ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ବନ ବିଭାଗ କାର୍ଯ୍ୟାଳୟରେ ନୂତନ ବନାଞ୍ଚଳ ଅଧିକାରୀ ଭାବେ ମାନସ ରଞ୍ଜନ ସାହୁ ଯୋଗ ଦେଇଛନ୍ତି | ପୂର୍ବରୁ ସେ ବ୍ରହ୍ମପୁର ଡି ଏଫ ଓ କାର୍ଯ୍ୟାଳୟର ଭିଜିଲାନ୍ସ ବିଭାଗରେ କାର୍ଯ୍ୟରତ ଥିଲେ I…
Category: ଗଞ୍ଜାମ
ବୁଗୁଡାରେ ବିଭିନ୍ନ ଅନୁଷ୍ଠାନରେ ବିଶ୍ଵକର୍ମାଙ୍କ ପୂଜା
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ଅଞ୍ଚଳର ବିଭିନ୍ନ କାର୍ଯ୍ୟାଳୟ ଏବଂ ପ୍ରତିଷ୍ଠାନରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜା ମହା ଉଲ୍ଲାସରେ ଅନୁଷ୍ଠିତ ହୋଇଯାଇଛି।ସ୍ଥାନୀୟ ବାଘୁଆ ଜଳସେଚନ ପ୍ରକଳ୍ପ କାର୍ଯ୍ୟାଳୟରେ ଭଗବାନ ବିଶ୍ଵକର୍ମାଙ୍କ ପୂଜା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି।ସେହିପରି ନିକଟସ୍ଥ ଷୋଳମଇଲି ଠାରେ ବିଦ୍ୟୁତ୍…
ଘୁମୁସର ଜିଲ୍ଲା ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବୁଗୁଡା ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ
ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ): ଘୁମୁସର ଜିଲ୍ଲା ପ୍ରତିଷ୍ଠା ଦାବି କରି ସେପ୍ଟେମ୍ବର ୧୫ ତାରିଖରେ ବୁଗୁଡା ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପରିସରରେ ବୁଗୁଡା ବ୍ଲକ ଓ ଏନଏସିର ବୁଦ୍ଧିଜୀବୀ, ଆଇନଜୀବୀ, ବ୍ୟବସାୟୀ ଓ ସାମ୍ବାଦିକ ବୃନ୍ଦ ଏକ ବୈଠକରେ ଏକାଠି…
ମିଳୁନି ସାର ଚିନ୍ତାରେ ଚାଷୀ
ଗଞ୍ଜାମ/ବୁଗୁଡ଼ା : (ସୋରେନ କୁମାର ପ୍ରଧାନ):ଚାଷ କାର୍ଯ୍ୟ ଆରମ୍ଭରୁ ଚାଷୀ ମୁଣ୍ଡରେ ସାର ଚଡ଼କ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅସନ୍ତୋଷ ଚରମ ସୀମାରେ ପହଞ୍ଚିଲାଣି।ସାର ସଙ୍କଟ ପାଇଁ ଚାଷୀ ହନ୍ତସତ ହେଉଛନ୍ତି ।ଯେଉଁ ୟୁରିଆ ସାରର ଦାମ୍ ୩୦୦ ଟଙ୍କାରେ ମିଳିବା…
ବ୍ଲକ ସ୍ତରୀୟ ବିଦ୍ଯାଳୟ ସମୂହ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ।
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯାଳୟ ପକ୍ଷରୁ ପିପୁଲ୍ସ ହାଇସ୍କୁଲ ମିନି ଷ୍ଟାଡିୟମରେ ବ୍ଲକ ସ୍ତରୀୟ ବିଦ୍ଯାଳୟ ସମୂହ କ୍ରୀଡା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବରେ ମୁଖ୍ଯ ଅତିଥି ଭାବେ…
ବୁଗୁଡ଼ା ବିଜେପି କାର୍ଯ୍ୟାଳୟ ଠାରେ ସେବା ପକ୍ଷ ମଣ୍ଡଳ ସ୍ତରୀୟ କର୍ମଶାଳା ଅନୁଷ୍ଠିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଜନ୍ମ ଦିବସ ଅବସରରେ ବିଜେପି ପକ୍ଷରୁ ଆସନ୍ତା ୧୭ ତାରିଖ ଠାରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ସବୁଠି ସେବା ପକ୍ଷ ପାଳନ କରାଯିବା କୁ ଲକ୍ଷ ରଖିଛି ବିଜେପି ଦଳ…
ଶିକ୍ଷା ଯୋଜନା ସଂପର୍କିତ କ୍ଳଷ୍ଟର ସ୍ତରୀୟ ବୈଠକ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମହୁଲପଲ୍ଲୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାଲିପଦର କ୍ଳଷ୍ଟର ସ୍ତରୀୟ ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ବାଲିପଦର ସି ଆର୍ ସି ସି ବିଶ୍ବଜୀତ ପରିଡାଙ୍କ ତତ୍ତ୍ବାବଧାନରେ ଆୟୋଜିତ ଉକ୍ତ…
ଆସୁଛି ପାର୍ବଣ ଋତୁ;ସବୁଠି କାଶତଣ୍ଡୀର ସମ୍ଭାର
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଆଉ କିଛିଦିନ ପରେ ଦଶହରା। ମା’ ଜଗତଜନନୀ ମହିଷାମର୍ଦ୍ଦିନୀ ଧରାପୃଷ୍ଠକୁ ବିଜେକରି ଅଧର୍ମ ବିନାଶ କରି ଧର୍ମର ସ୍ଥାପନ କରିବେ।ଗଣେଶ ପୂଜା ଓ ନୂଆଁଖାଇ ପରେ ଆରମ୍ଭ ହେବ ପାର୍ବଣର ଋତୁ ଦଶହରା ।ସହରଠୁ ଆରମ୍ଭ କରି…
“ଘୁମୁସର ର ସ୍ବର” ପକ୍ଷରୁ ୧୫୩ତମ ସାହିତ୍ୟ ଆଲୋଚନା ଚକ୍ର
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ପବିତ୍ର ଭାଦ୍ରବମାସ ଈନ୍ଦୁପୁର୍ଣ୍ଣିମା ଓ ଭାଗବତ ଜନ୍ମ ତିଥି ଅବସରରେ ଓଡ଼ିଆ, ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ଗବେଷଣା ପ୍ରତିଷ୍ଠାନ “ଘୁମୁସର ର ସ୍ବର” ବାଲିପଦର ପକ୍ଷରୁ ସ୍ଥାନିୟ ଆଜାଦ୍ କନଫେରେନ୍ସ ହଲ୍ ଠାରେ ଘୁମୁସର…
ବିଜେଡି ଛାଡି ବିଜେପିରେ ଯୋଗଦେଲେ ଡାକରାବାଡ଼ିର ବହୁ ପରିବାର
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ପୋଲସରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମୋଟାବାଡି ପଞ୍ଚାୟତର ଡାକରାବାଡି଼ ଗ୍ରାମରେ ୦୭/୦୯/୨୫ ତାରିଖ ରବିବାର ଦିନ ବିଜେପି ପକ୍ଷରୁ ଏକ ମିଶ୍ରଣ ପର୍ବ ଆୟୋଜିତ ହୋଇଥିଲା। ଏହି ମିଶ୍ରଣ ପର୍ବରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ କ୍ଷୁଦ୍ର…
