ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଦୀର୍ଘ ବର୍ଷ ହେଲା ଏନ୍ଏସି ପକ୍ଷରୁ ମାଛ ଓ ମାଂସ ବଜାର ନିର୍ମାଣ କରାଯାଇଥିଲେ ବି ଅଦ୍ୟାବଧି କାମରେ ଲାଗିନଥିବା ବେଳେ ବେପାରୀମାନେ ରାସ୍ତା କଡରେ ମାଛ ବିକ୍ରି କରୁଥିବାରୁ ଅନେକ ସମୟରେ ଟ୍ରାଫିକ ସମସ୍ଯା…
Category: ଗଞ୍ଜାମ
ଅମଳ ବେଳକୁ ଅଦିନିଆ ବର୍ଷା , ବର୍ଷାରେ ଭିଜିଲା ଧାନ, ଚିନ୍ତାରେ ଚାଷୀ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ) : ଲଘୁଚାପ ପ୍ରଭାବରୁ ଆଜି ଦିନ ତମାମ ବୁଗୁଡା ଅଞ୍ଚଳରେ ଆକାଶ ମେଘାଛନ୍ନ ସାଙ୍ଗକୁ ଝିପିଝିପି ବର୍ଷାର ପ୍ରତିକୂଳ ପାଗ ଚାଷୀଙ୍କୁ ଚିନ୍ତାରେ ପକାଇଛି । ଗତ ଶୁକ୍ରବାର ଦିନଠାରୁ ପାଗ ପରିବର୍ତ୍ତନ ହୋଇ ଦିନସାରା…
ବ୍ଲକସ୍ତରୀୟ ଶକ୍ତି ସଂରକ୍ଷଣ ସମ୍ବନ୍ଧୀୟ ଲିଖିତ କୁଇଜ୍ ପ୍ରତିଯୋଗିତା
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ ହାଇସ୍କୁଲ ପରିସରରେ ବ୍ଲକ ସ୍ତରୀୟ ଶକ୍ତି ସଂରକ୍ଷଣ ସମ୍ବନ୍ଧୀୟ ଲିଖିତ କୁଇଜ୍ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ କାଳି ଚରଣ ବେହେରାଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ବୁଗୁଡା…
ବୁଗୁଡ଼ାରେ ବ୍ଲକ୍ ସ୍ତରୀୟ ଓଷ୍ଟାର ଶିଶୁ ଉତ୍ସବ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡା ବିରଞ୍ଚିନାରାୟଣ ପବ୍ଲିକ ସ୍କୁଲରେ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ, (ଓଷ୍ଟା) ତରଫରୁ ବ୍ଲକ ସ୍ତରୀୟ ଶିଶୁ ଉତ୍ସବ ସଭାପତି ପ୍ରଶାନ୍ତ କୁମାର ଗୌଡ଼ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥରେ ମୁଖ୍ୟ ଅତିଥିଭାବେ…
ସମସ୍ୟା ଘେରରେ ବୁଗୁଡ଼ା ଗୋଷ୍ଠୀ ପ୍ରାଣୀଧନ ଚିକିତ୍ସାଳୟ
ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଳକ ଓ ଏନଏସି ର ପଶୁ ଓ ପକ୍ଷୀଙ୍କ ଚିକିତ୍ସା ପାଇଁ ବୁଗୁଡ଼ାରେ ଅବସ୍ଥିତ ଏକମାତ୍ର ଗୋଷ୍ଠୀ ପ୍ରାଣୀଧନ ଚିକିତ୍ସାଳୟ ବିଭିନ୍ନ ସମସ୍ୟା ଘେରରେ ପରିଚାଳିତ ହେଉଅଛି। ବୁଗୁଡାରେ ଗୋଷ୍ଠୀ ପ୍ରାଣୀଧନ ଚିକିତ୍ସାଳୟ ପାଇଁ…
ରାସ୍ତାକଡରୁ ଯୁବକଙ୍କ ମୃତ ଦେହ ଉଦ୍ଧାର
ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପୋଲସରା ରୋଡସ୍ଥିତ ପୁରୁଣା ଇଣ୍ଡିଆନ ବ୍ଯାଙ୍କ ସମ୍ମୁଖ ରାସ୍ତାକଡରୁ ଜନୈକ ଯୁବକଙ୍କ ମୃତ ଦେହକୁ ଉଦ୍ଧାର କରାଯାଇଥିବା ଜଣାଯାଇଛି। ମୃତ ଯୁବକ ଜଣକ ହେଲେ ବୁଗୁଡା ଥାନା ବାଲିପଦର ଫାଣ୍ଡି ଅନ୍ତର୍ଗତ କଞ୍ଚୁରୁ ଗ୍ରାମର…
ବୁଗୁଡ଼ାରେ ଲାଗିଛି ମାଳ ମାଳ ସିସିଟିଭି କ୍ୟାମେରା,କାମରେ ଆସୁନି ଅନେକ,ବଢୁଛି ଅପରାଧ
ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା ସହରରେ ନାମକୁ ମାତ୍ର ଲାଗିଛି ମାଳମାଳ ସିସିଟିଭି କ୍ୟାମେରା।ସେଥିରୁ ଅଧାରୁ ଅଧିକ କ୍ୟାମେରା କାମରେ ଆସୁନି । ଫଳରେ ଅପରାଧିକ କାର୍ଯ୍ୟକଳାପରେ ବ୍ରେକ୍ ଲାଗି ପାରୁନି । ସଂପ୍ରତି ଦୁଗୁଡ଼ା ସହର ସିସିଟିଭି ଅଧିନରେ…
ଭିଜିଲାନ୍ସ ପଞ୍ଜାରେ ବେଗୁନିଆ ପଡ଼ା CDPO
ଗଞ୍ଜାମ/ଖଲ୍ଲିକୋଟ: ବେଗୁନିଆପଡ଼ା ସିଡିପିଓ ସଂଧ୍ୟାରାଣୀ ପାଣିଗ୍ରାହୀଙ୍କୁ ଜେରା କରିଛି ଭିଜିଲାନ୍ସ ଟିମ୍। ଜଣେ ଅଙ୍ଗନୱାଡ଼ି ସହାୟିକା ଙ୍କ ୧୮ ମାସର ଦରମା କରାଇଦେବାକୁ ମ୍ଯାଡମ୍ ୧୫ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…
ପିପୁଲ୍ଲ କଲେଜରେ ଜାତୀୟ ସମ୍ବିଧାନ ଦିବସ ପାଳିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ଲ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ଜାତୀୟ ସମ୍ବିଧାନ ଦିବସ ପାଳନ ସହ ଏକ ଆଲୋଚନା ଚକ୍ର ମଧ୍ୟ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ହରିକୃଷ୍ଣ ନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ…
ଶିକ୍ଷକମାନଙ୍କ ତ୍ରିଦିବସୀୟ ଅଭିମୁଖୀକରଣ କାର୍ଯ୍ୟକ୍ରମ ଉଦଯାପିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଗତ ୨୧ ତାରିଖଠାରୁ ଆୟୋଜିତ ଶିକ୍ଷକମାନଙ୍କର ତ୍ରିଦିବସୀୟ ଅଭିମୁଖୀକରଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଏବିଇଓ ଅମିତା କୁମାରୀ…
