ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟର ୬୨ତମ ବାର୍ଷିକ କ୍ରୀଡା ଉତ୍ସବ ପିପୁଲ୍ସ ହାଇସ୍କୁଲ ମିନି ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଭାରପ୍ରାପ୍ତା ପ୍ରଧାନ ଶିକ୍ଷୟିତ୍ରୀ କୃଷ୍ଣପ୍ରିୟା ମହାରଣାଙ୍କ ପୌରହିତ୍ଯରେ ଅନୁଷ୍ଠିତ…
Category: ଗଞ୍ଜାମ
ପିପୁଲ୍ସ କଲେଜର ୪୭ତମ ବାର୍ଷିକ କ୍ରୀଡା ଉଦଘାଟିତ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ କଲେଜର ୪୭ତମ ବାର୍ଷିକ କ୍ରୀଡାର ଶୁଭାରମ୍ଭ ହୋଇଯାଇଛି । ନିକଟସ୍ଥ ଠାକୁରାଣୀ ମନ୍ଦିରରୁ କ୍ରୀଡା ଜ୍ୟୋତି ଆସି ପହଞ୍ଚିବା ପରେ କଲେଜ ଅଧ୍ୟକ୍ଷ ହରିକୃଷ୍ଣ ନାୟକଙ୍କ ଦ୍ବାରା କ୍ରୀଡା ପତାକା ଉତ୍ତୋଳନ ସହ…
ଅଭିଭାବକଙ୍କ ଏକ ଦିବସୀୟ ତାଲିମ ଶିବିର
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ସରକାରୀ ବାଳକ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବୁଗୁଡ଼ା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଅଭିଭାବକଙ୍କ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ତାଲିମ ଶିବିରରେ ମୁଖ୍ଯ ଅତିଥି ଭାବେ ବିଇଓ…
ବୁଗୁଡ଼ାରେ ନୂତନ ବିଡିଓଙ୍କ ଯୋଗଦାନ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକରେ ନୂତନ ବିଡିଓ ଭାବେ ଦୂତିକୃଷ୍ଣ ପାତ୍ର ଯୋଗ ଦେଇଛନ୍ତି l ସେ ପୂର୍ବରୁ କୋରାପୁଟ ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ l ସେ ବୁଗୁଡ଼ା ବିଡ଼ିଓ ଭାବେ ଯୋଗ ଦେବା…
ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) : ସ୍ଥାନୀୟ ବଳଦେବ ସ୍ୱାମୀ ଘରୋଇ ବସ ମାଲିକ ସଙ୍ଘ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ନିୟୁ ଏରା ପବ୍ଲିକ ସ୍କୁଲ ସ୍କାଉଟ ଗ୍ରୁପ, ଶ୍ରୀକର ଭଞ୍ଜ…
ଶ୍ରୀ ବଳଦେବଜୀଉ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକୋତ୍ସବ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଶ୍ରୀ ବଳଦେବଜୀଉ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨୫ତମ ବାର୍ଷିକୋତ୍ସବ ସ୍ବପରିସରରେ ଅନୁଷ୍ଠିତ ହୋଇଯାଇଛି। ଅଧ୍ଯକ୍ଷ ମନୋଜ କୁମାର ସ୍ବାଇଁଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ଯ ଅତିଥି ଭାବେ ମତ୍ସ୍ୟ ଓ ପଶୁସମ୍ପଦ…
ପରିବହନ ମନ୍ତ୍ରୀଙ୍କୁ ବିଜେପି ନଗର କାର୍ଯ୍ୟକର୍ତ୍ତା ଓ ବସ୍ ମାଲିକ ସଂଘ ପକ୍ଷରୁ ସମ୍ୱର୍ଦ୍ଧନା
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବାଣିଜ୍ୟ,ପରିବହନ ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଖଣ୍ଡାପଡ଼ା ଯିବା ବାଟରେ ବୁଗୁଡ଼ା ଠାରେ ଆଜି ଅପରାହ୍ନ ସାଢେ଼ ଚାରିଟା ସମୟରେ ବିଜେପି ବୁଗୁଡ଼ା ନଗର କାର୍ଯ୍ୟକର୍ତ୍ତା ଓ ବୁଗୁଡ଼ା ବଳଦେବ ସ୍ବାମୀ ବସ୍…
ମାଣିତରା ବିଜ୍ଞାନ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ସ୍ୱାମୀ ବିବେକାନନ୍ଦ ଙ୍କ ଜନ୍ମ ଜୟନ୍ତୀ ଅବସରରେ ସ୍ଥାନୀୟ ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଯୁବ ରେଡ କ୍ରସ ଓ ରେଡ ରିବନ କ୍ଲବ ର ସ୍ବେଛାସେବୀ ମାନଙ୍କୁ ନେଇ ଜାତୀୟ ଯୁବ ଦିବସ…
ସର୍ବଭାରତୀୟ ସ୍ତରରେ ପଦକ ଜିତିଲେ ଦାମୋଦର ପାଣିଗ୍ରାହୀ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକ ଅନ୍ତର୍ଗତ ବାଲିପଦର ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟ ର ରାଜନୀତି ବିଜ୍ଞାନ +୩ ଦ୍ବିତୀୟ ବର୍ଷ ଛାତ୍ର ଦାମୋଦର ପାଣିଗ୍ରାହୀ, ଉତ୍ତର ପୂର୍ବ ଜୋନର ବିଶ୍ବବିଦ୍ୟାଳୟ ସ୍ତରରେ ଅନୁଷ୍ଠିତ ସର୍ବଭାରତୀୟ ଭାର ଉତ୍ତୋଳନ ପ୍ରତିଯୋଗିତାରେ…
ଶିଶୁ ମନ୍ଦିରରେ ଶିଶୁ ଶିବିର ଓ ବିବେକାନନ୍ଦ ଜୟନ୍ତୀ ପାଳିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ବିବେକାନନ୍ଦ ଜୟନ୍ତୀ ପାଳନ ସାଙ୍ଗକୁ ଶିଶୁ ଶିବିର ଅନୁଷ୍ଠିତ ହୋଇଯାଇଛି। ପରିଚାଳନା ସମିତି ସଭାପତି ବ୍ରଜ କିଶୋର ପାଢ଼ୀଙ୍କ ପୌରହିତ୍ଯରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୁରୁଜୀ ଓ…