ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ):ଗତ କାଲି ଠାରୁ ଆରମ୍ଭ ହୋଇଥିବା ଦୁଇ ଦିନଆ ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଆଜି ଉଦଯାପିତ ହୋଇଯାଇଛି l ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ…

ସୁବର୍ଣ୍ଣପୁର ଜିଲ୍ଲାରେ ଜିଲ୍ଲା ସ୍ତରୀୟ ୨୦୨୫ ଖରିଫ ଧାନ ମଣ୍ଡିର ଶୁଭ ଉଦଘାଟନ

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ):ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସିଲାଟି ପ୍ରାଥମିକ ସେବା ସମବାୟ ସମିତିଠାରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଦ୍ୱାରା ଜିଲ୍ଲା ସ୍ତରୀୟ ଧାନମଣ୍ଡିର ଶୁଭ ଉଦଘାଟନ ଓ ୨୦୨୫ ବର୍ଷର ଖରିଫ ଋତୁ ଧାନକ୍ରୟ କାର୍ଯ୍ୟର ଶୁଭାରମ୍ଭ…

ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ବଣ୍ଟନ ଓ ସାଇବର କ୍ରାଇମ ଉପରେ ଏକ କର୍ମଶାଳା ଅନୁଷ୍ଠିତ

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଖଣ୍ଡହତାର ସାପ୍ତାହିକ ବଜାର ପ୍ରାଙ୍ଗଣରେ ବରିଷ୍ଠ ନାଗରିକ ସଂଗଠନ ସଦସ୍ୟ ସଦସ୍ୟା ମାନଙ୍କର ପରିଚୟ ପତ୍ର ବଣ୍ଟନ ବୈଠକ ତଥା ସାଇବର୍ କ୍ରାଇମ୍ ଉପରେ ଏକ କର୍ମଶାଳା କରା ଯାଇଥିଲା ।…

ପ୍ରସିଦ୍ଧ ବକୁଳ ଯାତ୍ରା ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ : ଡ଼ିସେମ୍ବର ୧୩ରୁ ମହୋତ୍ସବ ଆରମ୍ଭ

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ) :ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କୋଟସମଲାଇ ଗ୍ରାମ ପଂଚାୟତ ଅନ୍ତର୍ଗତ ସିଦ୍ଧଯୋଗୀ ଚନ୍ଦ୍ରମଣି ଦାସ ସମାଧି ପୀଠ, ବାଘପାଲି ଠାରେ ପ୍ରସିଦ୍ଧ ବକୁଳ ଯାତ୍ରା ମହୋତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଟ୍ରଷ୍ଟ ସଭାପତି ରାଜେନ୍ଦ୍ର ପ୍ରସାଦ…

ବରିଷ୍ଠ ନାଗରିକ ସଂଗଠନ ତରଫରୁ ମହାନଦୀ ନେତ୍ର ଚିକିତ୍ସାଳୟ ଅଧିକ୍ଷକଙ୍କୁ ଦାବିପତ୍ର

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରର ପଣ୍ଡାପାଲି ସ୍ଥିତ ମହାନଦୀ ନେତ୍ର ଚିକିତ୍ସାଳୟର ଅଧିକ୍ଷକ ଙ୍କୁ ଶୁକ୍ରବାର ବରିଷ୍ଠ ନାଗରିକ ସଂଗଠନ ତରଫରୁ ଏକ ଦାବିପତ୍ର ପ୍ରଦାନ କରା ଯାଇଛି।ଏହି ଦାବିପତ୍ରରେ ଚକ୍ଷୁ ସଂପର୍କୀତ ଔଷଧ ଓ ଚଷମା ଉପରେ…

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବିରାମହରାଜପୁର ବ୍ଲକ ସୁବଳୟା ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ରେ ଗୋଷ୍ଠୀ ଶିକ୍ଷ୍ୟା ଅଧିକାରୀ କାର୍ଯ୍ୟାଳୟ ତରଫରୁ ଆଜି ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି ମୁଖ୍ୟ ଅତିଥିଭାବେ ଗୋଷ୍ଠୀ ଶିକ୍ଷ୍ୟା…

ବ୍ରିଜ ତଳକୁ ଖସିଲା ବସ, ୧୪ଯାତ୍ରୀ ଆହତ,ଗୁରୁତର ୫ଜଣ ଯାତ୍ରୀଙ୍କୁ ବୁର୍ଲା ସ୍ଥାନାନ୍ତରିତ

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ):ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସିଙ୍ଗିଯୁବା ଠାରେ ଆଜି ଭୋର ସକାଳେ ଏକ ଯାତ୍ରୀବାହୀ ବସ ରାସ୍ତାରେ ଯାଉଥିବା ବେଳେ ହଠାତ ବ୍ରିଜ ତଳକୁ ଖସି ପଡିଥିଲା ଫଳରେ ବସରେ ଥିବା ପ୍ରାୟ ୪୦ଜଣ ଯାତ୍ରୀଙ୍କ ମଧ୍ୟରୁ ୧୪ଜଣ…

ସୁବର୍ଣ୍ଣପୁର ଠାରେ ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର( ଶାନ୍ତନୁ କୁମାର କର୍ଣ୍ଣ):ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାରେ ଚଳିତ ବର୍ଷ ଖରିଫ୍ ଧାନ ସଂଗ୍ରହ ପାଇଁ ଡିସେମ୍ବର ମାସ ୯ ତାରିଖରୁ ମଣ୍ଡି…

ସୁବର୍ଣ୍ଣପୁର ରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ଜିଲ୍ଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଜାତୀୟ ପ୍ରେସ୍ ଦିବସ ୨୦୨୫ ପାଳିତ ହୋଇଛି। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ…

ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ସରଗିଫୁଲ-୨୦୨୫” ଅନୁଷ୍ଠିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ତରଭା ବ୍ଲକ ଚାରଭଟା ପି.ଏମ ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ…

error: Content is protected !!