ନବରାତ୍ରର ଅନ୍ତିମ ଦିନରେ ମା’ ସୁରେଶ୍ଵରୀ ଙ୍କ ମହିଷାମର୍ଦ୍ଦିନୀ ବେଶ

ସୁବର୍ଣ୍ଣପୁର (ରିପୋର୍ଟ-ଶାନ୍ତନୁ କୁମାର କର୍ଣ୍ଣ) “ଯାଦେବୀ ସର୍ବଭୂତେଷୁ ଦୁର୍ଗା ରୂପେଣସଂସ୍ଥିତା ନମସ୍ତସ୍ୟୈ ନମସ୍ତସ୍ୟୈ ନମସ୍ତସ୍ୟୈ ନମୋନମଃ”ହିନ୍ଦୁଧର୍ମାବଲମ୍ବୀଙ୍କ ପାଇଁ ଶାରଦୀୟ ନବରାତ୍ର ପୂଜା ବହୁତ ପବିତ୍ର ଓ ମହତ୍ତ୍ୱପୁର୍ଣ୍ଣ କୁହାଯାଏ।ଏହି ସମୟରେ ପୂଜାର୍ଚ୍ଚନା କରାଯିବା ଦ୍ୱାରା ମନୋବାଞ୍ଛିତ ଫଳପ୍ରାପ୍ତ ହୁଏ ବୋଲି ପୁରାଣଗ୍ରନ୍ଥ…

ଭାଇର ମଙ୍ଗଳକାମନା କରି ଭାଇଜିଉଁନ୍ତିଆ ଓଷା ପାଳନ କଲେ ଭଉଣୀମାନେ

ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ ):ଗତକାଲି ଭାଇ ଜିଉନ୍ତିଆ ଓଷା। ପଶ୍ଚିମ ଓଡ଼ିଶାର ଅନେକ ପର୍ବ ମଧ୍ୟରୁ ଆଉ ଏକ ମହାନ ପର୍ବ ହେଉଛି ଏହି ଓଷା । ଭାଇର ମଙ୍ଗଳ କାମନା ପାଇଁ ଉପବାସ କରି ମା’…

ମାଁ ମାହେଶ୍ୱରୀ ଦେବୀଙ୍କ ସ୍ନାନଯାତ୍ରା ଅନୁଷ୍ଠିତ

ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ ): ଚାରିଆଡ଼େ ଚାଲିଛି ଶକ୍ତି ଆରାଧନା । ଧୂପ,ଦୀପ କର୍ପୁର ,ଭାସ୍କର ,ନୈବେଦ୍ୟ ଆଦିର ସୁଗନ୍ଧରେ ଉଛୁଳି ପଡୁଛି ପରିବେଶ।ଚାଲିଛି ଦେବୀ ଦୁର୍ଗାଙ୍କ ଆରାଧନା।ତାରି ଭିତରେ ଜିଲ୍ଲାର ଦେବୀ ଦୁର୍ଗାଙ୍କ ଭିନ୍ନ ଏକ…

ବୀରମହାରାଜପୁର ଠାରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

ସୁବର୍ଣ୍ଣପୁର (ରିପୋର୍ଟ-ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ବିରାମହରାଜପୁର ପଂଚାୟତ ସମିତି ସଭା ଗୃହ ରେ ରେଆର ସୋନପୁର ତରଫରୁ ବେସିକ ନିଡ଼ ଇଣ୍ଡିଆ ସହାୟତା ରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି!କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥିଭାବେ…

ସତ୍ୟବାଦୀ ଜୁନିୟର କଲେଜରେ ଯୁବ ରେଡକ୍ରସର ପ୍ରବେଶ ଉତ୍ସବ ପାଳିତ

ସୁବର୍ଣ୍ଣପୁର (ରିପୋର୍ଟ-ଶାନ୍ତନୁ କୁମାର କର୍ଣ୍ଣ) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ୍ ଅନ୍ତର୍ଗତ ସତ୍ୟବାଦୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟ କଳାପଥର ଠାରେ ରେଡ୍ କ୍ରସ୍ ର ପ୍ରବେଶ ଉତ୍ସବ ଆୟୋଯିତ ହେଇଯାଇଛି । ଜିଲ୍ଲା ରେଡକ୍ରସ କାର୍ଯ୍ୟକାରୀ କମିଟିର ସଭ୍ୟ ତଥା ଅଧ୍ୟକ୍ଷ ଶ୍ରୀକାନ୍ତ…

ବିଶ୍ୱ ମସ୍ତିସ୍କ ପକ୍ଷାଘାତ ଦିବସ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସ୍ବେଛାସେବୀ ସଂସ୍ଥା ରେଆର ତରଫରୁ ସାମାଜିକ ସୁରକ୍ଷା ଓ ଭିନକ୍ଷମ ସଶକ୍ତିକରଣ ବିଭାଗ ସହାୟତା ରେ ଧୋବାମୁଣ୍ଡା ରେଆର ଡେ଼ କେୟାର ଥେରାପି କେନ୍ଦ୍ର ଠାରେ ବିଶ୍ୱ ମସ୍ତିଷ୍କ ପକ୍ଷ୍ୟାଘାତ…

ଭୈରବୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସୁରେଶ୍ୱରୀ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ ): ନବରାତ୍ରିର ପଞ୍ଚମ ଦିନରେ ଆଜି ସୁବର୍ଣ୍ଣପୁର ର ଇଷ୍ଟଦେବୀ ମା’ସୁରେଶ୍ଵରୀ ଭୈରବୀ ବେଶ ଧାରଣ କରି ଭକ୍ତ ମାନଙ୍କୁ ଦର୍ଶନ ଦେଇଛନ୍ତି। ମାତାଙ୍କ ଏହି ସ୍ୱରୂପ ଦଶ ମହାବିଦ୍ୟା ମଧ୍ୟରେ ଏକ ପ୍ରମୁଖ ଅବତାର…

ଭିଜିଲାନ୍ସ ଜାଲରେ ତେଲ ଜଳସେଚନ ଡିଭିଜନର ନିର୍ବାହୀ ଯନ୍ତ୍ରୀ

ସୁବର୍ଣ୍ଣପୁର (ରିପୋର୍ଟ-ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ତେଲ ଜଳସେଚନ ପ୍ରକଳ୍ପର ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀ ଆଜି ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢ଼ୀ ଜଣେ ସ୍ଥାନୀୟ ଠିକାଦାରଙ୍କ ପାଖରୁ ୪୬ ହଜାର…

ଭୁବନେଶ୍ୱରୀ ବେଶରେ ଦର୍ଶନ ଦେଲେ ସୁବର୍ଣ୍ଣପୁରର ଇଷ୍ଟଦେବୀ ମାଁ ସୁରେଶ୍ୱରୀ

ସୁବର୍ଣ୍ଣପୁର (ରିପୋର୍ଟ-ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ସୁରେଶ୍ୱରୀ ଆଜି ଭୁବନେଶ୍ଵରୀ ବେଶରେ ଦର୍ଶନ ଦେଇଛନ୍ତି।ମା’ହେଉଛନ୍ତି ସମ୍ପୂର୍ଣ୍ଣ ଜଗତର ତ୍ରାଣକର୍ତ୍ତା। ସୃଷ୍ଟିର ପରିକଳ୍ପନା ସମୟରେ ସ୍ୱୟଂ ବ୍ରହ୍ମାତପସ୍ୟା କରି କ୍ରିୟାଶକ୍ତି ପରମେଶ୍ୱରୀଙ୍କୁ ଆବାହନ କରିଥିଲେ। ପରମେଶ୍ୱରୀ ତପସ୍ୟାରେ…

ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ

ସୁବର୍ଣ୍ଣପୁର (ରିପୋର୍ଟ-ଶାନ୍ତନୁ କୁମାର କର୍ଣ୍ଣ : ସୁବର୍ଣ୍ଣପୁର ବନଖଣ୍ଡ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ୭୦ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳନ କରଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଏଡିଏମ୍ ରାଜେନ୍ଦ୍ର ମାଝି ଯୋଗ ଦେଇ ମଣିଷ ସମାଜ କୁ…

error: Content is protected !!