କାର୍ତ୍ତିକେଶ୍ୱର ପୂଜା ଆରମ୍ଭ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ସ୍ଥାନୀୟ ବଡ଼ଦାଣ୍ଡ ଠାରେ ବିରଞ୍ଚିନାରାୟଣ ପୂଜା କମିଟି ପକ୍ଷରୁ ଦେବସେନାପତି ଭଗବାନ ଶ୍ରୀ କାର୍ତ୍ତିକେଶ୍ୱରଙ୍କ ପୂଜା ମହାସମାରୋହରେ ଆରମ୍ଭ ହୋଇଯାଇଛି।ପୂଜା ଆରମ୍ଭ ହେବା ପରେ ସମଗ୍ର ବୁଗୁଡ଼ା ଅଞ୍ଚଳ ଏକ ଆଧ୍ୟାତ୍ମିକ ଏବଂ ଉତ୍ସବମୁଖର ପରିବେଶ ସୃଷ୍ଟି…

ନଦୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ

ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ବୁଗୁଡ଼ା ଥାନା ଅନ୍ତର୍ଗତ କୁଆଁନଳା ଗ୍ରାମର ଜନୈକ ବୃଦ୍ଧ ବ୍ଯକ୍ତି ବାଘୁଆ ନଦୀରେ ବୁଡି ମୃତ୍ୟୁ ବରଣ କରିଥିବା ଜଣାଯାଇଛି। ମୃତ ବୃଦ୍ଧ ଜଣକ ହେଲେ ସେହି ଗ୍ରାମର ବାଞ୍ଛାନିଧି ଗୌଡ(୬୫)। ପ୍ରକାଶ ଯେ, ଶନିବାର ଅପରାହ୍ଣରେ ବାଞ୍ଛାନିଧି…

ବ୍ଯାଘ୍ର ଗଣନା ସମ୍ପର୍କିତ ଏକଦିବସୀୟ ତାଲିମ ପ୍ରଦାନ ଶିବିର

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡା ବଡଦାଣ୍ଡସ୍ଥିତ କଳିଙ୍ଗ ବୈଶ୍ୟ ଭବନ ପରିସରରେ ଘୁମୁସର ଦକ୍ଷିଣ ବନଖଣ୍ଡ, ଭଞ୍ଜନଗର ପକ୍ଷରୁ ବୁଗୁଡ଼ା ବନ ବିଭାଗ ସହଯୋଗରେ ଡିଭିଜନ ସ୍ତରୀୟ ବ୍ଯାଘ୍ର ଗଣନା ସମ୍ପର୍କିତ ଏକଦିବସୀୟ ତାଲିମ ଶିବିର ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଯାଇଛି। …

ବୁଗୁଡ଼ାରେ ଅଁଳା ନବମୀ ଉତ୍ସବ ପାଳିତ

ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ବୁଗୁଡ଼ା ଅଞ୍ଚଳର ବିଭିନ୍ନ ମନ୍ଦିରରେ ଅଁଳା ନବମୀ ଉତ୍ସବ ଯଥା ରୀତିନୀତି ପ୍ରକାରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିରଞ୍ଚି ନାରାୟଣ ମନ୍ଦିର ପରିସରସ୍ଥ ରଘୁନାଥ ମମନ୍ଦିରରେ ଉଚ୍ଚ ଉତ୍ସବ ପାଳନ ଅବସରରେ ଦେବାଦେବୀଙ୍କ ପହଡ ଅବକାଶ, ମଙ୍ଗଳ…

ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଏନଏସିର ଓ୍ବାର୍ଡ ନଂ-୨ ଅନ୍ତର୍ଗତ ଅରବିନ୍ଦ ନଗର-୩ରୁ କେନାଲ ସାହିକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ବହୁ ବର୍ଷ ତଳେ ତିଆରି ହୋଇଥିବା କଂକ୍ରିଟ ରାସ୍ତାଟି ଭାଙ୍ଗିଯାଇ ତାହା ଉପରେ ମାଟି…

ପୋଲିସ ପ୍ରଶାସନ ପକ୍ଷରୁ ସାଇବର ସୁରକ୍ଷା ସଚେତନତା ଅଭିଯାନ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସମ୍ପ୍ରତି ସମାଜରେ ବଢିଚାଲିଥିବା ସାଇବର କ୍ରାଇମକୁ ନିୟନ୍ତ୍ରଣ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲ୍ଲା ପୋଲିସର ସାଇବର ସେଲ ପକ୍ଷରୁ ସ୍ଥାନୀୟ ପିପୁଲ୍ସ କଲେଜରେ ଏକ ସାଇବର ସୁରକ୍ଷା ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି…

ବୁଗୁଡ଼ାରେ ମା’ କାଳୀଙ୍କ ଭସାଣି ଉତ୍ସବ ମହାସମାରୋହରେ ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ମଦନ ମୋହନ ଛକ ପୂଜା ମଣ୍ଡପରେ ଗତ ଦୀପାବଳି ଠାରୁ ପୂଜା ପାଇ ଆସୁଥିବା ମା’ କାଳୀଙ୍କ ଭସାଣି ଉତ୍ସବ ଆଜି ଅଷ୍ଟମ ଦିନରେ ଅତ୍ୟନ୍ତ ଜାକଜମକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ…

ମୌଳିକ ସାକ୍ଷରତା ଓ ସଂଖ୍ଯା ଜ୍ଞାନ ଆକଳନ ପରୀକ୍ଷା ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ଭାରତ ସରକାରଙ୍କ ଦ୍ବାରା ପ୍ରାୟୋଜିତ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ତଥା ଉଲ୍ଲାସର ଲକ୍ଷ୍ୟ ୧୫ବର୍ଷ ବା ତଦୁର୍ଦ୍ଧ ଅଧିବାସୀଙ୍କୁ ମୌଳିକ ଶିକ୍ଷା, ଜୀବନ ଧାରଣ କୌଶଳ ଏବଂ ବୃତ୍ତିଗତ ଦକ୍ଷତାରେ ପ୍ରତିପୁଷ୍ଟି ପ୍ରଦାନ କରି ବିକଶିତ ଭାରତ…

ବାଲିପଦରରେ ଦ୍ୱାବିଂଶ ଧର୍ମ ସମିଳନୀ

ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ସତସଙ୍ଗ ଦ୍ୱାରା ଭଗବତ ପ୍ରାପ୍ତି ହୁଏ ବୋଲି ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ବାଲିପଦର ଗ୍ରାମରେ ଅନୁଷ୍ଠିତ ଦ୍ୱାବିଂଶ ଧର୍ମ ସମିଳନୀରେ ପ୍ରବଚକମାନେ ମତ ପୋଷଣ କରିଛନ୍ତି। ସମଗ୍ର ମହାଜାଗତିକ ସତ୍ୟ, ଯାହା ଶାଶ୍ୱତ, ଚିରନ୍ତନ ଓ ମୁକ୍ତିର ମାର୍ଗ,…

ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୁଷ୍ଠ ରୋଗ ସଚେତନତା କାର୍ଯ୍ୟଶାଳା

ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୁଷ୍ଠ ରୋଗ ସମ୍ପର୍କରେ ଥିବା ଭ୍ରାନ୍ତି ଓ ମିଥ୍ୟା ଧାରଣାକୁ ଭାଙ୍ଗିବା ଉଦ୍ଦେଶ୍ୟରେ ଏକ ସଚେତନତା କାର୍ଯ୍ୟଶାଳା ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟଶାଳାରେ…

error: Content is protected !!