ବିଶ୍ଵ ପାୱାର ଲିଫ୍ଟିଙ୍ଗ ଚମ୍ପିୟନସିପ୍ ରେ ଅଂଶ ଗ୍ରହଣ କରିବା ପାଇଁ ଅର୍ଥ ସାଜିଛି ବାଧକ

ସୁବର୍ଣ୍ଣପୁର (ରିପୋର୍ଟ – ଶାନ୍ତନୁ କୁମାର କର୍ଣ୍ଣ): ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା ୱାର୍ଲ୍ଡ ପାୱାର ଲିପ୍ଟିଙ୍ଗ ପାଇଁ ମନୋନୀତ ହୋଇଛନ୍ତି ସୁବର୍ଣ୍ଣପୁର ଜିଲ୍ଲାର ସୀତାରାମ ନାୟକ l ହେଲେ ଅର୍ଥ ସାଜିଛି ବାଧକ lଏହି ପାୱାର ଲିପ୍ଟିଙ୍ଗ ପ୍ରତିଯୋଗିତାରେ ଭାଗ…

ସୁବର୍ଣ୍ଣପୁର ପୈାରପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ପାଳିତ

ସୁବର୍ଣ୍ଣପୁର (ରିପୋର୍ଟ -ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ପୈାରପରିଷଦ ପକ୍ଷରୁ ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଭୋର ସମୟରେ ରାମଧୁନ ପରିବେଷଣ ହେବା ସହ ସହରରେ ବିଭିନ୍ନ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ମାନଙ୍କୁ ମାଲ୍ୟାର୍ପଣ କରାଯାଇଥିଲା।ଏଥିସହିତ…

ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ଓ ଅନ୍ୟାନ୍ୟ ଦାବି ନେଇ ଏସ୍.ୟୁ.କେ ଶାଖାର ଦାବିପତ୍ର

ସୁବର୍ଣ୍ଣପୁର (ରିପୋର୍ଟ-ଶାନ୍ତନୁ କୁମାର କର୍ଣ୍ଣ) : ଷ୍ଟେଟ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟସ୍ (ଏସ୍‌ୟୁକେ) ର ଆହ୍ୱାନ କ୍ରମେ ସୁବର୍ଣ୍ଣପୁର ଜିଲ୍ଲା ସାମ୍ବାଦିକ ସଂଘ ତରଫରୁ ସାମ୍ବାଦିକମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ୭ ଦଫା ଦାବି ପତ୍ର ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲପାଳ…

ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରାଣୀ ସମ୍ପଦ ବିଭାଗ ଦ୍ୱାରା ଜିଲ୍ଲା ସ୍ତରୀୟ ପ୍ରାଣୀ ଗଣନା ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର (ରିପୋର୍ଟ-ଶାନ୍ତନୁ କୁମାର କର୍ଣ୍ଣ): ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ପ୍ରାଣୀଙ୍କ ପ୍ରଜାତି ସହିତ ପ୍ରାଣୀଙ୍କ ସଂଖ୍ୟା ଓ ପରିବାର ର ଆର୍ଥିକ ସ୍ଥିତି ସମ୍ପର୍କରେ ଗଣନା ସାରା ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି। ଏହା…

ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ଜାତୀୟ କ୍ରୀଡା ଦିବସ ସହ ଫିଟ ଇଣ୍ଡିଆ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର (ରିପୋର୍ଟ- ଶାନ୍ତନୁ କର୍ଣ୍ଣ ) ଆଜି ସୁବର୍ଣ୍ଣପୁର ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜାତୀୟ କ୍ରୀଡା ଦିବସ ସହ ଫିଟ ଇଣ୍ଡିଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । “ସୁସ୍ଥ ଭାରତ : ସୁସ୍ଥ ମଣିଷ” ବାର୍ତ୍ତାକୁ ନେଇ ଏକ ସମୂହ…

ସୁବଳୟାରେ ଝୁଲଣ ଯାତ୍ରା ଉଦଯାପିତ

ସୁବର୍ଣ୍ଣପୁର (ରିପୋର୍ଟ-ଚୈତନ୍ୟ ଭୁକ୍ତା) :ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଠାରେ ପ୍ରସିଦ୍ଧ ୧୧୭ତମ ଝୁଲଣ ଯାତ୍ରା ଉଦଯାପିତ ହୋଇଯାଇଛି। ଗତ ୭ଦିନ ଧରି ସୁବଳୟା ର ବିଭିନ୍ନ କ୍ଳବ ଓ ମନ୍ଦିର ରେ ଭଗବାନ ରାଧାକୃଷ୍ଣଙ୍କୁ ସୁସଜ୍ଜିତ ଦୋଳିରେ…

ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର (ରିପୋର୍ଟ – ଚୈତନ୍ୟ ଭୁକ୍ତା ) ବିରାମହରାଜପୁର ବ୍ଲକ ଖଣ୍ଡହତା ରବୀନ୍ଦ୍ରନାଥ ଜୁନିଅର କଲେଜ ଠାରେ ସିୟା ପରିବାର ଓ ସମ୍ବାଦ ଆମ ଓଡିଶା ତରଫରୁ ଆଜି ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୩…

ଅପରାଧୀକୁ ଗିରଫ ଦାବିକଲା ଆଦିବାସୀ ସଂଘ ସୁବର୍ଣ୍ଣପୁର

ସୁବର୍ଣ୍ଣପୁର(ରିପୋର୍ଟ-ଚୈତନ୍ୟ ଭୁକ୍ତା) ଜିଲ୍ଲାର ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି l ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଗୋହିରିଆଘାଟ ଗ୍ରାମର ରାଜକିଶୋର କୁଅଁର ଙ୍କୁ ଗତ ତା ୮.୦୮.୨୦୨୪ ରିଖ ସନ୍ଧ୍ୟା ସମୟରେ…

ସାମାଜିକ ସମୀକ୍ଷା ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର (ରିପୋର୍ଟ-ଚୈତନ୍ୟ ଭୁକ୍ତା) : ଜିଲ୍ଲା ପ୍ରଶାସନ ଓ ଓଡିଶା ରାଜ୍ୟ ସାମାଜିକ ସମୀକ୍ଷା,ଉତ୍ତରଦ୍ୱାୟୀତ୍ୱ ଓ ସ୍ୱଚ୍ଛତା ସମିତି ତରଫରୁ ଆଜି ପଞ୍ଚମ ପର୍ଯ୍ୟାୟ ରେ ସଦର ବ୍ଲକ ହରଡ଼ଖଳ, ଜନମୁରା, ଗ୍ରାମ ପଞ୍ଚାୟତ ରେ ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ…

ଅବସର ପ୍ରାପ୍ତ ଶିକ୍ଷକ ତଥା ଜ୍ୟୋତିର୍ବିଦ ପଣ୍ଡିତ ଗୁଣ ସାଗର ପଣ୍ଡାଙ୍କ ପରଲୋକ

ସୁବର୍ଣ୍ଣପୁର (ରିପୋର୍ଟ – ଚୈତନ୍ୟ ଭୁକ୍ତା ) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ବମରାଜ ଗାଁର ଅବସରପ୍ରାପ୍ତ ଶିକ୍ଷକ ତଥା ଜ୍ୟୋତିର୍ବିଦ ପଣ୍ଡିତ ଗୁଣସାଗର ପଣ୍ଡାଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି l ଆଜି ସକାଳ ୭ ଟା…

error: Content is protected !!