“ଘୁମୁସର ର ସ୍ବର” ପକ୍ଷରୁ ୧୫୨ତମ ପୁର୍ଣ୍ଣିମା ସାହିତ୍ୟ ଆସର ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ପବିତ୍ର ଗହ୍ମା ପୁର୍ଣ୍ଣିମା ଅବସରରେ ଓଡ଼ିଆ ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ଗବେଷଣା ପ୍ରତିଷ୍ଠାନ “ଘୁମୁସର ର ସ୍ବର” ପକ୍ଷରୁ ୧୫୨ତମ ପୁର୍ଣ୍ଣିମା ସାହିତ୍ୟ ଆଲୋଚନା ଚକ୍ର “ଏସ୍କଲେଣ୍ଟ୍ ଇଣ୍ଟିଗ୍ରେଟେଡ଼ ଇନଷ୍ଟିଚ୍ୟୁଟ୍” ବାଲିପଦର ଠାରେ…

ବୁଗୁଡ଼ା କୃଷି ବିଭାଗ ପକ୍ଷରୁ ୭ ମହିଳା ଗୋଷ୍ଠୀକୁ ସହାୟତା ରାଶି ପ୍ରଦାନ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):କୃଷି ଓ କୃଷକ ସଶକ୍ତି କରଣ ବିଭାଗ ଆନୁକୂଲ୍ୟରେ କୃଷି ବୈଷୟିକ ପରିଚାଳନା ସଂସ୍ଥା ତରଫରୁ ବୁଗୁଡ଼ା ବ୍ଲକର ୭ ଗୋଟି ମହିଳା ଗୋଷ୍ଠୀକୁ ସହାୟତା ରାଶି ଓ ୩୧ ଜଣ କୃଷକଙ୍କୁ କାର୍ଯ୍ଯାଦେଶ ପତ୍ର କୃଷି…

ବନାଞ୍ଚଳର ଅଣୁଯୋଜନା ମେମ୍ବରଙ୍କ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ ବୁଗୁଡ଼ା ବନାଞ୍ଚଳ କାର୍ଯ୍ୟାଳୟର କ୍ଷେତ୍ରୀୟ ପରିଚାଳନା ସଭାଗୃହରେ ଓଡିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ-୨ ର ଅଣୁଯୋଜନା ବ୍ୟବହାରିକ ଦଳର ସଭ୍ୟ ଓ ସଭ୍ୟା ବୃନ୍ଦଙ୍କ ପାଇଁ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ…

ଦଣ୍ଡନାଚ ମହାସଂଘ ନିଷ୍ପତିକୁ ବିରୋଧ,ସାମାଜିକ ନାଟକ ପରିବେଷଣ ସପକ୍ଷରେ ଦଣ୍ଡନାଚ ପାର୍ଟି

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲା ର ପ୍ରସିଦ୍ଧ ଲୋକ ନୃତ୍ୟ ଦଣ୍ଡନାଚ କୁ ନେଇ ପୁଣି ତେଜିଲା ବିବାଦ l 2026 ଦଣ୍ଡ ନାଚରେ ସାମାଜିକ ନାଟକ ପରିବେଷଣ ଉପରେ ଦଣ୍ଡନାଚ ମହାସଂଘ ରୋକ ଲଗାଇଥିବା ବେଳେ ଏହାକୁ ବିରୋଧ…

ଓଷ୍ଟା ପକ୍ଷରୁ ବିଇଓ ଙ୍କ ଜରୀଆରେ ସ୍ମାରକ ପତ୍ର ପ୍ରଦାନ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ଆହ୍ୱାନ କ୍ରମେ ବୁଗୁଡା ବ୍ଲକ ଓଷ୍ଟା ପକ୍ଷରୁ ଅଗଷ୍ଟ ୨ ତାରିଖ ଦିନ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଏବଂ ବିଦ୍ୟାଳୟ ଓ…

ହାଇସ୍କୁଲ ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ) : ବୁଗୁଡା ବ୍ଲକ ଖୋଳଖାଳି ପଞ୍ଚାୟତ ଅନ୍ତର୍ଗତ ତାଳସାକର ମହାମାୟୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ କୁମାର ଶତପଥୀ ଅବସର ଗ୍ରହଣ କରିଥିବା ବେଳେ ବିଦ୍ୟାଳୟ ପକ୍ଷରୁ ଶ୍ରୀ ଶତପଥୀଙ୍କୁ ଭବ୍ୟ ଅବସରକାଳୀନ ସମ୍ବର୍ଦ୍ଧନା…

ରାକ୍ଷୀପୂର୍ଣ୍ଣିମା ପାଇଁ ବୁଗୁଡ଼ା ଚଳଚଞ୍ଚଳ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଆଗକୁ ଆସୁଛି ରାକ୍ଷୀ ପୂର୍ଣ୍ଣିମା । ପ୍ରଭୁ ବଳଦେବ ଜିଉଙ୍କର ଜନ୍ମଦିନ ଶ୍ରାବଣ ପୂର୍ଣ୍ଣିମାରେ ପାଳନ ହେଉଥିବା ରକ୍ଷାବନ୍ଧନ ଉତ୍ସବ ଭାଇ-ଭଉଣୀଙ୍କ ମଧ୍ୟରେ ସ୍ନେହର ବନ୍ଧନକୁ ଆହୁରି ନିବିଡ଼ କରିଥାଏ । ରାକ୍ଷୀ ପୂର୍ଣ୍ଣିମା ଦିନ ଭଉଣୀମାନେ…

୬ ଜଣ କ୍ରୀଡା ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ) : ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ବିଭିନ୍ନ ହାଇସ୍କୁଲର ଅବସରପ୍ରାପ୍ତ ୬ ଜଣ କ୍ରୀଡା ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ ଉତ୍ସବ ପଙ୍କଳବାଡି ଗ୍ରାମସ୍ଥ ଆର.ଏ.ହାଇସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୁଗୁଡା ବ୍ଲକ ଶାରୀରିକ…

ପିପୁଲସ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରବେଶ ଉତ୍ସବ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା ପିପୁଲସ କଲେଜର ଉଚ୍ଚ ମାଧ୍ୟମିକ ବିଭାଗର +୨ ପ୍ରଥମ ବର୍ଷର ଛାତ୍ରଛାତ୍ରୀ ବୃନ୍ଦଙ୍କୁ ଜୁଲାଇ ୨୪ ତାରିଖ ଦିନ କଲେଜ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ୨୦୨୫ ପ୍ରବେଶ ଉତ୍ସବ ଉପଲକ୍ଷେ ସ୍ୱାଗତ କରାଯାଇଛି। ଏହି…

ବୁଗୁଡ଼ାରେ ଜବର ଦଖଲ ଉଚ୍ଛେଦ ଅଭିଯାନ ଆରମ୍ଭ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ସହର ମୁଖ୍ୟ ସଡକର ଉଭୟ ପାର୍ଶ୍ଵସ୍ଥ ଡ୍ରେନକୁ ଅତିକ୍ରମ କରି କିଛି ବ୍ଯକ୍ତି ଜବର ଦଖଲ କରିଥିବାରୁ ଯାନବାହାନ ପାର୍କିଂ ସାଙ୍ଗକୁ ଟ୍ରାଫିକ ସମସ୍ଯା ସୃଷ୍ଟି ହେଉଥିଲା। ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ…

error: Content is protected !!