ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ପବିତ୍ର ଶ୍ରାବଣ ପୂର୍ଣ୍ଣିମା ତିଥିରେ”ରକ୍ଷା ବନ୍ଧନ ଉତ୍ସବ”ଉତ୍ସାହର ସହ ପାଳିତ ହୋଇଯାଇଛି।ପ୍ରଧାନାଚାର୍ଯ୍ୟ ଅଟଳ ଲିଙ୍ଗରାଜଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ…
Category: ଗଞ୍ଜାମ
ବୁଗୁଡ଼ାରେ ଶ୍ରୀବଳଦେବ ସ୍ବାମୀଙ୍କ ଜନ୍ମୋତ୍ସବ ପାଳିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ବଳଦେବ ମନ୍ଦିରରେ ଶ୍ରାବଣ ପୂର୍ଣ୍ଣିମା ଅବସରରେ ବଡ ଠାକୁର ଶ୍ରୀବଳଦେବଙ୍କ ଜନ୍ମୋତ୍ସବ ସ୍ବତନ୍ତ୍ର ବିଧିରେ ଅନୁଷ୍ଠିତ ହୋଇଯାଇଛି । ପ୍ରାତଃ କାଳରେ ଠାକୁରଙ୍କ ଅବକାଶ,ମଙ୍ଗଳ ଆଳତୀ, ବାଳଭୋଗ ଆଦି କାର୍ଯ୍ୟ କରାଯାଇଥିବା ବେଳେ ପୂର୍ବାହ୍ନରେ…
“ଘୁମୁସର ର ସ୍ବର” ପକ୍ଷରୁ ୧୫୨ତମ ପୁର୍ଣ୍ଣିମା ସାହିତ୍ୟ ଆସର ଅନୁଷ୍ଠିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ପବିତ୍ର ଗହ୍ମା ପୁର୍ଣ୍ଣିମା ଅବସରରେ ଓଡ଼ିଆ ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ଗବେଷଣା ପ୍ରତିଷ୍ଠାନ “ଘୁମୁସର ର ସ୍ବର” ପକ୍ଷରୁ ୧୫୨ତମ ପୁର୍ଣ୍ଣିମା ସାହିତ୍ୟ ଆଲୋଚନା ଚକ୍ର “ଏସ୍କଲେଣ୍ଟ୍ ଇଣ୍ଟିଗ୍ରେଟେଡ଼ ଇନଷ୍ଟିଚ୍ୟୁଟ୍” ବାଲିପଦର ଠାରେ…
ବୁଗୁଡ଼ା କୃଷି ବିଭାଗ ପକ୍ଷରୁ ୭ ମହିଳା ଗୋଷ୍ଠୀକୁ ସହାୟତା ରାଶି ପ୍ରଦାନ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):କୃଷି ଓ କୃଷକ ସଶକ୍ତି କରଣ ବିଭାଗ ଆନୁକୂଲ୍ୟରେ କୃଷି ବୈଷୟିକ ପରିଚାଳନା ସଂସ୍ଥା ତରଫରୁ ବୁଗୁଡ଼ା ବ୍ଲକର ୭ ଗୋଟି ମହିଳା ଗୋଷ୍ଠୀକୁ ସହାୟତା ରାଶି ଓ ୩୧ ଜଣ କୃଷକଙ୍କୁ କାର୍ଯ୍ଯାଦେଶ ପତ୍ର କୃଷି…
ବନାଞ୍ଚଳର ଅଣୁଯୋଜନା ମେମ୍ବରଙ୍କ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ ବୁଗୁଡ଼ା ବନାଞ୍ଚଳ କାର୍ଯ୍ୟାଳୟର କ୍ଷେତ୍ରୀୟ ପରିଚାଳନା ସଭାଗୃହରେ ଓଡିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ-୨ ର ଅଣୁଯୋଜନା ବ୍ୟବହାରିକ ଦଳର ସଭ୍ୟ ଓ ସଭ୍ୟା ବୃନ୍ଦଙ୍କ ପାଇଁ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ…
ଦଣ୍ଡନାଚ ମହାସଂଘ ନିଷ୍ପତିକୁ ବିରୋଧ,ସାମାଜିକ ନାଟକ ପରିବେଷଣ ସପକ୍ଷରେ ଦଣ୍ଡନାଚ ପାର୍ଟି
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲା ର ପ୍ରସିଦ୍ଧ ଲୋକ ନୃତ୍ୟ ଦଣ୍ଡନାଚ କୁ ନେଇ ପୁଣି ତେଜିଲା ବିବାଦ l 2026 ଦଣ୍ଡ ନାଚରେ ସାମାଜିକ ନାଟକ ପରିବେଷଣ ଉପରେ ଦଣ୍ଡନାଚ ମହାସଂଘ ରୋକ ଲଗାଇଥିବା ବେଳେ ଏହାକୁ ବିରୋଧ…
ଓଷ୍ଟା ପକ୍ଷରୁ ବିଇଓ ଙ୍କ ଜରୀଆରେ ସ୍ମାରକ ପତ୍ର ପ୍ରଦାନ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ଆହ୍ୱାନ କ୍ରମେ ବୁଗୁଡା ବ୍ଲକ ଓଷ୍ଟା ପକ୍ଷରୁ ଅଗଷ୍ଟ ୨ ତାରିଖ ଦିନ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଏବଂ ବିଦ୍ୟାଳୟ ଓ…
ହାଇସ୍କୁଲ ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ) : ବୁଗୁଡା ବ୍ଲକ ଖୋଳଖାଳି ପଞ୍ଚାୟତ ଅନ୍ତର୍ଗତ ତାଳସାକର ମହାମାୟୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ କୁମାର ଶତପଥୀ ଅବସର ଗ୍ରହଣ କରିଥିବା ବେଳେ ବିଦ୍ୟାଳୟ ପକ୍ଷରୁ ଶ୍ରୀ ଶତପଥୀଙ୍କୁ ଭବ୍ୟ ଅବସରକାଳୀନ ସମ୍ବର୍ଦ୍ଧନା…
ରାକ୍ଷୀପୂର୍ଣ୍ଣିମା ପାଇଁ ବୁଗୁଡ଼ା ଚଳଚଞ୍ଚଳ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଆଗକୁ ଆସୁଛି ରାକ୍ଷୀ ପୂର୍ଣ୍ଣିମା । ପ୍ରଭୁ ବଳଦେବ ଜିଉଙ୍କର ଜନ୍ମଦିନ ଶ୍ରାବଣ ପୂର୍ଣ୍ଣିମାରେ ପାଳନ ହେଉଥିବା ରକ୍ଷାବନ୍ଧନ ଉତ୍ସବ ଭାଇ-ଭଉଣୀଙ୍କ ମଧ୍ୟରେ ସ୍ନେହର ବନ୍ଧନକୁ ଆହୁରି ନିବିଡ଼ କରିଥାଏ । ରାକ୍ଷୀ ପୂର୍ଣ୍ଣିମା ଦିନ ଭଉଣୀମାନେ…
୬ ଜଣ କ୍ରୀଡା ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ) : ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ବିଭିନ୍ନ ହାଇସ୍କୁଲର ଅବସରପ୍ରାପ୍ତ ୬ ଜଣ କ୍ରୀଡା ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ ଉତ୍ସବ ପଙ୍କଳବାଡି ଗ୍ରାମସ୍ଥ ଆର.ଏ.ହାଇସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୁଗୁଡା ବ୍ଲକ ଶାରୀରିକ…