ବୁଗୁଡ଼ାରେ ମହାପ୍ରଭୁଙ୍କ ଅଧରପଣା ନୀତି ସମ୍ପନ୍ନ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥି ଅବସରରେ ବୁଗୁଡ଼ା ସହରର ବଳଦେବଜୀଙ୍କ ରଥଯାତ୍ରାର ଅନ୍ୟତମ ମୁଖ୍ୟ ଆକର୍ଷଣ “ଅଧରପଣା” ନୀତି ଅତ୍ୟନ୍ତ ଆଧ୍ୟାତ୍ମିକ ଓ ଭକ୍ତିମୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ…

ଯୁବମୋର୍ଚ୍ଚା ପକ୍ଷରୁ କାର୍ଗିଲ ବିଜୟ ଦିବସ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):କାର୍ଗିଲ ବିଜୟ ଦିବସ ଅବସରରେ ବୁଗୁଡ଼ା ସ୍ଥିତ ‘ଶହୀଦ ବୀର ଓଡ଼ିଆ ଯବାନ ମେମୋରିଆଲ’ ପରିସରରେ ଯୁବମୋର୍ଚ୍ଚା ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭା ଓ ମହମବତୀ ପ୍ରଜ୍ଜ୍ୱଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମାତୃଭୂମିର ସୁରକ୍ଷା, ସାର୍ବଭୌମତ୍ୱ ଓ…

ପ୍ରଧାନ ଶିକ୍ଷକଙ୍କ ବହିଷ୍କାର ଦାବିରେ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଲିଖିତ ଅଭିଯୋଗ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ କରସିଙ୍ଗି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ବିଭିନ୍ନ ଅନିୟମିତତା ଓ କଥିତ ଅନୈତିକ କାର୍ଯ୍ୟକଳାପକୁ ନେଇ ବିଦ୍ୟାଳୟ ପରିଚାଳନା କମିଟି ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ ପରିଚାଳନା କମିଟିର…

ବୁଗୁଡ଼ାରେ ବାହୁଡ଼ାଯାତ୍ରା ସମ୍ପନ୍ନ: ମଝି ଦାଣ୍ଡରେ ଅଟକିଲା ରଥ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ାର ପ୍ରସିଦ୍ଧ ବାହୁଡ଼ାଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ସମ୍ପନ୍ନ ହୋଇଯାଇଛି। ଆଜି ସକାଳୁ ଶ୍ରୀଜୀଉମାନଙ୍କ ଶ୍ରୀଅଙ୍ଗ ନୀତି ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ମଙ୍ଗଳ ଆଳତି ଓ ପୂଜାର୍ଚ୍ଚନା କରାଯାଇଥିଲା। ଏହା ପରେ ଭକ୍ତଙ୍କ ଗହଣରେ ଶ୍ରୀବଳଭଦ୍ର,…

ହେରା ପଞ୍ଚମୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସନ୍ଧ୍ୟା ଆଳତି ଦେଖିବାକୁ ଭକ୍ତଙ୍କ ଭିଡ଼

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଅଞ୍ଚଳର ମୁଖ୍ୟ ଆଧ୍ୟାତ୍ମିକ ପ୍ରାଣକେନ୍ଦ୍ର ପ୍ରସିଦ୍ଧ ଶ୍ରୀ ବିରଞ୍ଚିନାରାୟଣ ମନ୍ଦିର ପରିସରରେ ଥିବା ଜଗନ୍ନାଥ ମନ୍ଦିରର ଗୁଣ୍ଡିଚାଘର ଠାରେ ପବିତ୍ର “ହେରା ପଞ୍ଚମୀ” ତିଥି ଅତ୍ୟନ୍ତ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଘୋଷଯାତ୍ରା…

ସାପ କାମୁଡ଼ା ନିବାରଣ ଓ ପରିଚାଳନା ସମ୍ପର୍କିତ ସଚେତନତା ଶିବିର

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) : ଓଡିଶା ପୋଲିସ ପ୍ରଶାସନ ଆନୁକୁଲ୍ୟରେ ବୁଗୁଡା ଥାନା ବାଲିପଦର ଫାଣ୍ଡି ପରିସରରେ ସାପ କାମୁଡ଼ା ନିରାକରଣ ଓ ପରିଚାଳନା ଶିବିର ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ଏସଡିପିଓ ଡ.ଦୀପକ କୁମାର ମିଶ୍ରଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ…

ବୁଗୁଡ଼ା ବଡ଼ଦାଣ୍ଡରେ ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଆସନ୍ତା ୧୬ ତାରିଖ ଗୁରୁବାର ଦିନ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱପ୍ରସିଦ୍ଧ ପବିତ୍ର ରଥଯାତ୍ରା ପାଇଁ ସ୍ଥାନୀୟ ବୁଗୁଡ଼ା ବଡ଼ଦାଣ୍ଡ ସ୍ଥିତ ରଥଖଳାରେ ନିର୍ମାଣ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ମହାପ୍ରଭୁଙ୍କ ଘୋଷଯାତ୍ରାକୁ ଆଉ ମାତ୍ର କେଇଟା…

କାଜୁ ଜଙ୍ଗଲରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଥାନା ଅନ୍ତର୍ଗତ ମୋଟାବାଡି ଗୋପୀନାଥ ବିଦ୍ୟାପୀଠ ନିକଟସ୍ଥ କାଜୁ ଜଙ୍ଗଲରେ ଝୁଲି ରହିଛି ଏକ ଅଜଣା ବ୍ୟକ୍ତିର ମୃତ ଦେହ।ମୃତକଙ୍କ ପରିଚୟ ଏଯାଏଁ ମିଳି ପାରିନଥିବା ବେଳେ ତାଙ୍କ ବୟସ ୩୦ରୁ ୩୫…

ପିଏମଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ହାଇ ସ୍କୁଲ ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ପିଏମଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି । ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷୟତ୍ରୀ ସରୋଜିନୀ ହାଁସଦା ବୃକ୍ଷ ରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରି…

ବୁଗୁଡ଼ା କୋର୍ଟ ପରିସରରେ ୭୭ ତମ ବନ ମହୋତ୍ସବ ପାଳନ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ପରିବେଶକୁ ସୁରକ୍ଷିତ ରଖିବା ପାଇଁ ବୃକ୍ଷ ରୋପଣର ଆବଶ୍ୟକ ରହିଥିବା ବେଳେ ବୁଗୁଡ଼ା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ପରିସରରେ ତାଲୁକା ଆଇନ ସେବା ପ୍ରାଧିକରଣ ଆନୁକଲ୍ୟରେ ୦୪/୭/୨୬ ତାରିଖ ଦିନ ୭୭ ତମ ବନମହୋତ୍ସବ…

Powered by Joinchat