ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ ): ଓଡ଼ିଆ ପକ୍ଷ ଉପଲକ୍ଷେ ସ୍ଥାନୀୟ ପିପୁଲ୍ସ କଲେଜ ପକ୍ଷରୁ ସ୍ବପରିସରସ୍ଥ ସମ୍ମିଳନୀ କକ୍ଷରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରକୁ ବୁଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦୁତିକୃଷ୍ଣ ପାତ୍ର ଉଦଘାଟନ କରିଥିବା…
Category: ଗଞ୍ଜାମ
ତାକରଡାରେ ପଞ୍ଚୁଦଣ୍ଡ ମହାମିଳନ
ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକ ଅନ୍ତର୍ଗତ ତାକରଡା ଗ୍ରାମରେ ପଞ୍ଚୁଦଣ୍ଡ ମହାମିଳନ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାବସର , କୁମ୍ପାପଡା , ରଗଡିମରା , ଶରଧାପୁର , ଧନ୍ଦାରପଲ୍ଲୀ ଆଦି ୫ଟି ଗ୍ରାମର ଦଣ୍ଡଯାତ୍ରା ଦଳର ମହାକାଳୀ ଓ…
ବିଜେପିର ପ୍ରତିଷ୍ଠା ଦିବସ ପାଳନ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ାରେ ବିଜେପି ପକ୍ଷରୁ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି। ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଗୋକୁଳାନନ୍ଦ ମଲ୍ଲିକଙ୍କ ନିର୍ଦ୍ଧେଶ କ୍ରମେ ପୋଲସରା ନିର୍ବାଚନ ମଣ୍ଡଳୀ, ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ମଣ୍ଡଳ ତରଫରୁ ମାଳିଝୋଳା ମନ୍ଦିର ପ୍ରାଙ୍ଗଣରେ ବିଜେପିର…
ନିଶାସକ୍ତଓ ଦାରିଦ୍ର୍ୟତା ଯୋଗୁଁ ବିଷ ପାନକରି ମୃତ୍ୟୁ
ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ବିଷପାନ କରି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ବ୍ୟକ୍ତି ଜଣଙ୍କ ହେଲେ ବୁଗୁଡ଼ା ଥାନା ଅନ୍ତର୍ଗତ ବିଷ୍ଣୁଚକ୍ର ଗ୍ରାମର ରଙ୍କନିଧି ଘଡେଇ । ବହୁ ଦିନ ଧରି ତାଙ୍କର ସ୍ବାସ୍ଥ୍ୟ ଖରାପ ଥିଲା। ଦାରିଦ୍ର୍ୟତା ଯୋଗୁଁ ଉପଯୁକ୍ତ…
ବି.କରଡ଼ାବାଡ଼ିରେ ପଞ୍ଚୁଦଣ୍ଡ ମହାମିଳନ
ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବି.କରଡ଼ାବାଡ଼ି ଗ୍ରାମରେ ଦିର୍ଘ ୩୦ ବର୍ଷର ବ୍ୟବଧାନରେ ଆଜି ପଞ୍ଚୁଦଣ୍ଡ ମହାମିଳନ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାବସର , ପାଣିକେଶର , କୁମ୍ପାପଡା , ଛାମୁଣ୍ଡା , ମରାଇପଲ୍ଲୀ ଆଦି ୫ଟି…
ଆରମ୍ଭ ହୋଇଯାଇଛି ପ୍ରସିଦ୍ଧ ଦଣ୍ଡଯାତ୍ରା, ଜମୁଛି ମୟୁର ପୁଚ୍ଛ ବେପାର
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଚଳିତ ବର୍ଷ ବୁଗୁଡ଼ା ଅଞ୍ଚଳରେ ଦଣ୍ଡଯାତ୍ରା ପର୍ବ ଆରମ୍ଭ ହୋଇଯାଇଛି । ମେରୁ ସଂକ୍ରାନ୍ତି ଯାଏଁ ଚାଲିବାକୁ ଥିବା ଏହି ଦଣ୍ଡଯାତ୍ରା ପର୍ବ ଯୋଗୁଁ ଗ୍ରାମାଞ୍ଚଳ ଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଏକ ଆଧ୍ୟାତ୍ମିକ…
ପ୍ରବେଶ ରଥର ଶୁଭାରମ୍ଭ ବା ସ୍କୁଲରେ ଖଡି ଛୁଆଁ ଆରମ୍ଭ
ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ): ରାଜ୍ଯ ସରକାରଙ୍କ ନିର୍ଦେଶ କ୍ରମେ ରାଜ୍ଯର ସମସ୍ତ ଜିଲ୍ଲାର ସମସ୍ତ ବ୍ଳକରେ ପ୍ରବେଶ ରଥ ପରିକ୍ରମା କରିବ ଏବଂ କୁନିକୁନି ପିଲାମାନଙ୍କୁ ଜିରୋ କାଜୁଆଲଟି ମଧ୍ୟରେ ପାଠପଢା ହେବ ସେ ନେଇ ଆଜି ପ୍ରବେଶ ରଥ ର…
୧୯୭୪ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବନ୍ଧୁ ମିଳନ
ଗଞ୍ଜାମ/ବୁଗୁଡା(ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ବାଲିପଦର ଉଚ୍ଚ ବିଦ୍ୟାଳୟର ୧୯୭୪ ମସିହାରେ ଏକାଦଶ ଶ୍ରେଣୀ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀମାନଙ୍କ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଭଞ୍ଜ ରାଜବଂଶର ଆରଧ୍ୟ ଦେବୀ ମା’ ଶାଙ୍କୁଳେଇ ପୀଠରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ…
ଠାକୁର ଅନୁକୂଚନ୍ଦ୍ରଙ୍କ ୧୩୭ ତମ ଜନ୍ମ ମହୋତ୍ସବ ଅନୁଷ୍ଠିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଶ୍ରୀ ଶ୍ରୀ ଠାକୁର ଅନୁକୂଚନ୍ଦ୍ରଙ୍କ ୧୩୭ ତମ ଜନ୍ମମହୋତ୍ସବ ତଥା ବ୍ଲକ ସ୍ତରୀୟ ସତସଙ୍ଗ ସମାବେଶ ବୁଗୁଡ଼ା ଟୁଣୁଟୁଣିଆ ସାହି ସ୍ଥିତ ସତସଙ୍ଗ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇ ଯାଇଛି I କାର୍ଯ୍ୟକ୍ରମରେ ମତ୍ସ୍ୟ, ପଶୁସମ୍ପଦ…
ଅନ୍ତର୍ଦୋୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ ।
ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ରାଜ୍ଯ ଓ କେନ୍ଦ୍ର ସରକାରଙ୍କ ନିର୍ଦେଶ କ୍ରମେ ଆଜି ବୁଗୁଡା ବ୍ଳକରେ ନିରୀହ ଭିନ୍ନକ୍ଷମ,ବିକଳାଙ୍ଗ,ବିଧବା ଆଦି ପରିବାରକୁ ସରକାରଙ୍କ ଅନ୍ତର୍ଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ୧୨୬ ଜଣ ହିତାଧିକାରୀଙ୍କୁ ବଣ୍ଟନ କରାଯାଇଛି । ବିଡ଼ିଓ ଦ୍ଵିତୀକୃଷ୍ଣ ପାତ୍ରଙ୍କ ତତ୍ତ୍ଵାବଧାନରେ…