ପିତାମହୁଲରେ କେନ୍ଦ୍ର ସ୍ତରୀୟ ଡ଼ୁମାଲ ଜାତି ସମାଜର ବାର୍ଷିକ ବୈଠକ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ବୀରମହାରାଜପୁର ବ୍ଲକ ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗ୍ରାମ ଠାରେ କେନ୍ଦ୍ର ସ୍ତରୀୟ ଡୁମାଳ ଜାତି ସମାଜର ବାର୍ଷିକ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ସ୍ଥାନୀୟ ଗ୍ରାମର ଭୈରବୀ ମନ୍ଦିର ଠାରେ ପୂଜାର୍ଚ୍ଚନା…

ସୋନପୁର କଲେଜରେ ପୁରାତନ ଛାତ୍ରଛାତ୍ରୀଙ୍କ ସାଧାରଣ ସଭା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲାର ସର୍ବପୁରାତନ କଲେଜ ସୋନପୁର ମହାବିଦ୍ୟାଳୟ ଗଠନର ଦୀର୍ଘ ଅର୍ଦ୍ଧ ଶତାବ୍ଦୀ ପରେ ମଧ୍ୟ ସରକାରୀ ମାନ୍ୟତା ପାଇ ପାରିନାହିଁ। ଏଥିପାଇଁ ପ୍ରଶାସନିକ ଉଦାସୀନତା ତଥା ରାଜନୈତିକ ଇଚ୍ଛାଶକ୍ତିକୁ ସାଧାରଣରେ ଦାୟୀ କରାଯାଉଛି। ୧୯୬୪…

ସୋନପୁର ବିଜେପି ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଅପରେସନ୍ ସିନ୍ଦୂରର ସଫଳତାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଉତ୍ସହ ସୃଷ୍ଟି କରିବା ସହ ଦେଶପ୍ରେମ ଜାଗ୍ରତ କରିବା ଉଦ୍ଦେଶ୍ୟରେ ଆଜି ସୁବର୍ଷପୁର ବିଜେପି ନଗର ମଣ୍ଡଳ ପକ୍ଷରୁ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣ ରେ ତ୍ରିରଙ୍ଗା…

ପ୍ରତ୍ୟହ ଯୋଗାଭ୍ୟାସ ଦ୍ୱାରା ଜୀଵନ ଶୈଳୀକୁ ପରିବର୍ତ୍ତନ କରିହେବ : ଯୋଗଗୁରୁ ମନୋଜ ପଣ୍ଡା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲାର ସଦର ମହକୁମା ଉପ- କାରାଗାର ରେ ଏକ ସ୍ବତନ୍ତ୍ର ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି l ଏହୀ କାର୍ଯ୍ୟକ୍ରମ ରେ ଜିଲ୍ଲା ଭାରତ ସ୍ଵାଭିମାନ ପ୍ରଭାରୀ ମନୋଜ ପଣ୍ଡା ଯୋଗ…

ସୁବର୍ଣ୍ଣପୁର ଠାରେ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ଆଜି ଅପରାହ୍ନ ରୁ ସନ୍ଧ୍ୟା ପର୍ଯ୍ୟନ୍ତ ବ୍ଲକ ଛକ, ସୋନପୁର ଠାରେ ପଶ୍ଚିମ ଓଡିଶା ଟ୍ରାଫିକ ସଚେତନତା ସଂସ୍ଥା ଓ ଆଞ୍ଚଳିକ ପରିବହନ ବିଭାଗ ସୁବର୍ଣ୍ଣପୁରର ମିଳିତ ସହଯୋଗ ରେ ଏକ ସଡକ ସୁରକ୍ଷା…

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ, ସୁବର୍ଣ୍ଣପୁର ଜିଲ୍ଲା ଶାଖା ତରଫରୁ ନାରଦ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ତରଫରୁ ଗତ କାଲି ନାରଦ ଜୟନ୍ତୀ ସ୍ଥାନୀୟ ଦୟାନନ୍ଦ ପ୍ଲେ ସ୍କୁଲର ପରିସରରେ ପାଳନ ହୋଇଯାଇଛି। ବ୍ରହ୍ମାଙ୍କ ମାନସ ପୁତ୍ରଙ୍କ ଜନ୍ମ ଦିନରେ ସଂଘର ପ୍ରଚାର ବିଭାଗ ତରଫରୁ…

ଯୁଡୋ କରାଟେ ସ୍କୁଲର ରାଜ୍ୟ ସ୍ତରୀୟ ସଫଳତା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଗତ ୯ ତାରିଖ ଠାରୁ ୧୧ ତାରିଖ ପର୍ଯ୍ୟନ୍ତ ରାୟଗଡ଼ା ର ଗୋପବନ୍ଧୁ ସ୍କୁଲ ଠାରେ ଓଡିଶା ରାଜ୍ୟ ବ୍ୟାୟାମ ସଂଘ ଓ ଥାଙ୍ଗ- ଟା ମାର୍ଶଲ ଆର୍ଟସ୍ ଏବଂ ମୁଆଥାଇ ( ଥାଇବକ୍ସିଂ) ଅନୁଷ୍ଠିତ…

ସୁବର୍ଣ୍ଣପୁର ଜିଲ୍ଲା ନର୍ସିଂ କର୍ମଚାରୀ ସଂଘ ତରଫରୁ ଆନ୍ତର୍ଜାତିକ ସେବିକା ଦିବସ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ନର୍ସିଂ କର୍ମଚାରୀ ସଂଘ ତରଫରୁ ସ୍ଥାନୀୟ ଜିଲ୍ଲା ସଂସ୍କୃତି ଭବନରେ ଆନ୍ତର୍ଜାତିକ ସେବିକା ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବ ରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ନାରାୟଣ…

ସୁବର୍ଣ୍ଣପୁର ଠାରେ ବୁଦ୍ଧ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ବୁଦ୍ଧ ପୂର୍ଣ୍ଣିମା ତଥା ଜୟନ୍ତୀ ଅବସରରେ ସୋନପୁର ପୌର ପରିଷଦ ପକ୍ଷରୁ ସହର ର ସର୍କିଟ ହାଉସ ଛକ ଠାରେ ଥିବା ବୁଦ୍ଧ ଙ୍କ ପ୍ରତିମୂର୍ତ୍ତି ଠାରେ ପୁଷ୍ପ ମାଲ୍ୟ ଅର୍ପଣ ପୂର୍ବକ ଭଗବାନ…

ରାଜ୍ୟପାଳଙ୍କ ଠାରୁ ଷଷ୍ଠ ଥର ଶ୍ରେଷ୍ଠ ଜିଲ୍ଲା ସ୍କାଉଟ କେମ୍ପୋରୀ ଭାବେ ସୁବର୍ଣ୍ଣପୁର ଜିଲ୍ଲା ପୁରସ୍କୃତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର ବାରିକ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ୧୨ ତମ ସୁବର୍ଣ୍ଣପୁର ଜିଲ୍ଲା ଭାରତ ସ୍କାଉଟ ଗାଇଡ କେମ୍ପୋରୀ ୨୦୨୪-୨୫ କୁ ମହାମହିମ ଓଡ଼ିଶାର ରାଜ୍ୟପାଳ ଡ.ହରିବାବୁ କମ୍ବମପତି ଚଳିତ ବର୍ଷ ପାଇଁ ଶ୍ରେଷ୍ଠ ଜିଲ୍ଲା…

error: Content is protected !!