ମଟରସାଇକେଲ ଦୁର୍ଘଟଣାରେ ୨ ଗୁରୁତର

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା-କରସିଙ୍ଗି ରାସ୍ତାରେ ବିରଞ୍ଚିପୁର ଗ୍ରାମ ନିକଟରେ ଏକ ବାଇକ୍ ଦୁର୍ଘଟଣାରେ ୩ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିବା ଜଣାଯାଇଛି। ଗୁରୁତର ଦ୍ବୟ ହେଲେ…

ଯାତ୍ରୀବାହୀ ବସ୍ ଧକ୍କାରେ ଏଏନଏମ ଦିଦିଙ୍କ ମୃତ୍ୟୁ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଉପକଣ୍ଠସ୍ଥ ବଡଶଙ୍ଖ ନିକଟରେ ଏକ ଯାତ୍ରୀବାହୀ ବସ ଧକ୍କା ହୋଇ ଜନୈକା ସ୍କୁଟି ଆରୋହୀ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତା ମହିଳା ଜଣକ ହେଲେ କାନସୁକା ଏଏନଏମ ଦିଦି ରଚନା କୁମାରୀ ପ୍ରଧାନ…

ପଞ୍ଚମ ଦିନରେ ବୁଗୁଡ଼ା ପଞ୍ଚ ଠାକୁରାଣୀ ଯାତ୍ରା , ଘଟ ପରିକ୍ରମାରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଠାକୁରାଣୀ ଯାତ୍ରାର ପଞ୍ଚମ ଦିବସରେ ପଞ୍ଚ ଠାକୁରାଣୀଙ୍କ ଘଟ ପରିକ୍ରମାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ଆଜି ପୂର୍ବାହ୍ନରେ ବଡଦାଣ୍ଡସ୍ଥିତ ଅସ୍ଥାୟୀ ପୂଜା ମଣ୍ଡପରେ ଯଥା ରୀତିନୀତି ପ୍ରକାରେ ପୂଜାର୍ଚ୍ଚନା ଓ ହୋମକାର୍ଯ୍ଯ ସମ୍ପନ୍ନ…

ତୃତୀୟ ଦିନରେ ବୁଗୁଡ଼ା ଠାକୁରାଣୀ ଯାତ୍ରା , ପଞ୍ଚ ଠାକୁରାଣୀଙ୍କ ଘଟ ପରିକ୍ରମା ଆରମ୍ଭ

ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଠାକୁରାଣୀ ଯାତ୍ରାର ଦ୍ବିତୀୟ ଦିବସରେ ବିଶ୍ରାମ ନେବା ପରେ ଆଜି ତୃତୀୟ ଦିନରେ ପଞ୍ଚ ଠାକୁରାଣୀଙ୍କ ଘଟ ପରିକ୍ରମା କାର୍ଯ୍ୟକ୍ରମ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଆଜି ପୂର୍ବାହ୍ନରେ ବଡଦାଣ୍ଡସ୍ଥିତ ଅସ୍ଥାୟୀ ପୂଜା…

ବୁଗୁଡ଼ା ଠାକୁରାଣୀ ଠାକୁରାଣୀ ଯାତ୍ରାର ଦ୍ବିତୀୟ ଦିବସ , ବିଶ୍ରାମରେ ପଞ୍ଚ ଠାକୁରାଣୀ

ବୁଗୁଡ଼ା ଠାକୁରାଣୀ ଠାକୁରାଣୀ ଯାତ୍ରାର ଦ୍ବିତୀୟ ଦିବସ , ବିଶ୍ରାମରେ ପଞ୍ଚ ଠାକୁରାଣୀ ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସପ୍ତଦଶ ଦିବସୀୟ ବୁଗୁଡ଼ା ଠାକୁରାଣୀ ଯାତ୍ରାର ପ୍ରଥମ ଦିବସରେ ଆମନ୍ତ୍ରିତ ହୋଇ ମା’ ମାଉଁଦେଈ , ମା’ ମାଳିଝୋଳା , ମା’…

ଜୟ ମା ସନ୍ତୋଷୀଙ୍କ ଯାତ୍ରା ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ କାନସୁକା ଗ୍ରାମରେ ପ୍ରତି ବର୍ଷ ଭଳି ଏହି ବର୍ଷ ମଧ୍ୟ ମା ସନ୍ତୋଷୀଙ୍କ ଯାତ୍ରା ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି।ରାତ୍ର ୧୦:୩୦ ରୁ ସନ୍ତୋଷୀ ମା ଙ୍କୁ ମନ୍ଦିରରୁ ଆଗମନ କରାଯାଇ ଗ୍ରାମ ଯାତ୍ରା…

ବୁଗୁଡ଼ା ଠାକୁରାଣୀ ଯାତ୍ରା ଆରମ୍ଭ, ଅସ୍ଥାୟୀ ପୂଜା ମଣ୍ଡପରେ ବିରାଜିଲେ ପଞ୍ଚ ଠାକୁରାଣୀ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବହୁ ଅପେକ୍ଷିତ ସପ୍ତଦଶ ଦିବସୀୟ ବୁଗୁଡ଼ା ପଞ୍ଚ ଠାକୁରାଣୀ ଯାତ୍ରା ଆଜି ଠାରୁ ଆରମ୍ଭ ହୋଇ ଯାଇଛି । ଆଜି ପୂର୍ବାହ୍ନରେ ଗୋପାଳ କୃଷ୍ଣ ଦାଶ ଓ କାହ୍ନୁ ଚରଣ ଖଟେଇଙ୍କ ନେତୃତ୍ତ୍ଵରେ ଏକ ଦଳ…

ବିରଞ୍ଚିପୁରରେ ୪୮ ପ୍ରହର ଅଖଣ୍ଡ ନାମଯଜ୍ଞ ଆରମ୍ଭ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବିଶ୍ବ କଲ୍ୟାଣ ନିମନ୍ତେ ବିରଞ୍ଚିପୁର ଗ୍ରାମ ବଡଦାଣ୍ଡଠାରେ ୪୮ ପ୍ରହର ଅଖଣ୍ଡ ନାମଯଜ୍ଞର ଶୁଭାରମ୍ଭ ହୋଇଯାଇଛି। ଉକ୍ତ ନାମଯଜ୍ଞରେ ମାଳ ଗୋଛାବାଡି, ନଗୁଡୁ, ଇନ୍ଦ୍ରଗଡ଼, ସୋଲଣ୍ଡି ଓ ଦଦରାଖୋଲ ଆଦି ଗ୍ରାମର ନାମ ସଂକୀର୍ତ୍ତିନ ଦଳ…

ବ୍ଲକସ୍ତରୀୟ ପୋଷଣ ପଖଓ୍ବାଡା କାର୍ଯ୍ୟକ୍ରମ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ରାଜିବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯାଳୟ ପକ୍ଷରୁ ବ୍ଲକ୍ ସ୍ତରୀୟ ପୋଷଣ ପଖଓ୍ବାଡା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସିଡିପିଓ ବବିତା କୁମାରୀ ପଣ୍ଡାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉକ୍ତ…

ତାତିରୁ ମିଳୁନି ତ୍ରାହି , ଜନ ଜୀବନ ଅସ୍ତବ୍ୟସ୍ତ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଏଇ କିଛି ଦିନ ହେବ ତାପମାତ୍ରା ବୃଦ୍ଧି ପାଇଥିବା ବେଳେ ଗତ ତିନ ହେଲା ତାପମାତ୍ରା ୪୦ ଡିଗ୍ରୀରୁ କମୁନଥିବାରୁ ବୁଗୁଡା ଅଞ୍ଚଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ସକାଳ ୮ଟାରୁ ଗରମ ଅନୁଭବର…

error: Content is protected !!
Powered by Joinchat