ପୋଷ୍ଯ ସନ୍ତାନ ଗ୍ରହଣ ସମ୍ପର୍କିତ ସଚେତନତା ଶୋଭାଯାତ୍ରା

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯାଳୟ ପକ୍ଷରୁ ବୁଗୁଡା ସହରରେ ପୋଷ୍ଯ ସନ୍ତାନ ଗ୍ରହଣ ସମ୍ପର୍କିତ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ସୁପରଭାଇଜର ଜି.ରଶ୍ମି , ଲିଲି ଶବର , ଜାନକୀ…

ବାଲିପଦରରେ ମହାଲକ୍ଷ୍ମୀ ପୂଜା ଆରମ୍ଭ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିପଦର ଗାଁରେ ମହାଲକ୍ଷ୍ମୀ ପୂଜା ଉତ୍ସବର ଶୁଭାରମ୍ଭ ହୋଇଯାଇଛି l ଶ୍ରୀରାମ ପରିବା ସଙ୍ଘ ଓ ବଣିକ ସଙ୍ଘର ମିଳିତ ଉଦ୍ୟମରେ ବସଷ୍ଟାଣ୍ଡ ଛକରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ମହାଲକ୍ଷ୍ମୀଙ୍କ ମୃଣ୍ମୟ…

ଏନଏସଏସ ୟୁନିଟ – ୧ ପକ୍ଷରୁ ସ୍ୱତନ୍ତ୍ର ବୃକ୍ଷରୋପଣ ଶିବିର

ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ବୁଗୁଡ଼ା ପିପୁଲ୍ସ କଲେଜ୍ ଜାତୀୟ ସେବା ଯୋଜନା ୟୁନିଟ୍ -୧ ପକ୍ଷରୁ ଡିସେମ୍ବର ୪ ତାରିଖ ଦିନ କଲେଜ୍ ପ୍ରିନ୍ସପାଲ ପ୍ରଫେସର୍ ହରିକୃଷ ନାୟକ ପ୍ରଥମେ ବୃକ୍ଷରୋପଣ କରି ଶିବିରକୁ ଉଦ୍ଘାଟନ କରିଥିଲେ।ପଦାର୍ଥ ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପକ…

ବୁଦ୍ଧଗିରି ବିଦ୍ୟାପୀଠରେ ପୋଷାକ ବଣ୍ଟନ ମେଳା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ବୀରଧନଞ୍ଜୟପୁରସ୍ଥିତ ବୁଦ୍ଧଗିରି ବିଦ୍ୟାପୀଠରେ ପୋଷାକ ବଣ୍ଟନ ମେଳା ଅନୁଷ୍ଠିତ ହୋଇ ଯାଇଛି । ପ୍ରଧାନ ଶିକ୍ଷକ ବିଭୂତି ଭୂଷଣ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଇଓ ଚିନ୍ମୟ ମହାପାତ୍ର,…

ପିପୁଲ୍ସ କଲେଜର ମୁଖ୍ୟ କିରାଣୀଙ୍କୁ ଅବସର କାଳୀନ ସମ୍ୱର୍ଦ୍ଧନା

ଗଞ୍ଜାମ/ବୁଗୁଡା(ସୋରେନ କୁମାର ପ୍ରଧାନ): ବୁଗୁଡା ପିପୁଲସ କଲେଜର ମୁଖ୍ୟ କିରାଣୀ କିଶୋର ଚନ୍ଦ୍ର ନାୟକଙ୍କୁ ଡିସେମ୍ବର ୦୩ ତାରିଖ ଦିନ କଲେଜର କର୍ମଚାରୀ ସଂଘ ପକ୍ଷରୁ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ଅବସର କାଳୀନ ସମ୍ବର୍ଦ୍ଧନା ସଭା କଲେଜ…

ବୁଗୁଡ଼ା ବସଷ୍ଟାଣ୍ଡରୁ ହରିଣ ଛୁଆ ଉଦ୍ଧାର

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ନୂଆଁ ବସଷ୍ଟାଣ୍ଡ ଭିତରୁ ଗୋଟିଏ ହରିଣ ଛୁଆକୁ ବନ ବିଭାଗ ପକ୍ଷରୁ ଉଦ୍ଧାର କରିବା ପରେ ପ୍ରାଥମିକ ଚିକିତ୍ସା କରି ପୁଣି ଛାଡି ଦେଇଥିବା ଜଣା ପଡିଛି l ଆଜି ସକାଳ ପ୍ରାୟ ୧୧ଟା…

ଉଦଘାଟନ ପରେ ବି କାମରେ ଲାଗୁନି ମାଛ ଓ ମାଂସ ବଜାର , ରାସ୍ତା କଡରେ ବେପାରୀ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଦୀର୍ଘ ବର୍ଷ ହେଲା ଏନ୍ଏସି ପକ୍ଷରୁ ମାଛ ଓ ମାଂସ ବଜାର ନିର୍ମାଣ କରାଯାଇଥିଲେ ବି ଅଦ୍ୟାବଧି କାମରେ ଲାଗିନଥିବା ବେଳେ ବେପାରୀମାନେ ରାସ୍ତା କଡରେ ମାଛ ବିକ୍ରି କରୁଥିବାରୁ ଅନେକ ସମୟରେ ଟ୍ରାଫିକ ସମସ୍ଯା…

ଅମଳ ବେଳକୁ ଅଦିନିଆ ବର୍ଷା , ବର୍ଷାରେ ଭିଜିଲା ଧାନ, ଚିନ୍ତାରେ ଚାଷୀ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ) : ଲଘୁଚାପ ପ୍ରଭାବରୁ ଆଜି ଦିନ ତମାମ ବୁଗୁଡା ଅଞ୍ଚଳରେ ଆକାଶ ମେଘାଛନ୍ନ ସାଙ୍ଗକୁ ଝିପିଝିପି ବର୍ଷାର ପ୍ରତିକୂଳ ପାଗ ଚାଷୀଙ୍କୁ ଚିନ୍ତାରେ ପକାଇଛି । ଗତ ଶୁକ୍ରବାର ଦିନଠାରୁ ପାଗ ପରିବର୍ତ୍ତନ ହୋଇ ଦିନସାରା…

ବ୍ଲକସ୍ତରୀୟ ଶକ୍ତି ସଂରକ୍ଷଣ ସମ୍ବନ୍ଧୀୟ ଲିଖିତ କୁଇଜ୍ ପ୍ରତିଯୋଗିତା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ ହାଇସ୍କୁଲ ପରିସରରେ ବ୍ଲକ ସ୍ତରୀୟ ଶକ୍ତି ସଂରକ୍ଷଣ ସମ୍ବନ୍ଧୀୟ ଲିଖିତ କୁଇଜ୍ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ କାଳି ଚରଣ ବେହେରାଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ବୁଗୁଡା…

ବୁଗୁଡ଼ାରେ ବ୍ଲକ୍ ସ୍ତରୀୟ ଓଷ୍ଟାର ଶିଶୁ ଉତ୍ସବ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡା ବିରଞ୍ଚିନାରାୟଣ ପବ୍ଲିକ ସ୍କୁଲରେ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ, (ଓଷ୍ଟା) ତରଫରୁ ବ୍ଲକ ସ୍ତରୀୟ ଶିଶୁ ଉତ୍ସବ ସଭାପତି ପ୍ରଶାନ୍ତ କୁମାର ଗୌଡ଼ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥରେ ମୁଖ୍ୟ ଅତିଥିଭାବେ…

error: Content is protected !!