ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଅଞ୍ଚଳର ମୁଖ୍ୟ ଆଧ୍ୟାତ୍ମିକ ପ୍ରାଣକେନ୍ଦ୍ର ପ୍ରସିଦ୍ଧ ଶ୍ରୀ ବିରଞ୍ଚିନାରାୟଣ ମନ୍ଦିର ପରିସରରେ ଥିବା ଜଗନ୍ନାଥ ମନ୍ଦିରର ଗୁଣ୍ଡିଚାଘର ଠାରେ ପବିତ୍ର “ହେରା ପଞ୍ଚମୀ” ତିଥି ଅତ୍ୟନ୍ତ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଘୋଷଯାତ୍ରା…
Category: ଗଞ୍ଜାମ
ସାପ କାମୁଡ଼ା ନିବାରଣ ଓ ପରିଚାଳନା ସମ୍ପର୍କିତ ସଚେତନତା ଶିବିର
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) : ଓଡିଶା ପୋଲିସ ପ୍ରଶାସନ ଆନୁକୁଲ୍ୟରେ ବୁଗୁଡା ଥାନା ବାଲିପଦର ଫାଣ୍ଡି ପରିସରରେ ସାପ କାମୁଡ଼ା ନିରାକରଣ ଓ ପରିଚାଳନା ଶିବିର ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ଏସଡିପିଓ ଡ.ଦୀପକ କୁମାର ମିଶ୍ରଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ…
ବୁଗୁଡ଼ା ବଡ଼ଦାଣ୍ଡରେ ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଆସନ୍ତା ୧୬ ତାରିଖ ଗୁରୁବାର ଦିନ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱପ୍ରସିଦ୍ଧ ପବିତ୍ର ରଥଯାତ୍ରା ପାଇଁ ସ୍ଥାନୀୟ ବୁଗୁଡ଼ା ବଡ଼ଦାଣ୍ଡ ସ୍ଥିତ ରଥଖଳାରେ ନିର୍ମାଣ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ମହାପ୍ରଭୁଙ୍କ ଘୋଷଯାତ୍ରାକୁ ଆଉ ମାତ୍ର କେଇଟା…
କାଜୁ ଜଙ୍ଗଲରୁ ଯୁବକଙ୍କ ମୃତ ଦେହ ଉଦ୍ଧାର
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଥାନା ଅନ୍ତର୍ଗତ ମୋଟାବାଡି ଗୋପୀନାଥ ବିଦ୍ୟାପୀଠ ନିକଟସ୍ଥ କାଜୁ ଜଙ୍ଗଲରେ ଝୁଲି ରହିଛି ଏକ ଅଜଣା ବ୍ୟକ୍ତିର ମୃତ ଦେହ।ମୃତକଙ୍କ ପରିଚୟ ଏଯାଏଁ ମିଳି ପାରିନଥିବା ବେଳେ ତାଙ୍କ ବୟସ ୩୦ରୁ ୩୫…
ପିଏମଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ହାଇ ସ୍କୁଲ ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ପିଏମଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି । ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷୟତ୍ରୀ ସରୋଜିନୀ ହାଁସଦା ବୃକ୍ଷ ରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରି…
ବୁଗୁଡ଼ା କୋର୍ଟ ପରିସରରେ ୭୭ ତମ ବନ ମହୋତ୍ସବ ପାଳନ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ପରିବେଶକୁ ସୁରକ୍ଷିତ ରଖିବା ପାଇଁ ବୃକ୍ଷ ରୋପଣର ଆବଶ୍ୟକ ରହିଥିବା ବେଳେ ବୁଗୁଡ଼ା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ପରିସରରେ ତାଲୁକା ଆଇନ ସେବା ପ୍ରାଧିକରଣ ଆନୁକଲ୍ୟରେ ୦୪/୭/୨୬ ତାରିଖ ଦିନ ୭୭ ତମ ବନମହୋତ୍ସବ…
ଯୁବ ସାହିତ୍ୟିକ ବୈଷ୍ଣବ ଚରଣ ଦାଶଙ୍କୁ ‘ ସ୍ୱତନ୍ତ୍ର ପ୍ରତିଭା ସମ୍ମାନ’ପ୍ରଦାନ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):୧୯୮୯ ରେ ଗଞ୍ଜାମ ଜିଲ୍ଲା ବୁଗୁଡ଼ା ରେ ପ୍ରତିଷ୍ଠିତ ବିକ୍ଷିପ୍ତା ସାହିତ୍ୟ ପ୍ରତିଷ୍ଠାନ ୩୮ ବର୍ଷ ରେ ପଦାର୍ପଣ କରିବା ଅବସରରେ ଆସିକା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ରେ ସାହିତ୍ୟ ସମ୍ମିଳନୀ ଅନୁଷ୍ଠିତ…
ବାଲିପଦର ହାଇସ୍କୁଲରେ ବନ ମହୋତ୍ସବ ସପ୍ତାହ ପାଳିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଳକ୍ ଅନ୍ତର୍ଗତ ବାଲିପଦର ଉଚ୍ଚ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ସପ୍ତାହ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ଗୌଡ଼ଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆୟୋଜିତ ଏହି…
ଏନ୍ଏସି କର୍ମଚାରୀ ଜଗଦୀଶ ପଣ୍ଡାଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପରିସରରେ ଅବସରପ୍ରାପ୍ତ କର୍ମଚାରୀ ଜଗଦୀଶ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ ଉପଲକ୍ଷେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏନଏସି କର୍ମଚାରୀ ସଂଘ ସଭାପତି ଭଗବାନ ସାହୁଙ୍କ ପୌରୋହିତ୍ଯରେ ଅନୁଷ୍ଠିତ…
ବୁଗୁଡ଼ାର ଶ୍ରୀ ବଳଦେବଜୀଉ ମନ୍ଦିରରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ଥାନୀୟ ଶ୍ରୀ ବଳଦେବଜୀଉ ମନ୍ଦିର ପରିସର ଚଳଚଞ୍ଚଳ ହୋଇଉଠିଛି। ଆଜି ମନ୍ଦିରରେ ମହାପ୍ରଭୁ ଶ୍ରୀ ବଳଦେବଜୀଉ, ଜଗନ୍ନାଥ, ସୁଭଦ୍ରା ଓ ସୁଦର୍ଶନଙ୍କ ସ୍ନାନଯାତ୍ରା ପାରମ୍ପରିକ ରୀତିନୀତି ଅନୁଯାୟୀ ଅତ୍ୟନ୍ତ ଆଧ୍ୟାତ୍ମିକ…
