ପଞ୍ଚଦଶ ଦିବସରେ ପଞ୍ଚ ଠାକୁରାଣୀ ଯାତ୍ରା ,ଆଲୋକମାଳାରେ ଝଲସୁଛି ବୁଗୁଡା ସହର

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ପଞ୍ଚ ଠାକୁରାଣୀ ଯାତ୍ରା ଆଜି ପଞ୍ଚଦଶ ଦିବସରେ ପହଞ୍ଚିଥିବା ବେଳେ ସ୍ଥାନୀୟ ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଓ କେ.ନୀଳମାଧବ ଆଚାରୀଙ୍କ ତରଫରୁ ପଞ୍ଚ ଠାକୁରାଣୀଙ୍କ ଘଟ ପରିକ୍ରମା ସହ ଆଜିର ଯାତ୍ରା କାର୍ଯ୍ୟକ୍ରମ…

ଦ୍ବାଦଶ ଦିବସରେ ପଞ୍ଚ ଠାକୁରାଣୀ ଯାତ୍ରା , ବିରାଟ ପଟୁଆରରେ ମା’ଙ୍କ ଘଟ ପରିକ୍ରମା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ପଞ୍ଚ ଠାକୁରାଣୀ ଯାତ୍ରା ଆଜି ଦ୍ବାଦଶ ଦିବସରେ ପହଞ୍ଚିଥିବା ବେଳେ ସ୍ଥାନୀୟ ଚ୍ଯାମ୍ବର ଅଫ୍ କମର୍ସ ପକ୍ଷରୁ ପଞ୍ଚ ଠାକୁରାଣୀଙ୍କ ଘଟ ପରିକ୍ରମା ସହ ଆଜିର ଯାତ୍ରା କାର୍ଯ୍ୟକ୍ରମ ମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି ।…

ଠଣାପଲ୍ଲୀ-ନାଗିରି ରାସ୍ତାର ଅବସ୍ଥା ଶୋଚନୀୟ , ପ୍ରତିକାର ଦାବି

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକ ମୋଟାବାଡି ପଞ୍ଚାୟତ ଅନ୍ତର୍ଗତ ଠଣାପଲ୍ଲୀ – ନାଗିରି ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସାମାନ୍ୟ ବର୍ଷା ହେଲେ ରାସ୍ତାରେ ଅନେକ ସ୍ଥାନରେ ପାଣି ଜମି ରହୁଛି। ଫଳରେ ଲୋକଙ୍କ ଯାତାୟାତରେ ଘୋର ଅସୁବିଧା…

ପୁନମ ପ୍ରଧାନ ବ୍ଲକ୍ ଟପ୍ପର

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ପ୍ରକାଶିତ ମ୍ୟାଟ୍ରିକ୍ ପରୀକ୍ଷା ଫଳକୁ ନେଇ ବୁଗୁଡ଼ା ବ୍ଲକର ଛାତ୍ରଛାତ୍ରୀଉତ୍ସାହିତ ଥିବା ଜଣାପଡ଼ିଛି। ଏଥର ବୁଗୁଡ଼ା ବ୍ଲକଅନ୍ତର୍ଗତ ୨୭ଟି ହାଇସ୍କୁଲ ମଧ୍ଯରୁ ୩ଟି ହାଇସ୍କୁଲର ୭ ଛାତ୍ରଛାତ୍ରୀ ଏ-୧ ରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ବୁଗୁଡା ବ୍ଲକର…

ବାଲ୍ଯବିବାହ ମୁକ୍ତ ପାଇଁ ସଚେତନତା ରାଲି

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ):ବୁଗୁଡା ବ୍ଳକ ପୋଚାଲୁଣ୍ଡି ପଞ୍ଚାୟତ ଅନ୍ତର୍ଗତ ବିଷ୍ଣୁଚକ୍ର ଗ୍ରାମରେ ଅକ୍ଷୟ ତୃତୀୟା ଠାରୁ ସପ୍ତାହ ବ୍ଯାପୀ ବାଲ୍ଯବିବାହ ମୁକ୍ତ ଓଡିଶା ସଚେତନତା କାର୍ଯ୍ୟକ୍ରମ ବୁଗୁଡା ଶିଶୁ ପ୍ରକଳ୍ପ ଅଧିକାରୀଣି ବବିତା କୁମାରୀ ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ଅଞ୍ଚଳ ପରିଦର୍ଶିକା…

ପୋଖରିରେ ବୁଡି ନାବାଳକ ମୃତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ପୋଖରୀ ପାଣିରେ ବୁଡି ନାବାଳକର ମୃତ୍ୟୁ , ମୃତ ନାବାଳକ ଜଣକ ହେଲେ ଗୋପି ବେହେରା। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଳକ ଅଧିନସ୍ଥ ବିରଞ୍ଚିପୁର ଗ୍ରାମରେ । ସୂଚନା ମୁତାବକ ସବୁଦିନ ଭଳି…

ଷଷ୍ଠ ଦିନରେ ବୁଗୁଡ଼ା ପଞ୍ଚ ଠାକୁରାଣୀ ଯାତ୍ରା , ଶ୍ରଦ୍ଧାଳୁଙ୍କ ମେଳରେ ମା’ଙ୍କ ଘଟ ପରିକ୍ରମା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ମହାଆଡମ୍ବରରେ ଆୟୋଜିତ ବୁଗୁଡ଼ା ଠାକୁରାଣୀ ଯାତ୍ରା ଆଜି ଷଷ୍ଠ ଦିନରେ ପହଞ୍ଚିଥିବା ବେଳେ ଘଟ ସାଜସଜ୍ଜାକାରୀ ବସନ୍ତ ବେହେରାଙ୍କ ଦ୍ବାରା ଆକର୍ଷଣୀୟ ସୁମନ ସଜ୍ଜିତ ପଞ୍ଚ ଠାକୁରାଣୀଙ୍କ ଘଟ ପରିକ୍ରମା କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡା ଏନଏସିର ଅବସରପ୍ରାପ୍ତ କର୍ମଚାରୀ ପ୍ରତାପ ସିନ୍ଧୁ ବାଡତ୍ଯାଙ୍କୁ ବୁଧବାର ଦିନ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏନ୍ଏସି କାର୍ଯ୍ଯାଳୟରେ କାର୍ଯ୍ଯ ନିର୍ବାହୀ ଅଧିକାରୀ ବିଭୁତି ଭୂଷଣ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ…

ବୁଗୁଡ଼ା ଓକିଲ ସଂଘ ପକ୍ଷରୁ ମଧୁବାବୁ ଜୟନ୍ତୀ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଓକିଲ ସଂଘ ପକ୍ଷରୁ କୋର୍ଟ ପରିସରରେ ମଧୁବାବୁ ଜୟନ୍ତୀ ତଥା ଆଇନଜୀବୀ ଦିବସ ପାଳିତ ହୋଇ ଯାଇଛି । ଓକିଲ ସଂଘ ସଭାପତି ଅମର କୁମାର ପଟ୍ଟନାୟକଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ…

ମଟରସାଇକେଲ ଦୁର୍ଘଟଣାରେ ୨ ଗୁରୁତର

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା-କରସିଙ୍ଗି ରାସ୍ତାରେ ବିରଞ୍ଚିପୁର ଗ୍ରାମ ନିକଟରେ ଏକ ବାଇକ୍ ଦୁର୍ଘଟଣାରେ ୩ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିବା ଜଣାଯାଇଛି। ଗୁରୁତର ଦ୍ବୟ ହେଲେ…

error: Content is protected !!
Powered by Joinchat