ବିରଞ୍ଚିନାରାୟଣ ପବ୍ଲିକ ସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ସ୍ଥାନୀୟ ବିରଞ୍ଚିନାରାୟଣ ପବ୍ଲିକ ସ୍କୁଲ ପରିସରରେ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଅଧ୍ୟକ୍ଷ ବାଳ ଗୋପାଳ ଶତପଥି ମୁଖ୍ୟ ପୁରୋଧା ଭାବେ ଯୋଗଦେଇ କ୍ରୀଡା ପତାକା ଉତ୍ତୋଳନ କରିଥିଲେ। ଅତିଥି…

ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୩୨ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ସରୋଜକାନ୍ତ ଦାସଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଓଡ଼ିଶା…

ନିଉ ଏରା ପବ୍ଲିକ୍ ସ୍କୁଲର ରଜତ ଜୟନ୍ତୀ ସମାରୋହ ଉଦଘାଟିତ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ନିଉ ଏରା ପବ୍ଲିକ୍ ସ୍କୁଲର ରଜତ ଜୟନ୍ତୀ ସମାରୋହ ଉଦଘାଟିତ ହୋଇଯାଇଛି। ସ୍କୁଲ ସଭାପତି କାଳି ଚରଣ ଦାଶଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ ଉଦଘାଟନୀ ଉତ୍ସବରେ ମୁଖ୍ଯ ଅତିଥି ଭାବେ ଆଡିସନାଲ୍ ଏସପି ରଞ୍ଜନ…

ଖରିଡା ମା’ସ୍ବପ୍ନେସ୍ବରୀ ହାଇସ୍କୁଲର ବାର୍ଷିକ ଉତ୍ସବ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଖରିଡା ଗ୍ରାମର ମା’ସ୍ବପ୍ନେସ୍ବରୀ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ପୁରସ୍କାର ବିତରଣ ଓ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଅନୁଷ୍ଠିତ ଛାତ୍ରଛାତ୍ରୀ ମାନଙ୍କ ପୁରସ୍କାର ବିତରଣ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ…

ଅବ୍ଯବସ୍ଥାରେ ବୁଗୁଡା ବଡଶଙ୍ଖ ଶ୍ମଶାନ ଘାଟ, ସାଧାରଣରେ ତୀବ୍ର ଅସନ୍ତୋଷ, ପ୍ରତିକାର ଦାବି

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡା ସହର ଉପକଣ୍ଠସ୍ଥ ବଡଶଙ୍ଖ ନିକଟରେ ଥିବା ଶ୍ମଶାନ ଘାଟର ଦୂରାବସ୍ଥାକୁ ନେଇ ସାଧାରଣରେ ପ୍ରବଳ ଅସନ୍ତୋଷ ଦେଖା ଦେଇଛି। ଏନ୍ଏସି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଥିବା ଏହି ବହୁ ପୁରାତନ ଶ୍ମଶାନ ଘାଟଟି ଦୀର୍ଘକାଳ…

କରଚୁଲି ସରସ୍ବତୀ ଶିଶୁମନ୍ଦିର ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ କରଚୁଲି ଗ୍ରାମର ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ସରସ୍ବତୀ ଶିଶୁମନ୍ଦିର ର ଉନବିଂଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ଜି. ବଦ୍ରୀନାଥ ପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ…

ବାଇକ୍ ଧକ୍କାରେ ଜଣେ ମୃତ, ଚାଳକ ଗୁରୁତର

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକର କଳମ୍ବ ପଞ୍ଚାୟତ ଅନ୍ତର୍ଗତ କାଦପଡା ଗ୍ରାମର ବନ୍ଧ ନିକଟସ୍ଥ ରାସ୍ତାରେ ବାଇକ୍ ଦୁର୍ଘଟଣାରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଯୁବ ଚାଳକ ଜଣକ ଗୁରୁତର ଅବସ୍ଥାରେ ବ୍ରହ୍ମପୁରକୁ ସ୍ଥାନାନ୍ତର ହୋଇଥିବା ଜଣାଯାଇଛି।…

ରସାୟନ ବିଜ୍ଞାନ ବିଭାଗର ଅଭିଭାବକ-ଶିକ୍ଷକ ସଂଘ ବୈଠକ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ କଲେଜର ରସାୟନ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବପରିସରରେ ଅଭିଭାବକ-ଶିକ୍ଷକ ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଡ.ପୁରୁଷୋତ୍ତମ ମିଶ୍ରଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ ବୈଠକରେ ଉପାଧ୍ୟକ୍ଷ ହରିକୃଷ୍ଣ ନାୟକ,ବିଭାଗୀୟ…

କଟନି ଛଟନି ପ୍ରଥାକୁ ବନ୍ଦ କରିବାକୁ ନିର୍ଦ୍ଦେଶ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଚଳିତ ମାସ ୨୩ ତାରିଖ ଠାରୁ ଖରିଫ ଋତୁ ଧାନ ସଂଗ୍ରହ କରିବେ ସରକାର । ତେଣୁ ଜିଲ୍ଲା ଓ ବ୍ଲକ ସବୁଠି ପ୍ରସ୍ତୁତି ଜୋରଦାର କରାଯାଇଛି । ଘନ ଘନ ବୈଠକ ବସିବା ସହ ଚାଷୀ,…

ବେଲପୁର ଗାଁରେ ତାଲାବନ୍ଦ ଘରୁ ଚୋରି, ପୋଲିସର ତଦନ୍ତ ଜାରି

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଥାନା ଅନ୍ତର୍ଗତ ବେଲପୁର ଗ୍ରାମରେ ମନୋଜ କୁମାର ରାଉତଙ୍କ ତାଲାବନ୍ଦ ଘରୁ ଚୋରି ହୋଇଥିବା ଜଣାଯାଇଛି। ପ୍ରକାଶ ଯେ, ବେଲପୁର ଗ୍ରାମର ମନୋଜ ରାୟଗଡାରେ ବ୍ଯବସାୟ କରି ରହୁଥିବା ବେଳେ ସପରିବାର ଗାଁକୁ ମାଣବସା…

error: Content is protected !!
Powered by Joinchat