ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବି.କରଡ଼ାବାଡ଼ି ଗ୍ରାମରେ ଦିର୍ଘ ୩୦ ବର୍ଷର ବ୍ୟବଧାନରେ ଆଜି ପଞ୍ଚୁଦଣ୍ଡ ମହାମିଳନ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାବସର , ପାଣିକେଶର , କୁମ୍ପାପଡା , ଛାମୁଣ୍ଡା , ମରାଇପଲ୍ଲୀ ଆଦି ୫ଟି…
Category: ଗଞ୍ଜାମ
ଆରମ୍ଭ ହୋଇଯାଇଛି ପ୍ରସିଦ୍ଧ ଦଣ୍ଡଯାତ୍ରା, ଜମୁଛି ମୟୁର ପୁଚ୍ଛ ବେପାର
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଚଳିତ ବର୍ଷ ବୁଗୁଡ଼ା ଅଞ୍ଚଳରେ ଦଣ୍ଡଯାତ୍ରା ପର୍ବ ଆରମ୍ଭ ହୋଇଯାଇଛି । ମେରୁ ସଂକ୍ରାନ୍ତି ଯାଏଁ ଚାଲିବାକୁ ଥିବା ଏହି ଦଣ୍ଡଯାତ୍ରା ପର୍ବ ଯୋଗୁଁ ଗ୍ରାମାଞ୍ଚଳ ଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଏକ ଆଧ୍ୟାତ୍ମିକ…
ପ୍ରବେଶ ରଥର ଶୁଭାରମ୍ଭ ବା ସ୍କୁଲରେ ଖଡି ଛୁଆଁ ଆରମ୍ଭ
ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ): ରାଜ୍ଯ ସରକାରଙ୍କ ନିର୍ଦେଶ କ୍ରମେ ରାଜ୍ଯର ସମସ୍ତ ଜିଲ୍ଲାର ସମସ୍ତ ବ୍ଳକରେ ପ୍ରବେଶ ରଥ ପରିକ୍ରମା କରିବ ଏବଂ କୁନିକୁନି ପିଲାମାନଙ୍କୁ ଜିରୋ କାଜୁଆଲଟି ମଧ୍ୟରେ ପାଠପଢା ହେବ ସେ ନେଇ ଆଜି ପ୍ରବେଶ ରଥ ର…
୧୯୭୪ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବନ୍ଧୁ ମିଳନ
ଗଞ୍ଜାମ/ବୁଗୁଡା(ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ବାଲିପଦର ଉଚ୍ଚ ବିଦ୍ୟାଳୟର ୧୯୭୪ ମସିହାରେ ଏକାଦଶ ଶ୍ରେଣୀ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀମାନଙ୍କ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଭଞ୍ଜ ରାଜବଂଶର ଆରଧ୍ୟ ଦେବୀ ମା’ ଶାଙ୍କୁଳେଇ ପୀଠରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ…
ଠାକୁର ଅନୁକୂଚନ୍ଦ୍ରଙ୍କ ୧୩୭ ତମ ଜନ୍ମ ମହୋତ୍ସବ ଅନୁଷ୍ଠିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଶ୍ରୀ ଶ୍ରୀ ଠାକୁର ଅନୁକୂଚନ୍ଦ୍ରଙ୍କ ୧୩୭ ତମ ଜନ୍ମମହୋତ୍ସବ ତଥା ବ୍ଲକ ସ୍ତରୀୟ ସତସଙ୍ଗ ସମାବେଶ ବୁଗୁଡ଼ା ଟୁଣୁଟୁଣିଆ ସାହି ସ୍ଥିତ ସତସଙ୍ଗ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇ ଯାଇଛି I କାର୍ଯ୍ୟକ୍ରମରେ ମତ୍ସ୍ୟ, ପଶୁସମ୍ପଦ…
ଅନ୍ତର୍ଦୋୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ ।
ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ରାଜ୍ଯ ଓ କେନ୍ଦ୍ର ସରକାରଙ୍କ ନିର୍ଦେଶ କ୍ରମେ ଆଜି ବୁଗୁଡା ବ୍ଳକରେ ନିରୀହ ଭିନ୍ନକ୍ଷମ,ବିକଳାଙ୍ଗ,ବିଧବା ଆଦି ପରିବାରକୁ ସରକାରଙ୍କ ଅନ୍ତର୍ଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ୧୨୬ ଜଣ ହିତାଧିକାରୀଙ୍କୁ ବଣ୍ଟନ କରାଯାଇଛି । ବିଡ଼ିଓ ଦ୍ଵିତୀକୃଷ୍ଣ ପାତ୍ରଙ୍କ ତତ୍ତ୍ଵାବଧାନରେ…
ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ ଅନ୍ତର୍ଗତ ସୁନାକେରା ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ପ୍ରତିଭା ମିଶ୍ର ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ୟ…
ବୁଗୁଡ଼ା ଓକିଲ ସଂଘ ନିର୍ବାଚନ ଅନୁଷ୍ଠିତ
ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ବୁଗୁଡ଼ା ଓକିଲ ସଂଘ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି l ସମ୍ପାଦକ ପଦବୀ ବ୍ୟତୀତ ପୂର୍ବରୁ ଅନ୍ୟ ସବୁ ପଦବୀ ରେ ପ୍ରାର୍ଥୀ ମାନେ ଅପ୍ରତିଦ୍ବନ୍ଦି ଭାବେ ନିର୍ବାଚିତ ହୋଇଥିବା ବେଳେ ଆଜି କେବଳ ସମ୍ପାଦକ ପଦବୀ ନିମନ୍ତେ ମାନସ…
ପୋଚାଲୁଣ୍ଡି ଓ ଭାମଶ୍ୟାଳି ରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ) : ବୁଗୁଡା ବ୍ଳକ ଅନ୍ତର୍ଗତ ପୋଚାଲୁଣ୍ଡି ଏବଂ ଭାମଶ୍ୟାଳି ଗ୍ରାମରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି । ଯାତ୍ରାର ପ୍ରଥମ ଦିନରେ ଦଣ୍ଡ ଉଠୁଥିବା କାଳୀ ମନ୍ଦିର ଗୁଡିକରେ ପାରମ୍ପରିକ ରୀତିନୀତି ପ୍ରକାରେ ସମସ୍ତ କାର୍ଯ୍ୟ…
ଏନ୍ଏସି କ୍ଲଷ୍ଟର ସ୍ତରୀୟ ଟିଏଲଏମ୍ ମେଳା ଅନୁଷ୍ଠିତ
ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏନ୍ଏସି କ୍ଲଷ୍ଟର ସ୍ତରୀୟ ଶିକ୍ଷାଦାନ ଶିକ୍ଷଣ ଉପକରଣ ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏହି କ୍ଲଷ୍ଟର ଅନ୍ତର୍ଗତ ୧୦ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ସେମାନଙ୍କ ଦ୍ଵାରା ପ୍ରସ୍ତୁତ…
