ମହାଗୌରୀ ବେଶରେ ଦର୍ଶନ ଦେଉଛନ୍ତି ମାଁ ଦୁର୍ଗା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଧରାପୃଷ୍ଠରେ ଭକ୍ତଙ୍କୁ ଦର୍ଶନ ଦେବା ପାଇଁ ଅବତରଣ କରିଥିବା ଜଗତଜନନୀ ମାଁ ଦୂର୍ଗାଙ୍କ ନବରାତ୍ର ପୂଜା ଅବସରରେ ଆଜି ମାଁ ଦେବୀ ଦୁର୍ଗା ଅଷ୍ଟମୀ ତିଥିରେ ମହାଗୌରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁବର୍ଣ୍ଣପୁର ଜିଲ୍ଲା…

ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାଯ୍ୟ ହେଲେ ସୁବର୍ଣ୍ଣପୁର ର ଦିବ୍ୟାଙ୍ଗ ଝିଅ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ ଗ୍ରାମର ଦିବ୍ୟାଙ୍ଗ ଝିଅ ସ୍ମୃତି ଶିଖା ଭୋଇ ଓଡିଶା ପ୍ରଶାସନିକ ସେବା (ଓସିଏସ୍) ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ସେ ୩୩୫ ନମ୍ବର ରେଙ୍କ୍ ରଖି ସମଗ୍ର ଜିଲ୍ଲା ପାଇଁ…

ବିନିକା ସିଦ୍ଧାର୍ଥ କଲେଜ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ): ଆଜି ସୁବର୍ଣ୍ଣପୁର ଜିଲ୍ଲା ବିନିକା ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ହାତରେ ପ୍ଲା କାର୍ଡ,ବେନର ଧରି ଏକ ବିରାଟ ଶୋଭଯାତ୍ରାରେ ସହର ପରିକ୍ରମା କରି ସଡ଼କ ସୁରକ୍ଷା ଉପରେ ଲୋକଙ୍କୁ ସଚେତନ କରିଥିଲେ ।…

ସାମାନ୍ୟ ବର୍ଷା ହେଲେ ପୋଲ ଉପରେ ଆଣ୍ଠୁଏ ପାଣି,ଯାତାୟାତ ବ୍ୟାହତ

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ): ସାମାନ୍ୟ ବର୍ଷା ହେଲେ ପୋଲ ଉପରେ ଆଣ୍ଠୁଏ ପାଣି ପ୍ରବାହିତ ହେଉଛି।ଯାହା ଫଳରେ ଯିବା ଆସିବାରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।ଏ ଘଟଣା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଏନଏସି ଅଧିନସ୍ତ ଗୁଲାପଡ଼ା…

ଜିଲ୍ଲାସ୍ତରୀୟ ଘରୋଇ ହିଂସାରୁ ମହିଳାମାନଙ୍କୁ ସୁରକ୍ଷା ଅଧିନିୟମ – ୨୦୦୫ ତାଲିମ ଶିବିର ଅନୁଷ୍ଠିତ।

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ):ସୁବର୍ଣ୍ଣପୁର ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରଶାସନ ଦ୍ଵାରା ଜିଲ୍ଲା ସ୍ତରୀୟ ଘରୋଇ ହିଂସାରୁ ମହିଳାମାନଙ୍କୁ ସୁରକ୍ଷା ଅଧିନିୟମ – ୨୦୦୫ ସମ୍ବନ୍ଧୀୟ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମୁଖ୍ୟ…

ଶିକ୍ଷକ ଅଭାବ, ବିଦ୍ୟାଳୟରେ ଅଭିଭାବକ ପକାଇଲେ ତାଲା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ ଭାମଶିଆଳି ପଞ୍ଚାୟତ ଅନ୍ତର୍ଗତ କୁଆନଳା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଫାଟକରେ ତାଲା ପକାଇ ପ୍ରତିବାଦ କଲେ ଅଭିଭାବକ l ବିଦ୍ୟାଳୟ ରେ ୫୨ ଜଣ ଛାତ୍ର ଛାତ୍ରୀ ଅଧ୍ୟୟନ କରୁଥିବା ବେଳେ…

ବୀରମହାରାଜପୁରରେ ବିଜେପି ପକ୍ଷରୁ ମେଗା ରକ୍ତଦାନ ଶିବିର : ୬୭ ୟୁନିଟ ରକ୍ତ ସଂଗ୍ରହ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ପଞ୍ଚାୟତ ସମିତି ସଭାଗୃହ ଠାରେ ଜିଲ୍ଲା ବିଜେପି ପରିବାର ପକ୍ଷରୁ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଭାରତବର୍ଷ ର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଜନ୍ମଦିନ ଅବସରରେ…

ଆଜିଠାରୁ ଷୋହଳ ପୂଜା ଆରମ୍ଭ : ଜିଲ୍ଲାର ମାହେଶ୍ୱରୀ ପୀଠ ଉତ୍ସବ ମୁଖର

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଆଜିଠାରୁ ମାଁ ମାହେଶ୍ୱରୀ ପୀଠ ମାନଙ୍କରେ ଷୋହଳ ପୂଜା ଆରମ୍ଭ ହୋଇଯାଇଛି।ଏଥିପାଇଁ ସୁବର୍ଣ୍ଣପୁର ଜିଲାର ବିଭିନ୍ନ ଅଞ୍ଚଳରେ ରହିଥିବା ମାଁ ମାହେଶ୍ୱରୀଙ୍କ ଶକ୍ତିପୀଠ ଉତ୍ସବ ମୁଖରିତ ହୋଇଉଠିଛି।ପାରମ୍ପରିକ ପୁଜା ବିଧି ରୀତିନୀତି ଅନୁଯାୟୀ ଏହା ୧୬ଦିନ…

ବରିଷ୍ଠ ନାଗରିକ ସଂଗଠନର ପ୍ରତିନିଧିଙ୍କ ଦ୍ଵାରା ଡ଼ାକ୍ତରଖାନା ପରିଦର୍ଶନ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ବରିଷ୍ଠ ନାଗରିକ ସଂଗଠନର କର୍ମକର୍ତ୍ତା ମଙ୍ଗଳବାର ସ୍ଥାନୀୟ ଉପଖଣ୍ଡସ୍ତରୀୟ ଡ଼ାକ୍ତରଖାନା ପରିଦର୍ଶନ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଓ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର…

ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଜୟନ୍ତୀ ପାଳନ ଅବସରରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ମିନି ଷ୍ଟାଡିୟମରେ ମେଜର ଧ୍ୟାନଚାନ୍ଦ ଙ୍କ ଜନ୍ମ ଜୟନ୍ତୀ ପାଳନ ଅବସରରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପଧାନ ମୁଖ୍ୟ ଅତିଥି ଭାବରେ ଯୋଗ…

error: Content is protected !!