ଖଜୁରିଆପାଲି ବନ ସୁରକ୍ଷା ସମିତିଠାରେ ୭୬ତମ ବନ ମହୋତ୍ସବ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର କୋଟସମଲେଇ ପଞ୍ଚାୟତ ଅନ୍ତର୍ଗତ ଖଜୁରିଆପାଲି ବନ ସୁରକ୍ଷା ସମିତି ଠାରେ ୭୬ ତମ ବନ ମହୋତ୍ସବ ପାଳିତ ହୋଇଯାଇଛି l ପରିବେଶ ସୁରକ୍ଷା ଓ ପ୍ରକୃତିର ଯତ୍ନ ପାଇଁ…

ବରିଷ୍ଟ ନାଗରିକ ସଙ୍ଘ ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ଆନୁକୂଲ୍ୟରେ ଆଜି ସକାଳ ୧୦ ଘଣ୍ଟା ସମୟରେ ଏକ ନିଃଶୁଳ୍କ ସ୍ବାସ୍ଥ୍ୟ ସେବା ଶିବିର ସହିତ…

ଜିଲ୍ଲା ସ୍ତରୀୟ ବିଶ୍ଵ ସିକିଲ ସେଲ ସଚେତନତା ଦିବସ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଜ଼ିଲ୍ଲା ତାଲିମ କେନ୍ଦ୍ର ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ସିକିଲ ସେଲ ସଚେତନତା ଦିବସ-୨୦୨୫ ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରି ସୁବର୍ଣ୍ଣପୁର ଡ଼ା ମନୋଜ କୁମାର ଅଦlବର…

ଜିଲ୍ଲା ସ୍ତରୀୟ ସନ୍ତରଣ ପ୍ରତିଯୋଗିତା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଜିଲ୍ଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ପାଇଁ ଜିଲ୍ଲା ସନ୍ତରଣ ସଂଘର ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ବିଜୁ ପଟ୍ଟନାୟକ ସନ୍ତରଣାଗାର ଠାରେ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ଉକ୍ତ ଚାମ୍ପିୟନ ସିପ୍‌କୁ ଏକ ବର୍ଣ୍ଣାଢ୍ୟ ପରିବେଶରେ ସମସ୍ତ…

ଜିଲ୍ଲାସ୍ତରୀୟ ବିକାଶ ମେଳା -୨୦୨୫ ର ତୃତୀୟ ସନ୍ଧ୍ୟା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଓଡିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ “ବର୍ଷ ଏକ ଉପଲବ୍ଧି ଅନେକ” ଶୀର୍ଷକ ଜିଲ୍ଲାସ୍ତରୀୟ ବିକାଶ ମେଳା – ୨୦୨୫ ସୁବର୍ଣ୍ଣପୁରର ରୟାଲ ପଡ଼ିଆଠାରେ ଗତ ୧୨ ତାରିଖରେ ଉଦଘାଟିତ ହୋଇଯାଇଛି । ବିକଶିତ…

ସର୍ବ ଭାରତୀୟ ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ସୋନପୁରର କେ. ସ୍ନେହା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସର୍ବ ଭାରତୀୟ ସ୍ତରରେ ନିଟ ପରୀକ୍ଷା ରେଜଲ୍ଟ ରେ ସୁବର୍ଣ୍ଣପୁର ସହର ଢେରାପଡ଼ା ର ଛାତ୍ରୀ କେ ସ୍ନେହା କୃତକାର୍ଯ୍ୟ ହୋଇଛନ୍ତି। ସୁଶ୍ରୀ ସ୍ନେହା ସର୍ବ ଭାରତୀୟ ସ୍ତରରେ ୧୫୦୦୦ ନମ୍ବର ରେଙ୍କ୍ ରଖି…

ଶିଶୁ ଶ୍ରମିକ ନିୟୋଜନ ନିଷେଧ ସଚେତନତା ରଥର ଶୁଭାରମ୍ଭ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲାରେ ଶିଶୁ ଶ୍ରମିକ ନିୟୋଜନକୁ ନିଷେଧ କରିବା ଉଦେଶ୍ୟ ରେ ଆଜି ଜିଲ୍ଳାପାଳଙ୍କ କାର୍ଯ୍ୟାଳୟ ପରିସରରେ ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା, ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଶିଶୁ ଶ୍ରମିକ ନିୟୋଜନ ନିଷେଧ…

ଜିଲ୍ଲା ସ୍ତରୀୟ ବିଶ୍ଵ ରକ୍ତଦାନ ଦିବସ -୨୦୨୫ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଳୟ ସେମିନାର ହଲ ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ରକ୍ତ ଦାତା ଦିବସ-୨୦୨୫ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ସୁବର୍ଣ୍ଣପୁର ଡ଼ା…

ସୁବର୍ଣ୍ଣପୁର ଠାରେ ପଞ୍ଚାୟତରାଜ ମନ୍ତ୍ରୀଙ୍କ ଦ୍ଵାରା ସ୍ବାସ୍ଥ୍ୟ ଚିକିତ୍ସା ଶିବିର ପରିଦର୍ଶନ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ପୌରାଞ୍ଚଳ ଅଧିନସ୍ଥ ୱାର୍ଡ ନ ୬ ତରିଆପଡା ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ରେ ସହରାଞ୍ଚଳ ସ୍ୱାସ୍ଥ୍ୟ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ସୋନପୁର ଆନୁକୂଲ୍ୟରେ ଅପରାହ୍ନ ୩ ଟା ରୁ ୭ ଟା ପର୍ଯ୍ୟନ୍ତ ଏକ…

ସୁବର୍ଣ୍ଣପୁରର ସମସ୍ତ ଜଗନ୍ନାଥ ମନ୍ଦିର ଠାରେ ଦେବସ୍ନାନ ପୂର୍ଣ୍ଣିମା ଉତ୍ସବ ପାଳନ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ସହରରେ ମହାପ୍ରଭୁ ଶ୍ରୀ ବଡ ଜଗନ୍ନାଥ , ଶ୍ରୀ ଦଧି ବାମନ ଓ ଶ୍ରୀ ବୃନ୍ଦାବନ ବିହାରୀ ମନ୍ଦିର ଠାରେ ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ତଥା ଦେବସ୍ନାନ ପୂର୍ଣ୍ଣିମା ଅବସରରେ ନିର୍ଦ୍ଧାରିତ ରୀତିନୀତି ଅନୁସାରେ…

error: Content is protected !!