ଓଏଏସ ପରୀକ୍ଷାରେ ସଫଳତା ପାଇଲେ ସୁବର୍ଣ୍ଣପୁର ଜିଲ୍ଲାର ସବନମଶ୍ରୀ ଏବଂ ଜ୍ୟୋତିରଞ୍ଜନ

ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ ):ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଚମ୍ପମାଲ ଗ୍ରାମର ସବନମଶ୍ରୀ ମେହେର ଓଡିଶା ପ୍ରଶାସନିକ ପରୀକ୍ଷାରେ ୪୪୯ ସ୍ଥାନ ହାସଲ କରି ସଫଳତା ପାଇଛନ୍ତି l ସେ ଦ୍ଵିତୀୟ ପ୍ରଚେଷ୍ଟା ଏବଂ ବିନା କୋଚିଂ…

ମୁର୍ଷୁଣ୍ଢୀ ମୁରାସୁର ଦରବାରର ତୃତୀୟ ସନ୍ଧ୍ୟା, ହଜାର ହଜାର ଦର୍ଶକଙ୍କ ସମାଗମ

ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ୪୨ ତମ ଗଜଲକ୍ଷ୍ମୀ ପୂଜା ଅବସରରେ ମୁରାସୁର ଦରବାର ଶନିବାର ତୃତୀୟ ସନ୍ଧ୍ୟାରେ ପହଞ୍ଚିଛି । ନାଟ୍ୟାଭିକ୍ରମରେ କୃଷ୍ଣ ବଲ୍ଲଭ ଘରେ…

ସୁବର୍ଣ୍ଣପୁର ଜିଲ୍ଲାରେ ଆସନ୍ନ ମରୁଡ଼ି,ତତ୍ପର ହୁଅନ୍ତୁ ଜିଲ୍ଲାପାଳ

ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ ) : ସୁବର୍ଣ୍ଣପୁର ଜିଲ୍ଲାରେ ଆଜି ଉତ୍କଟ ଜଳ ସମସ୍ୟା l ଜିଲ୍ଲାର ଚାରିପଟେ ନଦୀ, ନାଳ ଥିଲେ ମଧ୍ୟ ଜିଲ୍ଲା ବାସୀ ଉତ୍କଟ ଜଳ ସମସ୍ୟା ରୁ ମୁକ୍ତି ପାଇପାରୁନାହାନ୍ତି l…

ବୃହତ୍ ଉଠା ଜଳସେଚନ ପ୍ରକଳ୍ପକୁ କାର୍ଯ୍ୟକ୍ଷମ କରିବା ଦାବିରେ ଚାଷୀ ଙ୍କ ରାସ୍ତା ଅବରୋଧ

ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ ):ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ୍ ଅନ୍ତର୍ଗତ ଖମ୍ବେଶ୍ୱରୀପାଲି ଅଞ୍ଚଳର ଚାଷୀ ଆଜି ଆନ୍ଦୋଳନକୁ ଓହ୍ଲାଇଛନ୍ତି । ପ୍ରଶାସନିକ ଦୃଷ୍ଟି ଆକର୍ଷଣ କରିବା ସହିତ ଚାଷୀଙ୍କ ଦାବି ପୂରଣ ପାଇଁ ସୁବର୍ଣ୍ଣପୁର ବଲାଙ୍ଗିର ୫୭…

“ପଏଁରୀ ତିହାର” ରୌପ୍ୟ ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ

ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ ):ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ଚଳିତ ବର୍ଷ ରୌପ୍ୟ ଜୟନ୍ତୀ ସମାରୋହ ମହା ଆଡମ୍ବର ସହକାରେ ପାଳନ କରିବ । ସେଥିପାଇଁ ଅନୁଷ୍ଠାନର ସଂପାଦକ ଚୌଧୁରୀ ବିଭାରଙ୍କ ଆବାହକତ୍ବ ରେ…

ଚାଲୁନି ଉଠା ଜଳସେଚନ ପ୍ରକଳ୍ପ,ଲିଖିତ ଅଭିଯୋଗ କଲେ ଚାଷୀ,ଆନ୍ଦୋଳନ ପାଇଁ ପ୍ରସ୍ତୁତ

ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ ) : ଚାଷୀ ଚାଷୀଙ୍କ ମାନଦଣ୍ଡକୁ ସୁଦୃଢ କରିବାକୁ ଚାଷୀଙ୍କ ଜମିକୁ ପାଣି ଯୋଗାଇବାକୁ ରାଜ୍ୟ ସରକାର ଉଠା ଜଳ ସେଚନ ପ୍ରକଳ୍ପ ମାଧ୍ୟମ ରେ ପ୍ରତି ଜିଲ୍ଲା ରେ କୋଟି କୋଟି…

କଳକାହ୍ନୁ ମିଶ୍ର ସ୍ମୃତି ସଂସଦର ପ୍ରଥମ ବାର୍ଷିକ ଉତ୍ସବ ଓ ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ପ୍ରଦାନ ଉତ୍ସବ

ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଠାରେ ଗୁରୁବାର ଦିନ କଳକାହ୍ନୁ ମିଶ୍ର ସ୍ମୃତି ସଂସଦର ବାର୍ଷିକ ଉତ୍ସବ ଓ ରାଜ୍ୟସ୍ତରୀୟ ସାରସ୍ୱତ ସମ୍ମାନ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l…

ମା ସୁରେଶ୍ଵରୀଙ୍କ ପୀଠରେ ଆୟୋଜିତ ନବ ଦିନାତ୍ମକ ଚଣ୍ଡୀ ଯଜ୍ଞ ଉଦଯାପିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) ସମଗ୍ର ବିଶ୍ୱର କଲ୍ୟାଣ ଓ ଜିଲ୍ଲାର ବିକାଶ ପାଇଁ ସୋନପୁରର ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ଵରୀ ଙ୍କ ପୀଠରେ ନବରାତ୍ରି ଅବସରରେ ଗତ ୩ ତାରିଖରୁ ୧୨ ତାରିଖ ଦଶହରା ଯାଏ ଅନୁଷ୍ଟିତ ହୋଇଥିବା ନବ…

ରଥପୁର ଦୁର୍ଗାପୂଜା କମିଟି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଉଫୁଲା ପଞ୍ଚାୟତ ଅନ୍ତର୍ଗତ ରଥପୁର ସ୍ଥିତ ଦୁର୍ଗାପୂଜା କମିଟି ଓ ମାହେଶ୍ଵରୀ ସେନା ର ମିଲିତ ଆନୁକୁଲ୍ୟରେ ସ୍ଥାନୀୟ ଦୁର୍ଗା ମଣ୍ଡପ ଠାରେ ସ୍ବେଚ୍ଛାକୃତ ରକ୍ତଦାନ…

କୋଟସମଲାଇରେ ସାର୍ବଜନୀନ ଦୁର୍ଗାପୂଜା,ଚଳିତ ବର୍ଷ ୫୦ ବର୍ଷରେ ପଦାର୍ପଣ

ସୁବର୍ଣ୍ଣପୁର (ରିପୋର୍ଟ-ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ କୋଟସମଲାଇ ଠାରେ ଚଳିତ ବର୍ଷ ୫୦ତମ ଦୁର୍ଗାପୂଜା ଅନୁଷ୍ଠିତ ହୋଇଯାଇଛି। ୧୯୭୫ମସିହାରୁ ନିରବଚ୍ଛିନ୍ନ ଭାବରେ ମହାସମାରୋହରେ ଦୁର୍ଗାପୂଜା ହେଉଅଛି। ଚଳିତବର୍ଷ ୫୦ତମ ହୋଇଥିବାରୁ ଦୁର୍ଗାପୂଜା ସୁବର୍ଣ୍ଣ ଜୟନ୍ତୀ ପାଳନ…

error: Content is protected !!