ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ପୋଲିସ ଥାନା ଅଧିନସ୍ଥ ବାଲିପଦର ଫାଣ୍ଡି ପରିସରରେ ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ “ସାଇବର ଠକେଇ ଏବଂ ଡିଜିଟାଲ ଗିରଫ ସଚେତନତା କାର୍ଯ୍ୟକ୍ରମ” ଆୟୋଜନ କରାଯାଇଥିଲା। ପ୍ରାୟ ୫୦ ଜଣ ବରିଷ୍ଠ ନାଗରିକ ଏହି କାର୍ଯ୍ୟକ୍ରମରେ…
Category: ଗଞ୍ଜାମ
ବୁଗୁଡ଼ାରେ ଶ୍ରୀବଳଦେବ ସ୍ୱାମୀଙ୍କ ଜନ୍ମୋତ୍ସବ ପାଳିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ବଳଦେବ ମନ୍ଦିର ପ୍ରାଙ୍ଗଣରେ ଶ୍ରାବଣ ପୂର୍ଣ୍ଣିମା ତଥା ଗହ୍ମା ପୂର୍ଣ୍ଣିମା ପବିତ୍ର ଅବସରରେ ବଡ଼ ଠାକୁର ଶ୍ରୀ ବଳଦେବ ସ୍ୱାମୀଙ୍କ ଜନ୍ମୋତ୍ସବ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଉତ୍ସାହର ସହ ପାଳିତ ହୋଇଯାଇଛି।ଏହି ଅବସରରେ ପ୍ରାତଃ…
ରାଜନୀତି ବିଜ୍ଞାନ ବିଭାଗର ଅଭିଭାବକ-ଶିକ୍ଷକ ସମ୍ମିଳନୀ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲସ୍ କଲେଜ ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ପ୍ରଥମ ସେମିଷ୍ଟାର ଅଭିଭାବକ-ଶିକ୍ଷକ ସମ୍ମିଳନୀ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି।କଲେଜର ଅଧ୍ୟକ୍ଷ ଶ୍ରୀ ଭଗବାନ ଶତପଥୀ ପ୍ରଦୀପ ପ୍ରଜ୍ୱଳନ କରି ସଭାକାର୍ଯ୍ୟର ଶୁଭାରମ୍ଭ କରିବା ସହ…
ପି ଏମ ଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟରେ ୧୦କୋଟି ନିଶା ମୁକ୍ତି ଅଭିଯାନ କାର୍ଯ୍ୟକ୍ରମ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବି.କରଡ଼ାବାଡ଼ି ସ୍ଥିତ ପି ଏମ ଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ରହ୍ମ କୁମାରୀ ଜ୍ଞାନ ବିଜ୍ଞାନ ଭବନ ବୁଗୁଡ଼ାର ମିଳିତ ସହଯୋଗରେ ୧୦ କୋଟି ନିଶା ମୁକ୍ତ ପ୍ରତିଜ୍ଞା…
ବୁଗୁଡ଼ାର ବିଭିନ୍ନ ଶିକ୍ଷାନୁଷ୍ଠାନରେ ୮୦ ତମ ସ୍ଵାଧୀନତା ଦିବସ ପାଳିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲା ବୁଗୁଡ଼ା ସହର ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ୮୦ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ବିଭିନ୍ନ ବିଦ୍ୟାଳୟ ପରିସରରେ ଜାତୀୟ ପତାକା ଉତ୍ତୋଳନ କରାଯିବା ସହ ଜାତୀୟ ସଙ୍ଗୀତ ଗାନ…
ବୁଗୁଡ଼ା ଏନଏସିରେ ତ୍ରିରଙ୍ଗା ଶୋଭାଯାତ୍ରା,୫୦୦ ମିଟର ଲମ୍ବା ତ୍ରିରଙ୍ଗା ଶୋଭାଯାତ୍ରା
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଠାରେ ଆଜି ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି l ୫୦୦ ମିଟର ବିଶାଳ ତ୍ରିରଙ୍ଗା ପତାକା କୁ ଛାତ୍ର ଛାତ୍ରୀ ଏବଂ ମହିଳା ମାନେ ଧରି ସହର ପରିକ୍ରମା କରିଥିଲେ lବ୍ଳକ ଛକ…
ଗଞ୍ଜାମ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଶୁଣାଣି ଅନୁଷ୍ଠିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ବୁଗୁଡ଼ା ବ୍ଲକ ପରିସରରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ସଚ୍ଚିତାନନ୍ଦ ନାୟକ, ଆରକ୍ଷୀ ଅଧୀକ୍ଷକ ହରିଶ ବିଶି, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ…
ବାଇକ ଚୋରି ଅଭିଯୋଗରେ ୨ଗିରଫ, ଦୁଇ ବାଇକ ଓ ସ୍କୁଟି ଉଦ୍ଧାର
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ସହରରେ ବାଇକ ଚୋରି ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରିବା ସହ ଦୁଇଟି ବାଇକ ଓ ଗୋଟିଏ ସ୍କୁଟି ଜବତ କରିଛି l ଗିରଫ ଅଭିଯୁକ୍ତ ହେଲେ ବୁଗୁଡ଼ା ମହାପାତ୍ର ସାହିର ରୁଦ୍ର…
ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ଅଧ୍ୟକ୍ଷଙ୍କୁ ସମ୍ବର୍ଦ୍ଧନା ଓ ପାଠଚକ୍ର ଆଲୋଚନା
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ସ୍ଥାନୀୟ ପିପୁଲ୍ସ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରିନ୍ସିପାଲ ଭଗବାନ ଶତପଥୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ ଓ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କଲେଜର ଅଧ୍ୟକ୍ଷ ଶ୍ରୀ ଶତପଥୀ ଅଧ୍ୟକ୍ଷତା କରିବା ସହ…
ବାଲିପଦର ସ୍ନାତକ ମହାବିଦ୍ୟାଳୟ ରେ ଶକ୍ତିଶ୍ରୀ ସଶକ୍ତି କରଣ କର୍ମଶାଳା ଉଦଯାପିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଳକ୍ ଅନ୍ତର୍ଗତ ବାଲିପଦର ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତି କରଣ କର୍ମଶାଳା ଉଦଯାପିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଅଧକ୍ଷ ଶ୍ରୀଯୁକ୍ତ ଗୋପୀନାଥ ମହାନ୍ତି ପୌରାହିତ୍ୟ କରିଥିବାବେଳେ ବୁଗୁଡ଼ା ଥାନା ଅଧିକାରୀଙ୍କ ପ୍ରତିନିଧି ଭାବେ ଶ୍ରୀଯୁକ୍ତ ଅଜୟ…
