ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ସହରର ବୋଲବମ୍ ଚାରିଟେବୁଲ ଟ୍ରଷ୍ଟ ମଣ୍ଡପ ଠାରେ ଡ଼ଃ ଅଭିଷେକ ମିଶ୍ର ସ୍ମୃତି କମିଟି ପକ୍ଷରୁ ଏକ ସ୍ବେଛାକୃତ ରକ୍ତ ଦାନ ଶିବିର ଓ ମହାନଦୀ ନେତ୍ର ଚିକିତ୍ସାଳୟ ପଣ୍ଡା ପାଲି ଓ ସିଟି…
Category: ସୁବର୍ଣ୍ଣପୁର
କୋଶଳ ପ୍ରବକ୍ତା ଦେବେନ୍ଦ୍ର କୁମାର ପାଇବେ ସମ୍ମାନଜନକ ଡକ୍ଟରେଟ ଉପାଧି
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଆନ୍ତର୍ଜାତିକ ସ୍ତରରେ ସୁନାମଧନ୍ୟ ଶିକ୍ଷାନୁଷ୍ଠାନ ଆମେରିକାନ୍ ମେରିଟ୍ କାଉନସିଲ୍, ଆମେରିକା ତରଫରୁ ସମ୍ମାନସୂଚକ ଡକ୍ଟରେଟ ଉପାଧି ପାଇବେ ବିଶିଷ୍ଟ ସାହିତ୍ୟିକ ଦେବେନ୍ଦ୍ର କୁମାର ନାଏକ।କୋଶଳାଞ୍ଚଳର କଳା-ସାହିତ୍ୟ-ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଯୋଗୁଁ ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ…
ଉପଖଣ୍ଡ ଅମଲା ସଙ୍ଘ ଓ ଅଣଗେଜେଟେଡ କର୍ମଚାରୀ ସମନୟ ସମିତିର ବନ୍ଧୁମିଳନ ଅନୁଷ୍ଠିତ
କରଞ୍ଜିଆ (ଜିତେନ୍ଦ୍ର ରାଜ): ଓଡିଶା ଅମଲା ସଂଘ,ଅଣଗେଜେଟେଡ କର୍ମଚାରୀ ସମନୟ ସମିତି ବାମନଘାଟୀ ଓ ପାଞ୍ଚପିଢ ଉପଖଣ୍ଡ ର ବନ୍ଧୁମିଳନ ଖିଚିଂ ସ୍ଥିତ ମା କୀଚକେଶ୍ବରୀ କଲ୍ଯାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଅ ଇଅଛି ।ଏହି ବନ୍ଧୁମିଳନରେ ବିଭିନ୍ନ ବିଭାଗର ଅମଲା…
ଧର୍ମଶାଳା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ଜାତୀୟ ଗଣିତ ଦିବସ ପାଳିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଭାରତର ପ୍ରସିଦ୍ଧ ଗଣିତଜ୍ଞ ଶ୍ରୀନିବାସ ରାମାନୁଜନ ଙ୍କ ଜୟନ୍ତୀ ତଥା ଜିଲ୍ଲା ସ୍ତରୀୟ ଜାତୀୟ ଗଣିତ ଦିବସ ଜିଲ୍ଲା ଶିକ୍ଷା କର୍ଯ୍ୟାଳୟ ତରଫରୁ ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟ, ଧର୍ମଶାଳା ଠାରେ ପାଳିତ ହୋଇ ଯାଇଛି…
ଜିନ୍ନତ ପରେ ଶିମିଳିପାଳ ଛାଡ଼ିଲା ଯମୁନା,ମିଶନ ସଫଳ ହେବା ନେଇ ସନ୍ଦେହ
କରଞ୍ଜିଆ (ଜିତେନ୍ଦ୍ର ରାଜ ) : ମୟୂରଭଞ୍ଜ ଜିଲ୍ଲାର ବିଶ୍ୱ ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘର ଜେନେଟିକ୍ ଡାଇଭର୍ସିଟି (ବଂଶାନୁକ୍ରମିକ ବିବିଧତା) ପରିବର୍ତ୍ତନ କରିବା ନେଇ ଆରମ୍ଭ ହୋଇଥିବା ମିଶନ ଏବେ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି। ଯେଉଁ ଦୁଇ…
