ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ସମ୍ମିଳନୀ କକ୍ଷରେ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଡ.ପୁରୁଷୋତ୍ତମ ମିଶ୍ରଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ…
Category: ଗଞ୍ଜାମ
“ଆସ ସ୍କୁଲ ଯିବା” ଅଭିଯାନ ପଦଯାତ୍ରା କାର୍ଯ୍ୟକ୍ରମ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶ କ୍ରମେ ଅଧାରୁ ପାଠ ଛାଡିଥିବା , ଆଦୌ ନାମ ଲେଖାଇନଥିବା ଏବଂ ବିଦ୍ଯାଳୟ ବାହାରେ ଥିବା ପିଲାମାନଙ୍କୁ ଶିକ୍ଷାର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ରାଜ୍ୟବ୍ୟାପୀ…
ବୁଗୁଡ଼ା ସହରରେ ତ୍ରିରଙ୍ଗା ଶୋଭାଯାତ୍ରା
ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ବୁଗୁଡ଼ା ସହରରେ ବିଜେପି ପକ୍ଷରୁ ସ୍ବାଧିନତା ଦିବସ ଅବସରରେ ଆଜି ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ନଗର ସଭାପତି କେଦାରନାଥ ମହାରଣା ତତ୍ତ୍ଵାବଧାନରେ ବୁଗୁଡ଼ା ମାଁ ସନ୍ତୋଷୀ ମନ୍ଦିର ଠାରୁ ଏକ…
ପାଖେଇ ଆସିଲାଣି ଗଣେଶ ପୂଜା,ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଣେଶ ପୂଜା ପାଖେଇ ଆସିଲାଣି । ଉତ୍ସବ ମୁଖର ହୋଇ ଉଠିବ ବୁଗୁଡ଼ା ଅଞ୍ଚଳ । ସେଥି ପାଇଁ ବୁଗୁଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ। ଆଉ କିଛି ଦିନ ବ୍ୟବଧାନ ପରେ ଗଣେଶ…
ଶିଶୁ ମନ୍ଦିର ପକ୍ଷରୁ ରକ୍ଷା ବନ୍ଧନ ଉତ୍ସବ ଆଡମ୍ବର ସହ ପାଳିତ
ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ପବିତ୍ର ଶ୍ରାବଣ ପୂର୍ଣ୍ଣିମା ତିଥିରେ”ରକ୍ଷା ବନ୍ଧନ ଉତ୍ସବ”ଉତ୍ସାହର ସହ ପାଳିତ ହୋଇଯାଇଛି।ପ୍ରଧାନାଚାର୍ଯ୍ୟ ଅଟଳ ଲିଙ୍ଗରାଜଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ…
ବୁଗୁଡ଼ାରେ ଶ୍ରୀବଳଦେବ ସ୍ବାମୀଙ୍କ ଜନ୍ମୋତ୍ସବ ପାଳିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ବଳଦେବ ମନ୍ଦିରରେ ଶ୍ରାବଣ ପୂର୍ଣ୍ଣିମା ଅବସରରେ ବଡ ଠାକୁର ଶ୍ରୀବଳଦେବଙ୍କ ଜନ୍ମୋତ୍ସବ ସ୍ବତନ୍ତ୍ର ବିଧିରେ ଅନୁଷ୍ଠିତ ହୋଇଯାଇଛି । ପ୍ରାତଃ କାଳରେ ଠାକୁରଙ୍କ ଅବକାଶ,ମଙ୍ଗଳ ଆଳତୀ, ବାଳଭୋଗ ଆଦି କାର୍ଯ୍ୟ କରାଯାଇଥିବା ବେଳେ ପୂର୍ବାହ୍ନରେ…
“ଘୁମୁସର ର ସ୍ବର” ପକ୍ଷରୁ ୧୫୨ତମ ପୁର୍ଣ୍ଣିମା ସାହିତ୍ୟ ଆସର ଅନୁଷ୍ଠିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ପବିତ୍ର ଗହ୍ମା ପୁର୍ଣ୍ଣିମା ଅବସରରେ ଓଡ଼ିଆ ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ଗବେଷଣା ପ୍ରତିଷ୍ଠାନ “ଘୁମୁସର ର ସ୍ବର” ପକ୍ଷରୁ ୧୫୨ତମ ପୁର୍ଣ୍ଣିମା ସାହିତ୍ୟ ଆଲୋଚନା ଚକ୍ର “ଏସ୍କଲେଣ୍ଟ୍ ଇଣ୍ଟିଗ୍ରେଟେଡ଼ ଇନଷ୍ଟିଚ୍ୟୁଟ୍” ବାଲିପଦର ଠାରେ…
ବୁଗୁଡ଼ା କୃଷି ବିଭାଗ ପକ୍ଷରୁ ୭ ମହିଳା ଗୋଷ୍ଠୀକୁ ସହାୟତା ରାଶି ପ୍ରଦାନ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):କୃଷି ଓ କୃଷକ ସଶକ୍ତି କରଣ ବିଭାଗ ଆନୁକୂଲ୍ୟରେ କୃଷି ବୈଷୟିକ ପରିଚାଳନା ସଂସ୍ଥା ତରଫରୁ ବୁଗୁଡ଼ା ବ୍ଲକର ୭ ଗୋଟି ମହିଳା ଗୋଷ୍ଠୀକୁ ସହାୟତା ରାଶି ଓ ୩୧ ଜଣ କୃଷକଙ୍କୁ କାର୍ଯ୍ଯାଦେଶ ପତ୍ର କୃଷି…
ବନାଞ୍ଚଳର ଅଣୁଯୋଜନା ମେମ୍ବରଙ୍କ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ ବୁଗୁଡ଼ା ବନାଞ୍ଚଳ କାର୍ଯ୍ୟାଳୟର କ୍ଷେତ୍ରୀୟ ପରିଚାଳନା ସଭାଗୃହରେ ଓଡିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ-୨ ର ଅଣୁଯୋଜନା ବ୍ୟବହାରିକ ଦଳର ସଭ୍ୟ ଓ ସଭ୍ୟା ବୃନ୍ଦଙ୍କ ପାଇଁ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ…
ଦଣ୍ଡନାଚ ମହାସଂଘ ନିଷ୍ପତିକୁ ବିରୋଧ,ସାମାଜିକ ନାଟକ ପରିବେଷଣ ସପକ୍ଷରେ ଦଣ୍ଡନାଚ ପାର୍ଟି
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲା ର ପ୍ରସିଦ୍ଧ ଲୋକ ନୃତ୍ୟ ଦଣ୍ଡନାଚ କୁ ନେଇ ପୁଣି ତେଜିଲା ବିବାଦ l 2026 ଦଣ୍ଡ ନାଚରେ ସାମାଜିକ ନାଟକ ପରିବେଷଣ ଉପରେ ଦଣ୍ଡନାଚ ମହାସଂଘ ରୋକ ଲଗାଇଥିବା ବେଳେ ଏହାକୁ ବିରୋଧ…
