ବୁଗୁଡ଼ାରେ ଜବର ଦଖଲ ଉଚ୍ଛେଦ ଅଭିଯାନ ଆରମ୍ଭ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ସହର ମୁଖ୍ୟ ସଡକର ଉଭୟ ପାର୍ଶ୍ଵସ୍ଥ ଡ୍ରେନକୁ ଅତିକ୍ରମ କରି କିଛି ବ୍ଯକ୍ତି ଜବର ଦଖଲ କରିଥିବାରୁ ଯାନବାହାନ ପାର୍କିଂ ସାଙ୍ଗକୁ ଟ୍ରାଫିକ ସମସ୍ଯା ସୃଷ୍ଟି ହେଉଥିଲା। ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ…

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା , ୧୩୯ଟି ପ୍ରକଳ୍ପ ପ୍ରଦର୍ଶିତ

ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ୨୮ତମ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବରେ ପରିଚାଳନା ସମିତି ସଭାପତି ପ୍ରମୋଦ ଚନ୍ଦ୍ର ସେନାପତି ଅଧ୍ଯକ୍ଷତା କରିଥିବା ବେଳେ…

ବାଘୂଆ ଜଳସେଚନ ପ୍ରକଳ୍ପର ଖରିଫ ଜଳସେଚନ ପରିଚାଳନା ନିମନ୍ତେ ସାଧାରଣ ଅଧିବେଶନ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବାଘୂଆ ଜଳସେଚନ ପ୍ରକଳ୍ପର ଖରିଫ ଜଳସେଚନ ପରିଚାଳନା ନିମନ୍ତେ ଏକ ସାଧାରଣ ଅଧିବେଶନ ଶନିବାର ଦିନ ବୁଗୁଡ଼ା ଜଳସେଚନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ଯାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସହକାରୀ ନିର୍ବାହୀ ଯନ୍ତ୍ରୀ କୃଷ୍ଣ ଚନ୍ଦ୍ର…

ପିପୁଲ୍ସ କଲେଜର ଗଠିତ ହେଲା ଅଭ୍ଯନ୍ତରୀଣ ଅଭିଯୋଗ କମିଟି(ଆଇ ସି ସି)

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସମ୍ପ୍ରତି ସାରା ରାଜ୍ୟରେ ଆଲୋଡନ ସୃଷ୍ଟି କରିଥିବା ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ଯାଶ୍ରୀ ବିଶିଙ୍କ ଆତ୍ମାହୁତି ଜନିତ ମୃତ୍ୟୁ ଘଟଣା ପରିପ୍ରେକ୍ଷୀରେ ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ମାର୍ଗଦର୍ଶିକା ଅନୁଯାୟୀ ବୁଗୁଡା ପିପୁଲ୍ସ…

“ଅର୍‌ଫାନ୍ ସର୍ଭେ-୨୦୨୫” ଆରମ୍ଭ , “ଆମରି ଶିଶୁ” ପୋର୍ଟାଲ୍‌ରେ ରହିବ ଶିଶୁଙ୍କ ତଥ୍ୟ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ଶିଶୁ ଅଧିକାର ଓ କଲ୍ୟାଣକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ “ଅର୍‌ଫାନ୍ ସର୍ଭେ-୨୦୨୫” କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ବୁଗୁଡା ବ୍ଳକ ସିଡିପିଓ ବବିତା କୁମାରୀ ପଣ୍ଡାଙ୍କ ତତ୍ତ୍ୱାବଧାନ…

ବିକାଶ ଯୋଜନାର ବିକଳ ଚିତ୍ର , ୧୧ଟି ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ କୋଠା ଘର ନାହିଁ !

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ୧୩ଟି ୱାର୍ଡରେ ଥିବା ମୋଟ ୧୮ଟି ଅଙ୍ଗନୱାଡି କେନ୍ଦ୍ର ମଧ୍ୟରୁ ୧୧ଟି ଅଙ୍ଗନବାଡି କେନ୍ଦ୍ରର ନିଜସ୍ବ କୋଠା ନଥିବା ଜଣା ପଡିଛି | ଯାହାଫଳରେ କେଉଁଠି ଭଡାଘରେ ତ,…

କୃଷ୍ଣସାର ମୃତ୍ୟୁ ଘଟଣାରେ ଫରେଷ୍ଟର୍ ନିଲମ୍ବିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବନାଞ୍ଚଳ ପଞ୍ଚଭୂତି ଫରେଷ୍ଟ ବିଟ୍‌ରେ ବିଦ୍ୟୁତ ଫାସରେ ପଡି ଏକ କୃଷ୍ଣସାର ମୃଗର ମୃତ୍ୟୁ ଘଟଣାରେ ଜଣେ ମହିଳା ଫରେଷ୍ଟର ପଲ୍ଲବୀ ନନ୍ଦଙ୍କୁ ନିଲମ୍ବନ କରାଯାଇଛି। ବିଭଗୀୟ କର୍ତ୍ତୃପକ୍ଷଙ୍କୁ ରିପୋର୍ଟ ଦେବାରେ ଅହେତୁକ ବିଳମ୍ବ…

ବ୍ୟାଘ୍ରାମ୍ବରୀ ମଠରେ “ଘୁମୁସର ର ସ୍ବର” ପକ୍ଷରୁ ୧୫୧ତମ ସାହିତ୍ୟ ଆଲୋଚନା ଚକ୍ର ଆୟୋଜିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ ):ଆଜି ପବିତ୍ର ଆଷାଢ଼ ମାସ ଗୁରୁ ପୁର୍ଣ୍ଣିମା ଅବସରରେ ଜିଲ୍ଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ “ଘୁମୁସର ର ସ୍ବର ” ବାଲିପଦର ପକ୍ଷରୁ ୧୫୧ତମ ପୁର୍ଣ୍ଣିମା ସାହିତ୍ୟ ଆଲୋଚନା ଚକ୍ର କରଚୁଲି ଗ୍ରାମର ବ୍ୟାଘ୍ରାମ୍ବରୀ ମଠ…

ପିପୁଲସ କଲେଜରେ ଷ୍ଟାର୍ଟ ଅଫ ଓଡିଶା ପ୍ରୋଗ୍ରାମ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା ପିପୁଲସ କଲେଜର ସମ୍ମିଳନୀ କକ୍ଷରେ ଜୁଲାଇ ୧୦ ତାରିଖ ଦିନ ଷ୍ଟାର୍ଟ ଅଫ ଓଡିଶା ପ୍ରୋଗ୍ରାମ ଅନୁଷ୍ଠିତ ହୋଇଯାଇଛି। ଏହି ନବଚିନ୍ତନ ଓ ସମସ୍ୟା ସମାଧାନ କୌଶଳ ବୃଦ୍ଧି ନିମନ୍ତେ ମାନସ ମନ୍ଥନ କାର୍ଯ୍ୟକ୍ରମରେ…

ଉତ୍କଳ ବେଲମା ସମାଜ ଚାରି ତାଲୁକା ବୈଠକ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ବାଲିପଦର, ଆସ୍କା ରୋଡ଼ରେ ଅବସ୍ଥିତ ଲକ୍ଷ୍ମୀ ଜ୍ୟୋତି ଫିଲିଙ୍ଗ ଷ୍ଟେସନ ନିକଟସ୍ଥ ଫରେଷ୍ଟ ପାର୍କରେ ଉତ୍କଳ ବେଲମା ସମାଜର ଚାରି ତାଲୁକା (ଘୁମୁସର, ଧରାକୋଟ, ଖାଲସା ଓ ଆଠଗଡ଼ ତାଲୁକା)…

error: Content is protected !!
Powered by Joinchat