ବୁଗୁଡ଼ା/ଗଞ୍ଜାମ (ସୋରେନ କୁମାର ପ୍ରଧାନ): ମା’ ଜଗତଜନନୀ ଦୁର୍ଗାଙ୍କ ମହାସପ୍ତମୀ ପୂଜା ଅବସରରେ ବୁଗୁଡ଼ା ସହର ସମେତ ଗ୍ରାମାଞ୍ଚଳରେ ଏବେ ମଣ୍ଡପ ଝଲସି ଉଠୁଛି। ବୁଗୁଡ଼ା ସହରର ମଦନମୋହନ ଛକ ଓ ବସଷ୍ଟାଣ୍ଡ ସାଙ୍ଗକୁ ଗ୍ରାମାଞ୍ଚଳର ବାଲିପଦର, ଗୋଲିଆ,ବାଦୁଆ,ମାଣିବନ୍ଧ ଆଦି ଗ୍ରାମରେ…
Category: ଗଞ୍ଜାମ
ବୁଗୁଡ଼ା ବ୍ଲକରେ ସେବାସେତୁ ଅଭିଯାନ, ହିତାଧିକାରୀଙ୍କୁ ଋଣ ଓ କାର୍ଯ୍ୟାଦେଶ ବଣ୍ଟନ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ ପକ୍ଷରୁ ବ୍ଲକସ୍ତରୀୟ ସେବାସେତୁ ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଅଭିଯାନ ମାଧ୍ୟମରେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା, ସରକାରୀ ସେବା ପ୍ରଦାନ ବ୍ୟବସ୍ଥା ଓ ଉପଲବ୍ଧ ସୁବିଧା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା।…
ବୀର ଧନଞ୍ଜୟପୁର ଶାସନରେ ଶାରଦୀୟ ଦୁର୍ଗାପୂଜା ଆରମ୍ଭ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଏନ୍ଏସି ଅନ୍ତର୍ଗତ ଭଞ୍ଜ ରାଜାଙ୍କ ଦ୍ୱାରା ପ୍ରତିଷ୍ଠିତ ବୀର ଧନଞ୍ଜୟପୁର ଶାସନରେ ଶାରଦୀୟ ଦୁର୍ଗାପୂଜା ଆରମ୍ଭ ହୋଇଛି। ପବିତ୍ର ଆଶ୍ୱିନ ଶୁକ୍ଳ ପ୍ରତିପଦା ତିଥିରେ ଦେବୀଙ୍କ ଉତ୍ଥାପନ ସହ ସହସ୍ର କୁମ୍ଭ ସ୍ନାନ ଅନୁଷ୍ଠିତ…
ଦେଶୀ ମଦ ଭାଟି ଉଚ୍ଛେଦ ଦାବିରେ ମହିଳାଙ୍କ ଆନ୍ଦୋଳନ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ):ମଦ ବିକ୍ରି ବନ୍ଦ କରିବା ସହ ଦେଶୀ ମଦ ଭାଟି ଉଚ୍ଛେଦ ଦାବିରେ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ଥାନା ପିତାମହୁଲ ଅଞ୍ଚଳରେ ମଦ ବିରୋଧୀ ଆନ୍ଦୋଳନ ତୀବ୍ର ହୋଇଛି। ଗ୍ରାମରେ ମଦ ବିକ୍ରି ଯୋଗୁଁ ପାରିବାରିକ ଶାନ୍ତି…
ଦୁର୍ଗାପୂଜା ପାଇଁ ବୁଗୁଡ଼ାରେ ପ୍ରସ୍ତୁତି ଜୋରଦାର
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଶାରଦୀୟ ଦୁର୍ଗାପୂଜା ପାଇଁ ବୁଗୁଡ଼ା ସହରରେ ଏବେ ଉତ୍ସାହର ମାହୋଲ। ମା’ ଦୁର୍ଗାଙ୍କ ଆଗମନ ପୂର୍ବରୁ ସବୁଆଡ଼େ ଜୋରଦାର ପ୍ରସ୍ତୁତି ଚାଲିଛି। ପୂଜା କମିଟିଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପର୍ଯ୍ୟନ୍ତ ସମସ୍ତେ ମା’ଙ୍କୁ ସ୍ୱାଗତ କରିବା…
ପୋଲିସ ଡ୍ୟୁଟି ମିଟ୍ରେ ବୁଗୁଡ଼ା ପୋଲିସ ଏସ୍ଆଇ କେ. ନୀଳାଦ୍ରି ରେଡ୍ଡୀଙ୍କୁ ଦ୍ୱିତୀୟ ପୁରସ୍କାର
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ଥାନା ଅନ୍ତର୍ଗତ ବାଲିପଦର ଫାଣ୍ଡିରେ କାର୍ଯ୍ୟରତ ଏସ୍ଆଇ କେ. ନୀଳାଦ୍ରି ରେଡ୍ଡୀ ୭୧ତମ ରାଜ୍ୟ ପୋଲିସ ଡ୍ୟୁଟି ମିଟ୍-୨୦୨୬ରେ ଦ୍ୱିତୀୟ ପୁରସ୍କାର ହାସଲ କରିଛନ୍ତି। ବୈଜ୍ଞାନିକ ପଦ୍ଧତିରେ ତଦନ୍ତ କ୍ଷେତ୍ରରେ ଫଟୋଗ୍ରାଫି ବିଭାଗରେ ସେ ଏହି…
ବୁଗୁଡ଼ା ଏନ୍ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ:କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପରିସରରେ ହିତାଧିକାରୀମାନଙ୍କୁ ସାମାଜିକ ସୁରକ୍ଷା ଭତ୍ତା, ନୂତନ ରାସନ କାର୍ଡ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ମତ୍ସ୍ୟ…
ପିଏମ୍ ଶ୍ରୀ ବାଲିପଦର ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ମେଳା
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିପଦରସ୍ଥିତ ପିଏମ୍ ଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଶାନ୍ତ କୁମାର ଗୌଡ଼ଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ମେଳାକୁ ଏବିଓ…
କରସିଂଙ୍ଗିରେ ସେବା ସେତୁ ଅଭିଯାନ
ବୁଗୁଡ଼ା/ଗଞ୍ଜାମ (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ କରସିଂଙ୍ଗି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ବୁଗୁଡ଼ା ପଞ୍ଚାୟତ ସମିତି ଆନୁକୂଲ୍ୟରେ “ସେବା ସେତୁ ଅଭିଯାନ ୨୦୨୬” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କରଚୁଲି ଓ କରସିଂଙ୍ଗି ଗ୍ରାମ ପଞ୍ଚାୟତକୁ…
ଶ୍ରୀ ବଳଦେବସ୍ବାମୀ ମନ୍ଦିରରେ ବଡ ଏକାଦଶୀ ଉତ୍ସବ ପାଳିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ସ୍ଥାନୀୟ ଶ୍ରୀ ବଳଦେବସ୍ବାମୀ ମନ୍ଦିରରେ ଶ୍ରୀବିଷ୍ଣୁ ପାର୍ଶ୍ଵପରିବର୍ତ୍ତନ ଏକାଦଶୀ ତଥା ବଡ ଏକାଦଶୀ ଉତ୍ସବ ଯଥା ରୀତିନୀତି ପ୍ରକାରେ ଶ୍ରଦ୍ଧାଳୁଙ୍କ ଗହଣରେ ପାଳିତ ହୋଇଯାଇଛି। ଏ ଅବସରରେ ପ୍ରାତଃ କାଳରେ ଠାକୁରଙ୍କ ଅବକାଶ ନୀତି ସମ୍ପନ୍ନ ପରେ…
