ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲାର ବରିଷ୍ଠ ନାଗରିକ ସଂଘ ଦ୍ଵାରା ଆୟୋଜିତ ସୋନପୁର ମହାନଦୀ ବ୍ରିଜ ପାର୍ଶ୍ଵସ୍ଥିତ ରିଙ୍ଗ ରୋଡ ର ଉଭୟ ପାର୍ଶ୍ଵରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅବସରରେ ଏକ ସଚେତନତା ସଭା ଓ ବୃକ୍ଷରୋପଣ…
Category: ସୁବର୍ଣ୍ଣପୁର
ଆସନ୍ତା କାଲି ସୋନପୁର ବନ୍ଦ ନେଇ କଂଗ୍ରେସ ଦଳର ପ୍ରେସମିଟ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଆସନ୍ତା କାଲି ଓଡ଼ିଶା କଂଗ୍ରେସ ପକ୍ଷରୁ ସାରା ଓଡ଼ିଶା ବନ୍ଦ ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲା ବନ୍ଦ ଡାକରା ଦେଇଛି ଜିଲ୍ଲା କଂଗ୍ରେସ । ବାଲେଶ୍ଵର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ର ଅସହାୟ ଛାତ୍ରୀ ସୌମ୍ୟାଶ୍ରୀ ବିଶି…
ଜିଲ୍ଲା ସ୍ତରୀୟ ଏଡସ ସମ୍ପର୍କିତ କୁଇଜ ପ୍ରତିଯୋଗିତା
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ଓଡ଼ିଶା ରାଜ୍ୟ ଏଡ଼ସ ନିୟନ୍ତ୍ରଣ ସମିତି, ଭୁବନେଶ୍ୱର ଓ ଭାରତୀୟ ରେଡକ୍ରାସ ଓଡ଼ିଶା ରାଜ୍ୟ ଶାଖା ମିଳିତ ଉଦ୍ୟମରେ ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ସମସ୍ତ ସ୍କୁଲର ରେଡ ରିବନ୍ କ୍ଲବର ଛାତ୍ରଛାତ୍ରୀ ମାନଙ୍କୁ ନେଇ…
ଶ୍ରାବଣ ମାସର ପ୍ରଥମ ସୋମବାରରେ ରାମେଶ୍ୱର ଶୈବପୀଠରେ ଭକ୍ତଙ୍କ ଭିଡ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାର ଅବସରରେ ସୁବର୍ଣ୍ଣପୁର ଜିଲ୍ଲାର ତ୍ରିବେଣୀ ସଙ୍ଗମ ରାମେଶ୍ୱର ଶୈବପୀଠ ଠାରେ କାଉଡ଼ିଆଙ୍କ ବୋଲବମ ଧ୍ବନିରେ ପ୍ରକମ୍ପିତ ହୋଇଉଠିଛି। ଆଜି ଭୋର ୪ ଟାରୁ ମନ୍ଦିର ଖୋଲା ହୋଇ ମହାଦେବଙ୍କ…
ବୀରମହାରାଜପୁର ମହାବିଦ୍ୟାଳୟର ୪୫ତମ ପ୍ରତିଷ୍ଠା ଦିବସ ପାଳିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟର ୪୫ତମ ପ୍ରତିଷ୍ଠା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପାଢୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା ମୁଖ୍ୟଅତିଥି…
ପଏଁରୀ ଅନୁଷ୍ଠାନ ପକ୍ଷରୁ “ପାଶ୍ଚାତ୍ୟ ବାଦ୍ୟ ଓ ଲୋକ ନୃତ୍ୟ” ଉପରେ ଆଲୋଚନା ଚକ୍ର
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ପକ୍ଷରୁ ପି ଏମ୍ ଶ୍ରୀ କୁଶଳେଶ୍ୱର ଉଚ୍ଚ ବିଦ୍ୟାଳୟ, ଡୁଙ୍ଗୁରିପାଲି ଠାରେ ଏକ ସାରସ୍ୱତ ସାଂସ୍କୃତିକ ସଂପାନ ଓ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ପାଶ୍ଚାତ୍ୟ ବାଦ୍ୟ…
ସୋନପୁର ପୌରାଞ୍ଚଳ ରେ ଖାଦ୍ୟ ନିରାପତ୍ତା ସ୍କ୍ୱାର୍ଡର ଚଢାଉ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) :ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ସୋନପୁର ପୌରାଞ୍ଚଳ ହୋଟେଲ ଓ ରେଷ୍ଟୁରାଣ୍ଟ ଓ ଠେଲାମାନଙ୍କ ରେ ଖାଦ୍ୟ ନିରାପତ୍ତା ଅଧିକାରୀ ଓ ସ୍ଵତନ୍ତ୍ର ଟିମ ଚଢ଼ାଉ କରିଥିଲେ l ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ…
ସୁବର୍ଣ୍ଣପୁର ଠାରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷରୁ ଆଜି ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲ୍ଲା ର ସମସ୍ତ ବ୍ଲକ୍ ରୁ ମତ୍ସ୍ୟ ଚାଷୀ ଯୋଗଦେଇଥିଲେ । ମତ୍ସ୍ୟ ଚାଷୀ ଙ୍କୁ ମାଛ…
ସ୍ମାର୍ଟ ପାର୍କ ଠାରେ ଗୁରୁପୂର୍ଣ୍ଣିମା ଉତ୍ସଵ ପାଳିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଆଜି ପବିତ୍ର ଗୁରୁ ପୂର୍ଣ୍ଣିମା ଅବସର ରେ ସୁବର୍ଣ୍ଣପୁର ଜିଲ୍ଲାର ମୂଖ୍ୟ ଆଧ୍ୟାତ୍ମିକ ସାମାଜିକ ସଂଗଠନ ଦିବ୍ୟ ଊର୍ଜ୍ଜ। ଯୋଗ ସେବା ସମିତି ପକ୍ଷରୁ ସ୍ଥାନୀୟ ସ୍ମାର୍ଟ ପାର୍କ ରେ ଏକ ବୈଦିକ ପରମ୍ପରା ରେ…
ସୁବର୍ଣ୍ଣପୁର ଠାରେ ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ଵନକ୍ଷତ୍ର ଦିବସ ପାଳନ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଓଡିଶା ସାହିତ୍ୟ ଏକାଡେମୀ, ଭୁବନେଶ୍ଵରର ସ୍ଵନକ୍ଷତ୍ର ଦିବସ ପାଳନ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ସ୍ତରରେ ଷଷ୍ଠ ରୁ ଦଶମ ଶ୍ରେଣୀର ଛାତ୍ର ଛାତ୍ରୀ ମାନଙ୍କ କନିଷ୍ଠ ଓ ବରିଷ୍ଠ ରେ ସାହିତ୍ୟ ସମ୍ପର୍କୀତ ସାଧାରଣ ଜ୍ଞାନ…
