ସୁବଳୟାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

ସୁବର୍ଣ୍ଣପୁର (ରିପୋର୍ଟ- ଶାନ୍ତନୁ କୁମାର କର୍ଣ୍ଣ) :ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଳକର ସୁବଳୟା ସ୍ଥିତ ସୁବଳୟା ସରକାରୀ ଉଚ୍ଚ ବିଦ୍ୟାଳୟ ର ଜୁନିୟର ରେଡକ୍ରସ ଆନୁକୂଲ୍ୟରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପ୍ରଧାନଶିକ୍ଷକ ସଦାନନ୍ଦ ରଥଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଯାଇଛି ।…

ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଅମ୍ବୁଡ଼ସ ପର୍ସନଙ୍କ ଉଫୁଲା ଗ୍ରାମ ପଂଚାୟତ ଗସ୍ତ

ସୁବର୍ଣ୍ଣପୁର (ରିପୋର୍ଟ -ଶାନ୍ତନୁ କୁମାର କର୍ଣ୍ଣ ): ବରିଷ୍ଠ ଆଇନଜ୍ଞ ସଂଯୁକ୍ତା ମିଶ୍ର ଆମ୍ବୁଡ଼ସ ପର୍ସନ,ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ସୁବର୍ଣ୍ଣପୁର ଆଜି ବୀରମହାରାଜପୁର ବ୍ଲକ ଉଫୁଲା ଗ୍ରାମ ପଂଚାୟତ ପରିଦର୍ଶନ ରେ ଆସି ଗ୍ରାମ ପଂଚାୟତ ସଭା…

ଦଶମ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ ପାଳିତ

ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ରଥପୁରରେ ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ଜେନାଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଦଶମ ପ୍ରତିଷ୍ଠା ଦିବସ ଓ ୭୫ତମ…

ବୀରମହାରାଜପୁର ମହାବିଦ୍ୟାଳୟରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମାରୋହ

ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ଯୁକ୍ତ ତିନି ପ୍ରଥମ ବର୍ଷର ଓଡ଼ିଆ ସମ୍ମାନ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରାଯାଇଛି l ଉକ୍ତ ସ୍ୱାଗତ ସମାରୋହରେ ମହାବିଦ୍ୟାଳୟ…

ଦୁଗ୍ଧ ଚାଷୀମାନଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ପାଳିତ

ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ) : ଆଜି ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକ ଅଧିନସ୍ଥ ପରମେଶ୍ବରି ଦୁଗ୍ଧ ଉତ୍ପାଦକ ସମବାୟ ସମିତି ନିଃ କରଡାପାଳ ଠାରେ ସମଲେଶ୍ବରୀ ଆଞ୍ଚଳିକ ସମବାୟ ଦୁଗ୍ଧ ଉତ୍ପାଦକ ସଂଘ ଲିଂ. ସମ୍ବଲପୁର…

ସୁବର୍ଣ୍ଣପୁର ଜିଲ୍ଲାରେ ଗଡ଼ିଲା ସୁଭଦ୍ରା ରଥ, ଶୁଭାରମ୍ଭ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ

ସୁବର୍ଣ୍ଣପୁର ( ଶାନ୍ତନୁ କୁମାର କର୍ଣ୍ଣ ): ସରକାରଙ୍କ ଯୁଗାନ୍ତକାରୀ ସୁଭଦ୍ରା ଯୋଜନା ର ସଚେତନତା ନିମନ୍ତେ ଜିଲ୍ଲାରେ ୩ ଗୋଟି ସୁଭଦ୍ରା ରଥ କୁ ମାନ୍ୟବର ମନ୍ତୀ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଓ ସଂସଦୀୟ ବ୍ୟାପାର ଓଡିଶା ଡ.…

ମାୟାବର୍ହା ଉଚ୍ଚ ବିଦ୍ୟାଳୟ ରେ ଗୁରୁ ଦିବସରେ ଗୁରୁପୂଜନ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ):ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ ଙ୍କ ମାର୍ଗଦର୍ଶନ ରେ ବିଦ୍ୟାଳୟ ସଭା ଗୃହରେ ଗୁରୁ ଦିବସ ପାଳିତ ହୋଇ…

ସ୍ମାର୍ଟ୍ ପାର୍କ ଠାରେ ଗୁରୁ ଦିବସ ପାଳିତ, ଯୋଗ ଗୁରୁ ମନୋଜ ପଣ୍ଡା ସମ୍ବର୍ଦ୍ଧିତ

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ ): ଆଜି ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ରାଷ୍ଟ୍ରୀୟ ସଂଗଠନ ପତଞ୍ଜଳୀ ଯୋଗ ସମିତି ପକ୍ଷରୁ ସ୍ମାର୍ଟ ପାର୍କ ଠାରେ ମହା ସମାରୋହରେ ଗୁରୁ ଦିବସ ପାଳିତ ହୋଇଯାଇଛି । ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫଟୋ ଚିତ୍ର ରେ ଦୀପ…

ଡିଜିଟାଲ କ୍ରପ୍ ସର୍ଭେ ଯୋଜନାର ଅଗ୍ରଗତିକୁ ନେଇ ସମୀକ୍ଷା ବୈଠକ

ସୁବର୍ଣ୍ଣପୁର(ରିପୋର୍ଟ -ଶାନ୍ତନୁ କୁମାର କର୍ଣ୍ଣ ): ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ଜିଲ୍ଲାରେ ଡିଜିଟାଲ କ୍ରପ୍ ସର୍ଭେ ଯୋଜନାର ଅଗ୍ରଗତି କୁ ନେଇ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଡିଜିଟାଲ କ୍ରପ ସର୍ଭେ, ଫାର୍ମର ଆଇଡି ପ୍ରସ୍ତୁତି,…

କୁମାରକେଳି ସ୍କୁଲରେ ଏଚଆଇଭି ଏଡ଼ସ ସଚେତନ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର (ରିପୋର୍ଟ-ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୁମାରକେଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଜୁନିଅର ରେଡ଼କ୍ରସ ୟୁନିଟ ଆନୁକୂଲ୍ୟରେ ଏଚଆଇଭି /ଏଡ଼ସ ଓ ଡେଙ୍ଗୁ ରୋଗ ଉପରେ ଏକ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି…

error: Content is protected !!