ବୁଗୁଡ଼ା ରେ “ବିକଶିତ ଗାଁ, ବିକଶିତ ଓଡିଶା” ବିଷୟରେ ସ୍ୱତନ୍ତ୍ର ସମିତି ବୈଠକ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) :ବୁଗୁଡ଼ା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ୨୫ ତାରିଖ, ମଙ୍ଗଳବାର ଦିନ ବୁଗୁଡ଼ା ସମିତିର ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇ “ବିକଶିତ ଗାଁ, ବିକଶିତ ଓଡିଶା” ଯୋଜନା ବିଷୟରେ ଆଲୋଚନା ହୋଇଥିଲା। କାର୍ଯ୍ୟକ୍ରମରେ ବୁଗୁଡ଼ା…

ନଦୀ ଗଣ୍ଡରେ ବୁଡି ଭିନ୍ନକ୍ଷମ ଯୁବକଙ୍କ ମୃତ୍ୟୁ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକ ଅନ୍ତର୍ଗତ ତାକରଡା ଗ୍ରାମର ଜନୈକ ଭିନ୍ନକ୍ଷମ ଯୁବକ ନଦୀ ଗଣ୍ଡରେ ବୁଡି ମୃତ୍ୟୁ ବରଣ କରିଥିବା ଜଣାଯାଇଛି । ମୃତକ ଜଣକ ହେଲେ ତାକରଡା ଗ୍ରାମର କୈବଲ୍ୟ ପ୍ରଧାନଙ୍କ ଭିନ୍ନକ୍ଷମ ପୁଅ ବିକଳ…

ବୁଗୁଡ଼ାରେ ଡ୍ରେନ୍ ଅବରୋଧ ସମସ୍ଯା, ସାମାନ୍ୟ ବର୍ଷାରେ ଛକରେ ଜମୁଛି ପାଣି , ପ୍ରତିକାର ଦାବି

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) : ସ୍ଥାନୀୟ ମଦନ ମୋହନ ଛକ ସାମାନ୍ୟ ବର୍ଷାରେ ଜଳାର୍ଣ୍ଣବ ଯୋଗୁଁ ଯାତାୟାତରେ ଅସୁବିଧା ହେଉଥିବାରୁ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି। ସହରର ସେହି ମୁଖ୍ୟ ଛକରେ ଜମୁଥିବା ପାଣି ଡ୍ରେନ ଅବରୋଧ ଯୋଗୁଁ ନିଷ୍କାସନ…

ବାଇକ୍ ଧକ୍କାରେ କୃଷ୍ଣସାର ମୃଗ ମୃତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା-ବାଲିପଦର ରାସ୍ତାରେ ବାଙ୍କେଶ୍ଵରୀ ମନ୍ଦିର ନିକଟରେ ଏକ କୃଷ୍ଣସାର ମୃଗ ବାଇକ୍ ଧକ୍କାରେ ମୃତ୍ୟୁ ବରଣ କରିଥିବା ଜଣାଯାଇଛି। ପ୍ରକାଶ ଯେ, ଆଜି ସନ୍ଧ୍ୟାରେ ଏକ ମାଈ କୃଷ୍ଣସାର ମୃଗ ଦ୍ରୃତ ଗତିରେ ରାସ୍ତା ପାରି…

ମହାଶିବରାତ୍ରୀ ପାଇଁ ସଜେଇ ହେଉଛି ଶୈବପୀଠ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) : ମହାଶିବରାତ୍ରୀ ପାଇଁ ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶୈବପୀଠ ସଜେଇ ହେଉଥିବା ଦେଖିବାକୁ ମିଳିଛି । ଚଳିତ ବର୍ଷ ଜାଗର ଯାତ୍ରାକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ମନ୍ଦିର ପରିଚାଳନା କମିଟି ଗୁଡିକ ପକ୍ଷରୁ ପ୍ରସ୍ତୁତି…

ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ, ୧୦ କେନ୍ଦ୍ରରେ ୧୭୦୮ ଜଣ ପରୀକ୍ଷାର୍ଥୀ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଶିକ୍ଷା ବର୍ଷ ୨୦୨୪-୨୫ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଯାଇଛି । ବୁଗୁଡା ଗୋଷ୍ଠୀ ଶିକ୍ଷାଧକାରୀଙ୍କ କାର୍ଯ୍ୟାଳୟ ଅଧୀନସ୍ଥ ୨୭ଟି ହାଇସ୍କୁଲର ଫର୍ମ ପୂରଣ କରିଥିବା…

ମାଟ୍ରିକ ପରୀକ୍ଷା ପରିଚାଳନା ପ୍ରସ୍ତୁତି ବୈଠକ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ) : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଚଳିତ ବର୍ଷର ଦଶମ ଶ୍ରେଣୀ ପରୀକ୍ଷା ଆସନ୍ତା ଫେବୃୟାରୀ ୨୧ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବାବେଳେ ତାହାକୁ ଶୃଙ୍ଖଳିତ କରିବା ପାଇଁ…

ବୁଗୁଡ଼ା ଥାନା ଏସ୍ଆଇଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଗୋ ମାତା ସେବା ସଂସ୍ଥା ଦ୍ଵାରା ବୁଗୁଡ଼ା ଥାନା ଏସ୍ଆଇ ସମୀର ସେଠୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି।ଏହି ସଭାରେ ମୁଖ୍ୟ ଅତିଥି ଭାବେ ବୁଗୁଡ଼ା ଏସ୍ଆଇ ସମୀର ସେଠୀ ସମ୍ମାନିତ ଅତିଥି…

+୨ ବିଜ୍ଞାନ ପରୀକ୍ଷା ଆରମ୍ଭ , ୩ଟି କେନ୍ଦ୍ରରେ ୨୭୬ ପରୀକ୍ଷାର୍ଥୀ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) : ଆଜି +୨ ବିଜ୍ଞାନ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ବୁଗୁଡ଼ା ଅଞ୍ଚଳର ୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୨୭୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ଜଣାଯାଇଛି । ବୁଗୁଡ଼ା ପିପୁଲ୍ସ କଲେଜ କେନ୍ଦ୍ରରେ ସୁପରିଟେଣ୍ଡେଣ୍ଟ୍…

ମରାଇପଲ୍ଲୀରେ ହନୁମନ୍ତ ଦେବଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକ ଗୋଲିଆ ପଞ୍ଚାୟତ ଅନ୍ତର୍ଗତ ମରାଇପଲ୍ଲୀ ଗ୍ରାମରେ ପନ୍ଦର ଫୁଟ ଉଚ୍ଚତା ବିଶିଷ୍ଟ ହନୁମନ୍ତ ଦେବଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥି ସହ ଗ୍ରାମସ୍ଥ ବ୍ରାହ୍ମଣୀ ଦେବୀ ମନ୍ଦିର ଦ୍ଵାରଦେଶରେ…

error: Content is protected !!