ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ) : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଚଳିତ ବର୍ଷର ଦଶମ ଶ୍ରେଣୀ ପରୀକ୍ଷା ଆସନ୍ତା ଫେବୃୟାରୀ ୨୧ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବାବେଳେ ତାହାକୁ ଶୃଙ୍ଖଳିତ କରିବା ପାଇଁ…
Category: ଗଞ୍ଜାମ
ବୁଗୁଡ଼ା ଥାନା ଏସ୍ଆଇଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଗୋ ମାତା ସେବା ସଂସ୍ଥା ଦ୍ଵାରା ବୁଗୁଡ଼ା ଥାନା ଏସ୍ଆଇ ସମୀର ସେଠୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି।ଏହି ସଭାରେ ମୁଖ୍ୟ ଅତିଥି ଭାବେ ବୁଗୁଡ଼ା ଏସ୍ଆଇ ସମୀର ସେଠୀ ସମ୍ମାନିତ ଅତିଥି…
+୨ ବିଜ୍ଞାନ ପରୀକ୍ଷା ଆରମ୍ଭ , ୩ଟି କେନ୍ଦ୍ରରେ ୨୭୬ ପରୀକ୍ଷାର୍ଥୀ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) : ଆଜି +୨ ବିଜ୍ଞାନ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ବୁଗୁଡ଼ା ଅଞ୍ଚଳର ୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୨୭୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ଜଣାଯାଇଛି । ବୁଗୁଡ଼ା ପିପୁଲ୍ସ କଲେଜ କେନ୍ଦ୍ରରେ ସୁପରିଟେଣ୍ଡେଣ୍ଟ୍…
ମରାଇପଲ୍ଲୀରେ ହନୁମନ୍ତ ଦେବଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକ ଗୋଲିଆ ପଞ୍ଚାୟତ ଅନ୍ତର୍ଗତ ମରାଇପଲ୍ଲୀ ଗ୍ରାମରେ ପନ୍ଦର ଫୁଟ ଉଚ୍ଚତା ବିଶିଷ୍ଟ ହନୁମନ୍ତ ଦେବଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥି ସହ ଗ୍ରାମସ୍ଥ ବ୍ରାହ୍ମଣୀ ଦେବୀ ମନ୍ଦିର ଦ୍ଵାରଦେଶରେ…
କଳକୀ ସେନାବାହିନୀର ସନାତନୀ ଆଳତି ଓ ଗହଣଦଳ ପକ୍ଷରୁ ବ୍ରହ୍ମ ଏକାକ୍ଷର ମେଳା
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ମହାନ ସନାତନ ଧର୍ମ ର ପଚାର ପ୍ରସାର ସାଙ୍ଗକୁ ଜୀବ ମୁକ୍ତି ଓ ମାନବ ଜୀବନ ଦର୍ଶନର ଭବ୍ୟ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ପ୍ରାଚୀନ ଆଠଗଡ଼ ରାଜ୍ୟର ଜିଲୁଣ୍ଡା ସ୍ଥିତ ମହାଲିଙ୍ଗେଶ୍ବର ମନ୍ଦିର ପରିସରରେ ଗଞ୍ଜା-ବ୍ରହ୍ମପୁର ମଣ୍ତଳର କଳକୀ…
+୨ ପରୀକ୍ଷା ପାଇଁ ଆସିଥିବା ପ୍ରଶ୍ନ ପତ୍ର କୁ ପୋଲିସ ସୁରକ୍ଷା ମଧ୍ୟରେ ରଖାଗଲା
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ କଲେଜ ହବ୍ ସେଣ୍ଟରରେ +୨ ବିଜ୍ଞାନ ଓ କଳା ସହିତ ଧନ୍ଦାମୂଳକ ଶିକ୍ଷାର ପ୍ରଶ୍ନପତ୍ର ଆସି ପହଞ୍ଚିବା ପରେ ସେଗୁଡିକ ପୋଲିସର ୨୪ ଘଣ୍ଟିଆ ପ୍ରହରା ସହ କଡା ସୁରକ୍ଷା ମଧ୍ୟରେ ରହିଥିବା…
ବେଠିଆବୋରଦା ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକୋତ୍ସବ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ବେଠିଆବୋରଦା ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଫେବ୍ରୁଆରୀ ୧୪ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ର ବିଶ୍ବାଳ ଅଧ୍ଯକ୍ଷତା କରିଥିଲେ।…
ମା’ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୯ମ ବାର୍ଷିକୋତ୍ସବ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକ ବାଲିପଦର ଗ୍ରାମସ୍ଥ ମା’ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ ସ୍ବପରିସରରେ ଅନୁଷ୍ଠିତ ହୋଇଯାଇଛି । ଶିଶୁ ମନ୍ଦିର ସଭାନେତ୍ରୀ ପୁଷ୍ପାଞ୍ଜଳି ବାଡତ୍ୟାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ଯ…
ଆୟୁଷ ଡାକ୍ତରଙ୍କ ବିରୁଦ୍ଧରେ ଅଭିଯୋଗ , ତଦନ୍ତ ପାଇଁ ପହଞ୍ଚିଲା ଜିଲ୍ଲା ସ୍ତରୀୟ ଟିମ୍
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ) : ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର-୨ରେ କାର୍ଯ୍ୟରତ ଆୟୁଷ ଡାକ୍ତର ସାର୍ଥକ ସଂକେତ ବିଶ୍ବାଳଙ୍କ ବେଆଇନ କାର୍ଯ୍ୟକଳାପ ସମ୍ପର୍କେ ଦର୍ଶାଇ ତାଙ୍କ ବିରୁଦ୍ଧରେ ବୁଗୁଡାର କେତେକ ବ୍ଯକ୍ତିଙ୍କ ପକ୍ଷରୁ ଗତ ମାସରେ ଗଞ୍ଜାମ ଜିଲ୍ଲା ମୁଖ୍ୟ…
ଗୋଲାମୁଣ୍ଡୁଳା ସ୍କୁଲରେ କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଗୋଲାମୁଣ୍ଡୁଳା ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଏନ୍ଏସି ଅନ୍ତର୍ଗତ ବିଭିନ୍ନ ପ୍ରାଥମିକ ବିଦ୍ୟାଳୟର ୧ମ, ୨ୟ ଓ ୩ୟ ଶ୍ରେଣୀରେ ଅଧ୍ୟୟନରତ ଅନେକ…
