପୁର ଛକ ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥ ହେଉ ବା ରେଲୱେ…

error: Content is protected !!
Powered by Joinchat