ବେପାରୁଆ ଗାଡି ଚାଳନା ଯୋଗୁ ସଡକ ଦୁର୍ଘଟଣା, ଜଣେ ମୃତ ତିନି ଗୁରୁତର

ଗଞ୍ଜାମ/ବୁଗୁଡ଼ା ସୋରେନ କୁମାର ପ୍ରଧାନ):ବେପାରୁଆ ଗାଡି ଚାଳନା ଯୋଗୁ ଦୈନନ୍ଦିନ ସଡ଼କ ଦୁର୍ଘଟଣା ଘଟିଛି।ସେହିଭଳି ଆଜି ବୁଗୁଡା ‐ ସୋଳମଇଲି ରାସ୍ତାରେ ଏକ ବାଇକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଗୁରୁତର ଆହତ…

ଆଦିପୁରରେ ୨୪ ପ୍ରହର ଅଖଣ୍ଡ ନାମଯଜ୍ଞ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକର ଆଦିପୁର ଗ୍ରାମରେ ଚନ୍ଦିନୀ ମଣ୍ଡପ ପ୍ରତିଷ୍ଠା ଉପଲକ୍ଷେ ଚବିଶି ପ୍ରହର ଅଖଣ୍ଡ ନାମଯଜ୍ଞର ଶୁଭାରମ୍ଭ ହୋଇଯାଇଛି। ଏଥି ନିମନ୍ତେ ଗତ ମଙ୍ଗଳବାର ଦିନ ଅଧିବାସ ତଥା କଳସ ଯାତ୍ରା ଯଥା ରୀତିନୀତି ପ୍ରକାରେ…

ଆଗକୁ ଆସୁଛି ହୋଲି , ଏବେଠୁ ଜମୁଛି ହୋଲି ସାମଗ୍ରୀ ବେପାର

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଆଗକୁ ଆସୁଛି ହୋଲି ଖେଳର ପର୍ବ ଦୋଳ ପୂର୍ଣ୍ଣିମା। ବୁଗୁଡା ସହରରେ ବିରଞ୍ଚି ନାରାୟଣ ଏବଂ ବଳଦେବ ମନ୍ଦିର ପକ୍ଷରୁ ଉତ୍ସାହର ସହ ଦୋଳ ଉତ୍ସବ ପାଳନ ଅବସରରେ ଦୈନିକ ସାନ୍ଧ୍ଯ କାଳରେ ଦୋଳଗୋବିନ୍ଦଙ୍କୁ ଦୋଳବିମାନରେ…

ବିରଞ୍ଚିନାରାୟଣ ମନ୍ଦିରରେ ଦୋଳ ମେଲଣ ଉତ୍ସବ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ଫଗୁଦଶମୀ ଠାରୁ ବୁଗୁଡ଼ାସ୍ଥିତ ଶ୍ରୀ ବିରଞ୍ଚିନାରାୟଣ ମନ୍ଦିରରେ ଦୋଳ ମେଲଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଫଗୁଦଶମୀରେ ମନ୍ଦିରରେ ରାଧାକୃଷ୍ଣ ଙ୍କ ଫଗୁଖେଳ ଏବଂ ଏକାଦଶୀରେ ବେଢା ପରିକ୍ରମା…

ମହିଳା ଦିବସ ଉପଲକ୍ଷେ ସ୍ବାସ୍ଥ୍ୟ ଓ ଚକ୍ଷୁ ପରୀକ୍ଷା ଶିବିର

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ମାର୍ଚ୍ଚ ୮ ତାରିଖ ବିଶ୍ବ ମହିଳା ଦିବସ ଉପଲକ୍ଷେ ବୁଗୁଡା ବ୍ଲକ ଅନ୍ତର୍ଗତ କରୁଣା ଟ୍ରଷ୍ଠ ପରିଚାଳିତ ମାଣିତରା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର (ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର) ପରିସରରେ ସ୍ବାସ୍ଥ୍ୟ ସେବା ଓ ପରିକ୍ଷା ଏବଂ…

ବୁଥ ସ୍ତରୀୟ ନୂତନ କର୍ମକର୍ତ୍ତା ଚୟନ ଓ ସାଙ୍ଗଠନିକ ବୈଠକ

ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ବୁଗୁଡ଼ା ସଙ୍ଗମ କଲ୍ୟାଣ ମଣ୍ଡପ ଠାରେ ବିଜେପି ପକ୍ଷରୁ ୦୫ ତାରିଖ ଦିନ ବୁଥ୍ ସ୍ତରୀୟ କର୍ମକର୍ତ୍ତାଙ୍କୁ ନେଇ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମଙ୍କୁ ମୁଖ୍ୟ ଅତିଥି ଭାବେ…

ବୁଗୁଡ଼ାରେ କ୍ଲକ୍ ଟାଓ୍ବାରର କ୍ଲକ୍ ଖରାପ , ସଜାଡିବାକୁ ଦାବି

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା ସହରର ମଦନ ମୋହନ ଛକରେ ଶୋଭା ପାଉଥିବା କ୍ଲକ୍ ଟାଓ୍ବାରରେ ଲାଗିଥିବା ଚାରୋଟିଯାକ କ୍ଲକ୍ ଦୀର୍ଘ ଦିନ ହେଲା ଖରାପ ହୋଇପଡିଥିଲା ବେଳେ ଏନଏସି କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉଥିବାରୁ ସାଧାରଣରେ…

ବୁଗୁଡ଼ାର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ୩୯ତମ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ପରିଚାଳନା ସମିତି ସମ୍ପାଦକ ବିଶ୍ବ ମୋହନ ମିଶ୍ରଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…

ବୁଗୁଡ଼ାରେ ପଞ୍ଚଠାକୁରାଣୀ ଯାତ୍ରା ଉପଲକ୍ଷେ ଶୁଭଖୁଣ୍ଟି ସ୍ଥାପନ

ଗଞ୍ଜାମ/ବୁଗୁଡା(ସୋରେନ କୁମାର ପ୍ରଧାନ): ଏ ବର୍ଷ ଆଗାମୀ ଏପ୍ରିଲ ୨୫ରୁ ମେ ୧୧ ତାରିଖ ପର୍ଯ୍ୟନ୍ତ ହେବାକୁ ଯାଉଥିବା ସପ୍ତଦଶ ଦିବସୀୟ ପଞ୍ଚଠାକୁରାଣୀ ଯାତ୍ରା ଉପଲକ୍ଷେ ବୁଗୁଡା ବଡଦାଣ୍ଡରେ ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ଯକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପବିତ୍ର ମହାଶିବରାତ୍ରୀ ଅବସରରେ…

ବୁଗୁଡ଼ା ରେ “ବିକଶିତ ଗାଁ, ବିକଶିତ ଓଡିଶା” ବିଷୟରେ ସ୍ୱତନ୍ତ୍ର ସମିତି ବୈଠକ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) :ବୁଗୁଡ଼ା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ୨୫ ତାରିଖ, ମଙ୍ଗଳବାର ଦିନ ବୁଗୁଡ଼ା ସମିତିର ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇ “ବିକଶିତ ଗାଁ, ବିକଶିତ ଓଡିଶା” ଯୋଜନା ବିଷୟରେ ଆଲୋଚନା ହୋଇଥିଲା। କାର୍ଯ୍ୟକ୍ରମରେ ବୁଗୁଡ଼ା…

error: Content is protected !!
Powered by Joinchat