ବରିଷ୍ଠ ସାମ୍ବାଦିକ ରାଜ କୁମାର ମାହାଣା ଙ୍କ ବିୟୋଗ ରେ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଟିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଅଜଣା ଗାଡି ଧକ୍କାରେ ଅକାଳ ବିୟୋଗ ଘଟିଥିବା ତରଭା ର ପ୍ରମେୟ ପ୍ରତିନିଧି ତଥା ସୁବର୍ଣ୍ଣପୁର ଜିଲ୍ଲା ର ବରିଷ୍ଠ ସାମ୍ୱାଦିକ ରାଜ କୁମାର ମାହାଣା ଙ୍କ ସ୍ମୁତି ଉଦ୍ଦେଶ୍ୟରେ ସୋନପୁର ଜିଲ୍ଲା ଶାହା ଗେଷ୍ଟ୍…

ଅଜଣା ଗାଡି ଧକ୍କାରେ ତରଭାର ବରିଷ୍ଠ ସାମ୍ବାଦିକ ରାଜ କୁମାର ମାହାଣାଙ୍କ ବିୟୋଗ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ଆଜି ସକାଳ ଭୋର ୫.୩୦ ମି ରେ ଖବର କାଗଜ ବିତରଣ ବେଳେ ଏକ ଅଜଣା ଗାଡ଼ି ଧକ୍କାରେ ସୁବର୍ଣ୍ଣପୁର ଜିଲ୍ଲା ର ତରଭା ବ୍ଲକ ର ବରିଷ୍ଠ ସାମ୍ବାଦିକ (ପ୍ରମେୟ ପ୍ରତିନିଧି )…

ମାୟାବର୍ହା ହାଇସ୍କୁଲ ରେ କାରଗିଲ ବିଜୟ ଦିବସ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହ୍। ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ବରେ ୨୬ ବର୍ଷ ପୂର୍ବେ ଭାରତର ପାକିସ୍ତାନ ଉପରେ ବିଜୟର ସ୍ମୃତିଚାରଣ ପୂର୍ବକ…

କଂଗ୍ରେସର ୧୨ଘଣ୍ଟିଆ ଓଡିଶା ବନ୍ଦ : ସୁବର୍ଣ୍ଣପୁରରେ ବନ୍ଦ ସମ୍ପୂର୍ଣ୍ଣ ସଫଳ, ଜୀବନଯାତ୍ରା ଠପ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ବାଲେଶ୍ୱର ଫକୀର ମୋହନ କଲେଜ ର ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ୧୨ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ ଆଜି ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏହାକୁ…

ସୁବର୍ଣ୍ଣପୁର ଜିଲ୍ଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ମା ପାଇଁ ଗଛ ଟିଏ କାର୍ଯ୍ଯକ୍ରମ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲାର ବରିଷ୍ଠ ନାଗରିକ ସଂଘ ଦ୍ଵାରା ଆୟୋଜିତ ସୋନପୁର ମହାନଦୀ ବ୍ରିଜ ପାର୍ଶ୍ଵସ୍ଥିତ ରିଙ୍ଗ ରୋଡ ର ଉଭୟ ପାର୍ଶ୍ଵରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅବସରରେ ଏକ ସଚେତନତା ସଭା ଓ ବୃକ୍ଷରୋପଣ…

ଆସନ୍ତା କାଲି ସୋନପୁର ବନ୍ଦ ନେଇ କଂଗ୍ରେସ ଦଳର ପ୍ରେସମିଟ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଆସନ୍ତା କାଲି ଓଡ଼ିଶା କଂଗ୍ରେସ ପକ୍ଷରୁ ସାରା ଓଡ଼ିଶା ବନ୍ଦ ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲା ବନ୍ଦ ଡାକରା ଦେଇଛି ଜିଲ୍ଲା କଂଗ୍ରେସ । ବାଲେଶ୍ଵର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ର ଅସହାୟ ଛାତ୍ରୀ ସୌମ୍ୟାଶ୍ରୀ ବିଶି…

ଜିଲ୍ଲା ସ୍ତରୀୟ ଏଡସ ସମ୍ପର୍କିତ କୁଇଜ ପ୍ରତିଯୋଗିତା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ଓଡ଼ିଶା ରାଜ୍ୟ ଏଡ଼ସ ନିୟନ୍ତ୍ରଣ ସମିତି, ଭୁବନେଶ୍ୱର ଓ ଭାରତୀୟ ରେଡକ୍ରାସ ଓଡ଼ିଶା ରାଜ୍ୟ ଶାଖା ମିଳିତ ଉଦ୍ୟମରେ ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ସମସ୍ତ ସ୍କୁଲର ରେଡ ରିବନ୍ କ୍ଲବର ଛାତ୍ରଛାତ୍ରୀ ମାନଙ୍କୁ ନେଇ…

ଶ୍ରାବଣ ମାସର ପ୍ରଥମ ସୋମବାରରେ ରାମେଶ୍ୱର ଶୈବପୀଠରେ ଭକ୍ତଙ୍କ ଭିଡ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାର ଅବସରରେ ସୁବର୍ଣ୍ଣପୁର ଜିଲ୍ଲାର ତ୍ରିବେଣୀ ସଙ୍ଗମ ରାମେଶ୍ୱର ଶୈବପୀଠ ଠାରେ କାଉଡ଼ିଆଙ୍କ ବୋଲବମ ଧ୍ବନିରେ‌ ପ୍ରକମ୍ପିତ ହୋଇଉଠିଛି। ଆଜି ଭୋର ୪ ଟାରୁ ମନ୍ଦିର ଖୋଲା ହୋଇ ମହାଦେବଙ୍କ…

ବୀରମହାରାଜପୁର ମହାବିଦ୍ୟାଳୟର ୪୫ତମ ପ୍ରତିଷ୍ଠା ଦିବସ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟର ୪୫ତମ ପ୍ରତିଷ୍ଠା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପାଢୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା ମୁଖ୍ୟଅତିଥି…

ପଏଁରୀ ଅନୁଷ୍ଠାନ ପକ୍ଷରୁ “ପାଶ୍ଚାତ୍ୟ ବାଦ୍ୟ ଓ ଲୋକ ନୃତ୍ୟ” ଉପରେ ଆଲୋଚନା ଚକ୍ର

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ପକ୍ଷରୁ ପି ଏମ୍‌ ଶ୍ରୀ କୁଶଳେଶ୍ୱର ଉଚ୍ଚ ବିଦ୍ୟାଳୟ, ଡୁଙ୍ଗୁରିପାଲି ଠାରେ ଏକ ସାରସ୍ୱତ ସାଂସ୍କୃତିକ ସଂପାନ ଓ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ପାଶ୍ଚାତ୍ୟ ବାଦ୍ୟ…

error: Content is protected !!