ଜୁନିୟର ରେଡକ୍ରସ ତରଫରୁ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝରିଆପାଲି ସ୍ଥିତ ଆଞ୍ଚଳିକ ଉଚ୍ଚ ବିଦ୍ୟାପୀଠ ଠାରେ ଜୁନିଅର ରେଡ଼କ୍ରସ ଆନୁକୂଲ୍ୟରେ ସଡକ ସୁରକ୍ଷା ସଚେତନତା ଶୋଭାଯାତ୍ରା ଶନିବାର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବ୍ରଜମୋହନ…

ସଂସ୍କୃତିର ବାର୍ତ୍ତାବହ ୩୧ତମ ସୁବର୍ଣ୍ଣ ଲୋକ ମହୋତ୍ସବ-୨୦୨୫ ଉଦଯାପିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ରାମେଶ୍ବର ଷ୍ଟାଡିୟମ ଠାରେ ପାଞ୍ଚ ଦିନ ବ୍ୟାପି ଚାଲିଥିବା ୩୧ତମ ସୁବର୍ଣ୍ଣ ଲୋକ ମହୋତ୍ସବ-୨୦୨୫ ଓ ରାଜ୍ୟସ୍ତରୀୟ ପଲ୍ଲୀଶ୍ରୀ ମେଳା, ଜିଲ୍ଲା ଉନ୍ନୟନ ପ୍ରଦର୍ଶନୀ ତଥା ସୁବର୍ଣ୍ଣ ଫୁଡ ଫେଷ୍ଟ ଉଦ୍‌ଯାପିତ…

ପତଞ୍ଜଳି ଯୋଗ ସମିତି ଆନୁକୂଲ୍ୟରେ ଚକ୍ଷୁ ଚିକିତ୍ସା ଶିବିର ଅନିଷ୍ଠିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ପତଞ୍ଜଳି ଯୋଗ ସମିତି ମେଣ୍ଡା ଓ ମହାନଦୀ ନେତ୍ର ଚିକିତ୍ସାଳୟ ପଣ୍ଡାପାଲିର ମିଳିତ ପ୍ରୟାସରେ ଭାରତୀ ପାଠାଗାର ମେଣ୍ଡା ଠାରେ ଏକ ମାଗଣା ଚକ୍ଷୁ ପରୀକ୍ଷା ଓ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇ ଯାଇଛି। ଏହି…

ସୁବର୍ଣ୍ଣ ଲୋକ ମହୋତ୍ସବ-୨୦୨୫ ଦ୍ଵିତୀୟ ସନ୍ଧ୍ୟା : କଳାକାରଙ୍କ ନାଚ ଗୀତରେ ଦର୍ଶକ ବିଭୋର

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ ): ସୁବର୍ଣ୍ଣ ଲୋକ ମହୋତ୍ସବ ଓ ଜିଲ୍ଲା ସ୍ତରୀୟ ପଲ୍ଲୀଶ୍ରୀ ମେଳା ସୁବର୍ଣ୍ଣପୁର ର ଦ୍ବିତୀୟ ସାଂସ୍କୃତିକ ସନ୍ଧ୍ୟା କାର୍ଯକ୍ରମ କୁ ବୌଦ୍ଧ rଜିଲ୍ଲାପାଳ ଶ୍ରୀ ସୁବ୍ରତ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ସୁବର୍ଣ୍ଣପୁର ଲୋକ ମହୋତ୍ସବ ଓ ଜିଲ୍ଲା ସ୍ତରୀୟ ପଲ୍ଲୀଶ୍ରୀ ମେଳା ଉଦଘାଟିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲାର ସୁବର୍ଣ୍ଣ ଲୋକ ମହୋତ୍ସବ ଓ ଜିଲ୍ଲା ସ୍ତରୀୟ ପଲ୍ଲୀଶ୍ରୀ ମେଳା ଗତକାଲି ସନ୍ଧ୍ୟାରେ ଉଦଘାଟିତ ହୋଇ ଯାଇଛି l ଓରମାସ ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ଓ ଜିଲ୍ଲା…

ଆଜିଠାରୁ ଆରମ୍ଭ ହେଲା ସୁବର୍ଣ୍ଣ ଲୋକ ମହୋତ୍ସବ:ବିଶାଳ ସାଂସ୍କୃତିକ ଓ ମଶାଲ ଶୋଭାଯାତ୍ରା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଆଜି ସୁବର୍ଣ୍ଣପୁର ଜିଲ୍ଲାର ସୁବର୍ଣ୍ଣ ଲୋକ ମହୋତ୍ସବ ପାଇଁ ସୁବର୍ଣ୍ଣପୁର ର ଇଷ୍ଟଦେବୀ ମା ସୁରେଶ୍ଵରୀ ଙ୍କୁ ଆବାହନ କରି ମହୋତ୍ସବ ପଡ଼ିଆ ରେ ମା ଙ୍କୁ ସ୍ଥାପନା କରାଯାଇ ମଞ୍ଚ ପୂଜା କରାଯାଇଛି l…

ରେଆର ତରଫରୁ ଭିନ୍ନକ୍ଷମ ଶିଶୁମାନଙ୍କ ପାଇଁ ମହୋତ୍ସବ କସ୍ତୁରୀ-୨୦୨୫ ଅନୁଷ୍ଠିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) :ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ଧୂବାମୁଣ୍ଡା ରେଆର କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲା ଭିନ୍ନକ୍ଷମ ଅଭିଭାବକ ସଂଘ ଓ ରେଆର ତରଫରୁ ଭିନ୍ନକ୍ଷମ ଶିଶୁ ଙ୍କ ମହୋତ୍ସବ କସ୍ତୁରୀ-୨୦୨୫ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ…

ପଏଁରୀ ତିହାର ରୌପ୍ୟ ଜୟନ୍ତୀ ଉତ୍ସବ ଉଦଘାଟିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ‘ପଏଁରୀ’ ରୌପ୍ୟ ଜୟନ୍ତୀ ମହାସମାରୋହ ପଏଁରୀ ତିହାର ଉଦଘାଟିତ ହୋଇଛି l ଚଳିତ ବର୍ଷ ପଏଁରୀ ତିହାର ର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଅନୁଷ୍ଠାନ ତାର…

ସାମାଜିକ ସମୀକ୍ଷକ ମାନଙ୍କ ଏକ ଦିବସୀୟ ଦକ୍ଷତା ବୃଦ୍ଧି ତାଲିମ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ସଦର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ରେ ଓଡିଶା ରାଜ୍ୟ ସାମାଜିକ ସମୀକ୍ଷା, ଉତ୍ତରଦାୟୀତ୍ୱ ଓ ସ୍ୱଚ୍ଛତା ସମିତି ଓ ପଂଚାୟତିରାଜ ପାନୀୟଜଳ ବିଭାଗ ଓଡିଶା ସରକାର ତରଫରୁ ଆଜି ଏକ…

ତେନ୍ତୁଳିମହଦାରେ ବକୁଳ ଅମାବାସ୍ୟା ଉଦଯାପିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ତେନ୍ତୁଳିମହଦା ଗ୍ରାମରେ ବକୁଳ ଅମାବାସ୍ୟା ବା ବଉଳ ଯାତ୍ରା ଉଦଯାପିତ ହୋଇଯାଇଛି। ଏହି ଅବସରରେ ସୋମବାର ସକାଳୁ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଅଷ୍ଟ…

error: Content is protected !!