ମାଣିତରା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି”

ଗଞ୍ଜାମ/ବୁଗୁଡା(ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକର ମାଣିତରା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ କାର୍ଯ୍ୟକ୍ରମ ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମାଣିତରା କ୍ଲଷ୍ଟର ସିଆରସିସି ଶଶିକାନ୍ତ ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସୁରଭି-୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ପବିତ୍ର କାର୍ତ୍ତିକ ମାସର ପ୍ରଥମ ସୋମବାରରେ ବୃଦ୍ଧଖୋଲ ଶୈବ ପୀଠରେ ଭକ୍ତଙ୍କ ଭିଡ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଆଜି ପବିତ୍ର କାର୍ତ୍ତିକ ମାସର ପ୍ରଥମ ସୋମବାର ହୋଇଥିବା ବେଳେ ବୁଗୁଡ଼ା ଅଞ୍ଚଳର ସମସ୍ତ ଶୈବପୀଠ ଓ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ଼।ସେହିଭଳି ଗଞ୍ଜାମଜିଲ୍ଲା ବୁଗୁଡ଼ା ରେ ଥିବା ଐତିହ୍ୟ ଶୈବପୀଠ ବୃଦ୍ଧଖୋଲ,ବୁଗୁଡ଼ା ଶ୍ରୀ ବଳଦେବ…

ବୁଗୁଡା ବ୍ଲକ ସ୍ତରୀୟ ବରିଷ୍ଠ ନାଗରିକ ଦିବସ ୨୦୨୫

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଓ ଗଞ୍ଜାମ ଜିଲ୍ଲା ପ୍ରଶାସନଙ୍କ ନିର୍ଦ୍ଦେଶ ପ୍ରକାରେ ବୁଗୁଡା ବ୍ଲକ ପ୍ରଶାସନ ପକ୍ଷରୁ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବୁଗୁଡା ବ୍ଲକ ସ୍ତରୀୟ…

ସାମାଜିକ ଗଣ ମାଧ୍ୟମ ସଂସ୍କାର ବୈଠକ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ନିକଟରେ ଥିବା ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ବୁଦ୍ଧଖୋଲ ଠାରେ “ସାମାଜିକ ଗଣମାଧ୍ୟମ ସଂସ୍କାର ବୈଠକ” ଅନୁଷ୍ଠିତ ହୋଇ ଯାଇଛି । ବୁଗୁଡ଼ାର ଅନ୍ତର୍ଜାତୀୟ ଚିତ୍ରଶିଳ୍ପୀ ତଥା ସଂସ୍କାର ଭାରତୀ ଉତ୍କଳ ପୁର୍ବ ପ୍ରାନ୍ତର…

ବାଲିପଦର କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି”

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ବାଲିପଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାଲିପଦର କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” ଅକ୍ଟୋବର ୧୦ ତାରିଖ ଦିନ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିଶ୍ୱଜିତ୍‌ ପରିଡ଼ାଙ୍କ…

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଗୋପବନ୍ଧୁ ଜୟନ୍ତୀ ପାଳିତ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ଗୋପବନ୍ଧୁ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନାଚାର୍ଯ୍ଯ ଆଟଲ୍ ଲିଙ୍ଗରାଜଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ପରିଚାଳନା ସମିତି କୋଷାଧକ୍ଷ ତ୍ରିଲୋଚନ ସାହୁ…

ପିପୁଲ୍ସ ହାଇସ୍କୁଲରେ ବ୍ଲକ ସ୍ତରୀୟ ସାଇନ୍ସ ସେମିନାର

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ ହାଇସ୍କୁଲରେ ବୁଗୁଡା ବ୍ଲକ୍ ସ୍ତରୀୟ ସାଇନ୍ସ ସେମିନାର ଅନୁଷ୍ଠିତ ହୋଇଯାଇଛି। ପିପୁଲ୍ସ ହାଇସ୍କୁଲ ପ୍ରଧାନ ଶିକ୍ଷକ କାଳୀ ଚରଣ ବେହେରାଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଇଓ ଚିନ୍ମୟ…

“ଘୁମୁସର ର ସ୍ବର” ପକ୍ଷରୁ ୧୫୪ତମ ପୁର୍ଣ୍ଣିମା ସାହିତ୍ୟ ଆଲୋଚନା ଚକ୍ର

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ପବିତ୍ର କୁମାର ପୂର୍ଣ୍ଣିମା ଉତ୍ସବ ଅବସରରେ ଗଞ୍ଜାମ ଜିଲ୍ଲାର ଅଗ୍ରଣୀ ସାହିତ୍ୟ ଗବେଷଣା ପ୍ରତିଷ୍ଠାନ ଘୁମୁସର ର ସ୍ବର ବାଲିପଦର ପକ୍ଷରୁ ୧୫୪ ତମ ପୁର୍ଣ୍ଣିମା ସାହିତ୍ୟ ଆଲୋଚନା ଚକ୍ର ବାଲିପଦର ସ୍ଥିତ ଅନନ୍ତ ନଗ୍ର…

ଜାତୀୟ କିକ ବକ୍ସିଂ ପ୍ରତିଯୋଗିତାରେ ବୁଗୁଡ଼ାର ୩ ଜଣଙ୍କୁ ବ୍ରୋଞ୍ଜ ପଦକ

ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ଜାତୀୟ କିକ ବକ୍ସିଂ ପ୍ରତିଯୋଗିତାରେ ବୁଗୁଡ଼ାର ୩ ଜଣ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି l ହିମାଞ୍ଚଳ ଆମେଚର କିକ ବକ୍ସିଂ ଆସୋସିଏସନ ଆନୁକୂଲ୍ୟରେ ହିମାଞ୍ଚଳ ପ୍ରଦେଶର ସୋଲାନ ଠାରେ ଆୟୋଜିତ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ଲୋ…

କାନସୁକା ଗ୍ରାମରେ ନେଟୱର୍କ ସମସ୍ୟା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ କାନସୁକା ଗ୍ରାମରେ ଦୀର୍ଘ ଦିନ ଧରି ମୋବାଇଲ୍ ନେଟୱର୍କର ଘୋର ସମସ୍ୟା ଦେଖାଦେଇଛି। ବିଶେଷ କରି ଅଗ୍ରଣୀ ମୋବାଇଲ୍ ସେବା ପ୍ରଦାନକାରୀ କମ୍ପାନୀ ଜିଓ ଏବଂ ଏଆରର୍ଟଲ ର ନେଟୱର୍କ…

error: Content is protected !!