ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ନବାଗତଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ବୁଗୁଡ଼ା/ଗଞ୍ଜାମ (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ସମ୍ମିଳନୀ କକ୍ଷରେ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଭଗବାନ ଶତପଥୀଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ବୁଗୁଡ଼ା, ସଜେଇ ହେଉଛି ଗାଁଠୁ ସହର

ବୁଗୁଡ଼ା/ଗଞ୍ଜାମ (ସୋରେନ କୁମାର ପ୍ରଧାନ):ଚଳିତ ମାସ ୧୪ ତାରିଖ ଆସନ୍ତା ସୋମବାର ଦିନ ପଡୁଛି ଗଣେଶ ପୂଜା ।ଏବେଠାରୁ ସଜେଇ ହେଲାଣି ବୁଗୁଡା ଅଞ୍ଚଳର ବିଭିନ୍ନ ଗ୍ରାମ। ବିଭିନ୍ନ ସ୍ଥାନରେ ଟେଣ୍ଟ ଭିଡା କାମ ଆରମ୍ଭ ହୋଇଯାଇଥିଲା ବେଳେ ମୂର୍ତ୍ତି ଗଢା…

ପଶୁ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଗୋ ବନ୍ଧ୍ୟା ନିରାକରଣ ଚିକିତ୍ସା ଶିବିର

ବୁଗୁଡ଼ା/ଗଞ୍ଜାମ (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ କରସିଙ୍ଗି ପଞ୍ଚାୟତ ରେ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଗୋ ବନ୍ଧ୍ୟା ନିରାକରଣ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ବ୍ଲକ ଭେଟନାରୀ ଅଫିସର ଶୁଭ୍ରାଂଶୁ ଶେଖର ରାଉତ,…

ବୁଗୁଡ଼ାର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ସହର ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ମହାନ୍ ଦାର୍ଶନିକ, ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୟନ୍ତୀ ତଥା ଗୁରୁ ଦିବସ ପାଳିତ ହୋଇଯାଇଛି।ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ…

ଟ୍ରାଫିକ ନିୟମ ପାଳନ ଓ ସଡ଼କ ଦୁର୍ଘଟଣା ରୋକିବା ପାଇଁ ସଚେତନତା କାର୍ଯ୍ୟକ୍ରମ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଟ୍ରାଫିକ୍‌ ନିୟମ ପାଳନ ଓ ସଡ଼କ ଦୁର୍ଘଟଣା ରୋକିବା ଲକ୍ଷ୍ୟରେ ବୁଗୁଡ଼ା ପୁଲିସ ପକ୍ଷରୁ ଏକ ଅଭିନବ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।ବାଲିପଦର ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ହେଲମେଟ୍‌ ପିନ୍ଧି ସୁରକ୍ଷିତ ଭାବେ ଗାଡ଼ି…

ସାଇବର ଠକେଇ ଏବଂ ଡିଜିଟାଲ ଗିରଫ ସଚେତନତା କାର୍ଯ୍ୟକ୍ରମ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ପୋଲିସ ଥାନା ଅଧିନସ୍ଥ ବାଲିପଦର ଫାଣ୍ଡି ପରିସରରେ ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ “ସାଇବର ଠକେଇ ଏବଂ ଡିଜିଟାଲ ଗିରଫ ସଚେତନତା କାର୍ଯ୍ୟକ୍ରମ” ଆୟୋଜନ କରାଯାଇଥିଲା। ପ୍ରାୟ ୫୦ ଜଣ ବରିଷ୍ଠ ନାଗରିକ ଏହି କାର୍ଯ୍ୟକ୍ରମରେ…

ବୁଗୁଡ଼ାରେ ଶ୍ରୀବଳଦେବ ସ୍ୱାମୀଙ୍କ ଜନ୍ମୋତ୍ସବ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ବଳଦେବ ମନ୍ଦିର ପ୍ରାଙ୍ଗଣରେ ଶ୍ରାବଣ ପୂର୍ଣ୍ଣିମା ତଥା ଗହ୍ମା ପୂର୍ଣ୍ଣିମା ପବିତ୍ର ଅବସରରେ ବଡ଼ ଠାକୁର ଶ୍ରୀ ବଳଦେବ ସ୍ୱାମୀଙ୍କ ଜନ୍ମୋତ୍ସବ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଉତ୍ସାହର ସହ ପାଳିତ ହୋଇଯାଇଛି।ଏହି ଅବସରରେ ପ୍ରାତଃ…

ରାଜନୀତି ବିଜ୍ଞାନ ବିଭାଗର ଅଭିଭାବକ-ଶିକ୍ଷକ ସମ୍ମିଳନୀ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲସ୍ କଲେଜ ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ପ୍ରଥମ ସେମିଷ୍ଟାର ଅଭିଭାବକ-ଶିକ୍ଷକ ସମ୍ମିଳନୀ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି।କଲେଜର ଅଧ୍ୟକ୍ଷ ଶ୍ରୀ ଭଗବାନ ଶତପଥୀ ପ୍ରଦୀପ ପ୍ରଜ୍ୱଳନ କରି ସଭାକାର୍ଯ୍ୟର ଶୁଭାରମ୍ଭ କରିବା ସହ…

ପି ଏମ ଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟରେ ୧୦କୋଟି ନିଶା ମୁକ୍ତି ଅଭିଯାନ କାର୍ଯ୍ୟକ୍ରମ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବି.କରଡ଼ାବାଡ଼ି ସ୍ଥିତ ପି ଏମ ଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ରହ୍ମ କୁମାରୀ ଜ୍ଞାନ ବିଜ୍ଞାନ ଭବନ ବୁଗୁଡ଼ାର ମିଳିତ ସହଯୋଗରେ ୧୦ କୋଟି ନିଶା ମୁକ୍ତ ପ୍ରତିଜ୍ଞା…

ବୁଗୁଡ଼ାର ବିଭିନ୍ନ ଶିକ୍ଷାନୁଷ୍ଠାନରେ ୮୦ ତମ ସ୍ଵାଧୀନତା ଦିବସ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲା ବୁଗୁଡ଼ା ସହର ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ୮୦ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ବିଭିନ୍ନ ବିଦ୍ୟାଳୟ ପରିସରରେ ଜାତୀୟ ପତାକା ଉତ୍ତୋଳନ କରାଯିବା ସହ ଜାତୀୟ ସଙ୍ଗୀତ ଗାନ…

Powered by Joinchat