କରସିଂଙ୍ଗିରେ ସେବା ସେତୁ ଅଭିଯାନ

ବୁଗୁଡ଼ା/ଗଞ୍ଜାମ (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ କରସିଂଙ୍ଗି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ବୁଗୁଡ଼ା ପଞ୍ଚାୟତ ସମିତି ଆନୁକୂଲ୍ୟରେ “ସେବା ସେତୁ ଅଭିଯାନ ୨୦୨୬” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କରଚୁଲି ଓ କରସିଂଙ୍ଗି ଗ୍ରାମ ପଞ୍ଚାୟତକୁ…

ଶ୍ରୀ ବଳଦେବସ୍ବାମୀ ମନ୍ଦିରରେ ବଡ ଏକାଦଶୀ ଉତ୍ସବ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ସ୍ଥାନୀୟ ଶ୍ରୀ ବଳଦେବସ୍ବାମୀ ମନ୍ଦିରରେ ଶ୍ରୀବିଷ୍ଣୁ ପାର୍ଶ୍ଵପରିବର୍ତ୍ତନ ଏକାଦଶୀ ତଥା ବଡ ଏକାଦଶୀ ଉତ୍ସବ ଯଥା ରୀତିନୀତି ପ୍ରକାରେ ଶ୍ରଦ୍ଧାଳୁଙ୍କ ଗହଣରେ ପାଳିତ ହୋଇଯାଇଛି। ଏ ଅବସରରେ ପ୍ରାତଃ କାଳରେ ଠାକୁରଙ୍କ ଅବକାଶ ନୀତି ସମ୍ପନ୍ନ ପରେ…

ଆସୁଛି ପାର୍ବଣ ଋତୁ;ସବୁଠି କାଶତଣ୍ଡୀର ସମ୍ଭାର

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଅକ୍ଟୋବର ମାସରେ ଦଶହରା। ମା’ ଜଗତଜନନୀ ମହିଷାମର୍ଦ୍ଦିନୀ ଧରାପୃଷ୍ଠକୁ ବିଜେକରି ଅଧର୍ମ ବିନାଶ କରି ଧର୍ମର ସ୍ଥାପନ କରିବେ।ଗଣେଶ ପୂଜା ଓ ନୂଆଁଖାଇ ପରେ ଆରମ୍ଭ ହେବ ପାର୍ବଣର ଋତୁ ଦଶହରା ।ସହରଠୁ ଆରମ୍ଭ କରି ଗ୍ରାମ…

ବୁଗୁଡ଼ା ଅଞ୍ଚଳର ବିଭିନ୍ନ ସ୍ଥାନରେ ଧୂମଧାମରେ ଗଣେଶ ପୂଜା ଅନୁଷ୍ଠିତ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଏ ବର୍ଷ ବୁଗୁଡ଼ା ଅଞ୍ଚଳର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଶ୍ରୀ ଗଣେଶଙ୍କ ପୂଜା ଜାକଜମକରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ନିୟୁ ଏରା ପବ୍ଲିକ୍…

ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

ବୁଗୁଡ଼ା/ଗଞ୍ଜାମ (ସୋରେନ କୁମାର ପ୍ରଧାନ): ଆସନ୍ତା ଗଣେଶ ପୂଜା ଓ ବିସର୍ଜନ ଉତ୍ସବକୁ ଶାନ୍ତିଶୃଙ୍ଖଳା ପରିସ୍ଥିତି ବଜାୟ ରଖି ପାଳନ କରିବା ନେଇ ଆଜି ବୁଗୁଡ଼ା ଥାନା ପରିସରରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୁଗୁଡ଼ା ଥାନାଧିକାରୀ ସୀତାଂଶୁ…

ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ନବାଗତଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ବୁଗୁଡ଼ା/ଗଞ୍ଜାମ (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ସମ୍ମିଳନୀ କକ୍ଷରେ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଭଗବାନ ଶତପଥୀଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ବୁଗୁଡ଼ା, ସଜେଇ ହେଉଛି ଗାଁଠୁ ସହର

ବୁଗୁଡ଼ା/ଗଞ୍ଜାମ (ସୋରେନ କୁମାର ପ୍ରଧାନ):ଚଳିତ ମାସ ୧୪ ତାରିଖ ଆସନ୍ତା ସୋମବାର ଦିନ ପଡୁଛି ଗଣେଶ ପୂଜା ।ଏବେଠାରୁ ସଜେଇ ହେଲାଣି ବୁଗୁଡା ଅଞ୍ଚଳର ବିଭିନ୍ନ ଗ୍ରାମ। ବିଭିନ୍ନ ସ୍ଥାନରେ ଟେଣ୍ଟ ଭିଡା କାମ ଆରମ୍ଭ ହୋଇଯାଇଥିଲା ବେଳେ ମୂର୍ତ୍ତି ଗଢା…

ପଶୁ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଗୋ ବନ୍ଧ୍ୟା ନିରାକରଣ ଚିକିତ୍ସା ଶିବିର

ବୁଗୁଡ଼ା/ଗଞ୍ଜାମ (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ କରସିଙ୍ଗି ପଞ୍ଚାୟତ ରେ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଗୋ ବନ୍ଧ୍ୟା ନିରାକରଣ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ବ୍ଲକ ଭେଟନାରୀ ଅଫିସର ଶୁଭ୍ରାଂଶୁ ଶେଖର ରାଉତ,…

ବୁଗୁଡ଼ାର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ସହର ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ମହାନ୍ ଦାର୍ଶନିକ, ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୟନ୍ତୀ ତଥା ଗୁରୁ ଦିବସ ପାଳିତ ହୋଇଯାଇଛି।ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ…

ଟ୍ରାଫିକ ନିୟମ ପାଳନ ଓ ସଡ଼କ ଦୁର୍ଘଟଣା ରୋକିବା ପାଇଁ ସଚେତନତା କାର୍ଯ୍ୟକ୍ରମ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଟ୍ରାଫିକ୍‌ ନିୟମ ପାଳନ ଓ ସଡ଼କ ଦୁର୍ଘଟଣା ରୋକିବା ଲକ୍ଷ୍ୟରେ ବୁଗୁଡ଼ା ପୁଲିସ ପକ୍ଷରୁ ଏକ ଅଭିନବ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।ବାଲିପଦର ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ହେଲମେଟ୍‌ ପିନ୍ଧି ସୁରକ୍ଷିତ ଭାବେ ଗାଡ଼ି…

Powered by Joinchat