ଗୋଲିଆ ଗ୍ରାମର ଛକରେ ଭାସୁଛି ନର୍ଦ୍ଦମା ପାଣି, ପ୍ରତିକାର ଦାବି

ବୁଗୁଡ଼ା (ରିପୋର୍ଟ – ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକ ଅନ୍ତର୍ଗତ ଗୋଲିଆ ଗାଁ ମୁହଁ ଛକରେ ନର୍ଦ୍ଦମା ଜଳ ଭାସୁଥିବା ଯୋଗୁଁ ଦୁର୍ଗନ୍ଧମୟ ପରିବେଶ ସୃଷ୍ଟି ସାଙ୍ଗକୁ ଲୋକଙ୍କ ଯାତାୟତରେ ମଧ୍ୟ ଅସୁବିଧା ହେଉଥିବା ଜଣାଯାଇଛି । ମୁଖ୍ୟ ରାସ୍ତା…

ଦିନ ସାରା ଝିପିଝିପି ବର୍ଷା, ଜନ ଜୀବନ ସାମାନ୍ୟ ଅସ୍ତବ୍ୟସ୍ତ

ଗଞ୍ଜାମ (ରିପୋର୍ଟ – ସୋରେନ କୁମାର ପ୍ରଧାନ): ବଙ୍ଗୋପ ସାଗରରେ ସୃଷ୍ଟି ସମ୍ଭାବ୍ୟ ବାତ୍ଯା ‘ଦାନା’ ପ୍ରଭାବରେ ବର୍ଷା ଓ ପବନ ଦ୍ବାରା ଫସଲ ହାନିର ଆଶଙ୍କା କରି ବୁଗୁଡା ଅଞ୍ଚଳର ଚାଷୀକୁଳ ଆତଙ୍କିତ ହୋଇପଡିଥିବା ବେଳେ ସେଭଳି କୌଣସି କ୍ଷୟକ୍ଷତି…

ପରିବା ବଜାରରେ ପ୍ରଶାସନିକ ଚଢାଉ , ବ୍ଯବସାୟୀଙ୍କୁ ତାଗିଦ୍

ଗଞ୍ଜାମ (ରିପୋର୍ଟ – ସୋରେନ କୁମାର ପ୍ରଧାନ): ବଙ୍ଗୋପସାଗରରେ ସୃଷ୍ଟ ସମ୍ଭାବ୍ୟ ବାତ୍ୟା “ଦାନା” ସମ୍ପର୍କେ ପାଣିପାଗ ବିଭାଗର ସୂଚନା ପରଠୁ ବୁଗୁଡା ବଜାରରେ ପରିବା ଦର ହୁ ହୁ ହୋଇ ବଢି ଚାଲିଲା । ପରିସ୍ଥିତିର ଫାଇଦା ଉଠାଇବାକୁ ଯାଇ…

ଦୀପାବଳି ପର୍ବ ଉପଲକ୍ଷେ ଦୀପ ପ୍ରସ୍ତୁତିରେ ବ୍ୟସ୍ତ

ବୁଗୁଡ଼ା (ରିପୋର୍ଟ – ସୋରେନ କୁମାର ପ୍ରଧାନ)::ଆଲୋକର ପର୍ବ ଦୀପାବଳି ଆସନ୍ତା ଅକ୍ଟୋବର ୩୧ ତାରିଖ ଗୁରୁବାର ଦିନ ପାଳନ ହେବାକୁ ଯାଉଥିବା ବେଳେ ବୁଗୁଡ଼ା ଅଞ୍ଚଳର ବହୁ କୁମ୍ଭକାର ପରିବାର ମାଟି ଦୀପ ତିଆରିରେ ବ୍ୟସ୍ତ ଥିବାଦେଖିବାକୁ ମିଳୁଛି ।…

ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ଡ଼ଃ ବି.କେ କର ଙ୍କୁ ସମ୍ବର୍ଦ୍ଧନା

ଗଞ୍ଜାମ (ରିପୋର୍ଟ – ସୋରେନ କୁମାର ପ୍ରଧାନ) : ବୁଗୁଡା ପିପୁଲସ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ଅଧ୍ୟାପକ ଡକ୍ଟର ବିନୋଦ କୁମାର କରଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। କଲେଜର ରାଜନୀତି ବିଜ୍ଞାନ ଅଧ୍ୟାପକ ଡକ୍ଟର ବିନୋଦ କୁମାର କର…

ବହିଷ୍କୃତ ହେଲେ ଭାମଶ୍ଯାଳି ପଞ୍ଚାୟତର ଯୋଗାଣ ସହାୟକ

ବୁଗୁଡ଼ା (ରିପୋର୍ଟ : ସୋରେନ କୁମାର ପ୍ରଧାନ) : ଉପରିସ୍ଥ ଅଧିକାରୀଙ୍କ ବିନା ଅନୁମତିରେ ହିତାଧିକାରୀମାନଙ୍କ ଇ-କେଓ୍ବାଇସି କରିବା ପାଇଁ ମେସିନ ଧରି ସୁରତ ଯାଇଥିବା ବୁଗୁଡ଼ା ବ୍ଲକ ଭାମଶ୍ଯାଳି ପଞ୍ଚାୟତର ଯୋଗାଣ ସହାୟକ ମିଥୁନ ବିଶ୍ୱାଳଙ୍କୁ ଚାକିରୀ ହରାଇବାକୁ ପଡିଛି…

ବାତ୍ୟାରେ ଫସଲ ନଷ୍ଟ ଆଶଙ୍କା, ଚିନ୍ତାରେ ଚାଷୀ

ବୁଗୁଡା (ରିପୋର୍ଟ – ସୋରେନ କୁମାର ପ୍ରଧାନ): ସମ୍ଭାବ୍ୟ ବାତ୍ୟା ’ଦାନା’ ପାଇଁ ଫସଲ ନଷ୍ଟ ଆଶଙ୍କାରେ ଚାଷୀକୁଳ । ସୂଚନା ଅନୁଯାୟୀ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ବାତ୍ୟାରେ ପରିଣତ ହୋଇ ତାଣ୍ଡବ ରଚିବାକୁ ଯାଉଥ‌ିବା…

ପବିତ୍ର କାର୍ତ୍ତିକ ମାସ ପ୍ରଥମ ସୋମବାରରେ ବୃଦ୍ଧଖୋଲ ଶୈବପୀଠରେ ଭକ୍ତଙ୍କ ଭିଡ

ବୁଗୁଡ଼ା (ରିପୋର୍ଟ – ସୋରେନ କୁମାର ପ୍ରଧାନ): ଆଜି ପବିତ୍ର କାର୍ତ୍ତିକ ମାସର ପ୍ରଥମ ସୋମବାର ହୋଇଥିବା ବେଳେ ବୁଗୁଡ଼ା ଅଞ୍ଚଳର ସମସ୍ତ ଶୈବପୀଠ ଓ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ । ସେହିଭଳି ଗଞ୍ଜାମଜିଲ୍ଲା ବୁଗୁଡା ରେ ଥ‌ିବା ଐତିହ…

ବୁଗୁଡ଼ାରେ ମା’ ଗଜଲକ୍ଷ୍ମୀଙ୍କ ଭସାଣି ଉତ୍ସବ

ବୁଗୁଡ଼ା (ରିପୋର୍ଟ – ସୋରେନ କୁମାର ପ୍ରଧାନ) : ବୁଗୁଡ଼ା ଅଞ୍ଚଳରେ ଚଳିତ ବର୍ଷ ମା’ ଗଜଲକ୍ଷ୍ମୀଙ୍କ ପୂଜା ଉତ୍ସବ କୁମାର ପୂର୍ଣ୍ଣିମା ଦିନରୁ ଅନୁଷ୍ଠିତ ହୋଇଆସୁଥିଲା ବେଳେ ଦୈନିକ ସନ୍ଧ୍ୟାରେ ପୂଜା ମଣ୍ଡପ ଗୁଡିକ ନିକଟରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଥିବା…

ମୌଳିକ ସାକ୍ଷରତା ପରୀକ୍ଷା ଅନୁଷ୍ଠିତ

ବୁଗୁଡା (ରିପୋର୍ଟ – ସୋରେନ କୁମାର ପ୍ରଧାନ):ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ୧୧ଟି ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ଉଲ୍ଲାସ ଆନୁକୁଲ୍ୟରେ ମୌଳିକ ସାକ୍ଷରତା ପରୀକ୍ଷା-୨୦୨୪ ଅନୁଷ୍ଠିତ ହୋଇଯାଇଛି। ପ୍ରତ୍ଯେକ ଆଞ୍ଚଳିକ…

error: Content is protected !!
Powered by Joinchat