ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ଅବସରପ୍ରାପ୍ତ ସୈନିକ ସଂଗଠନ ପକ୍ଷରୁ ଏକ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସଭାପତି ଭୋଜରାଜ ଦଣ୍ଡସେନା ଙ୍କ ନେତୃତ୍ବରେ ଅନୁଷ୍ଠିତ ଏହି ତ୍ରିରଙ୍ଗା ଯାତ୍ରା ଇଷ୍ଟଦେବୀ ମାଁ ସୁରେଶ୍ଵରୀ ମନ୍ଦିର ଠାରୁ ଆରମ୍ଭ…
Category: ସୁବର୍ଣ୍ଣପୁର
ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଦ୍ୟଲୀଳା କ୍ଷେତ୍ର ପାତାଳୀ ଶ୍ରୀକ୍ଷେତ୍ରଠାରେ ଦେବସାନ୍ନ ପୂଣ୍ଣିମା
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କୋଟସମଲାଇଠାରେ ଆଜିପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ତଥା ଦେବସ୍ନାନ ପୂର୍ଣ୍ଣିମା ଅବସରରେ ନିର୍ଦ୍ଧାରିତ ରୀତିନୀତି ଅନୁସାରେ ମହାପ୍ରଭୁ ଙ୍କ ର ମହା ଦିବ୍ୟ ସ୍ନାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପୂର୍ବ…
ସୁବର୍ଣ୍ଣପୁରର ବିଭିନ୍ନ ମଣ୍ଡି ପରିଦର୍ଶନ କଲେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁରର ବିଭିନ୍ନ ମଣ୍ଡି ପରିଦର୍ଶନ କରିଛନ୍ତି ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ଵର ସାହୁ। ଜିଲ୍ଲାର କଳାପଥର, ମହାଦେବପାଲି, ବିନିକା, ରାମପୁର, ଡୁଙ୍ଗୁରିପାଲି ଏବଂ ତେରୁପାଲି ପ୍ରଭୃତି ଧାନମଣ୍ଡୀକୁ ବିଜେପି କୃଷକ ମୋର୍ଚ୍ଚା…
ସୁବର୍ଣ୍ଣପୁର ଜିଲ୍ଲାବାସୀଙ୍କୁ ୩୨୩ କୋଟି ଟଙ୍କାର ୫୬ ଗୋଟି ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡିଶା ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ଉପସ୍ଥିତ ଜନସାଧାରଣଙ୍କୁ ସଂଵୋଧିତ କରିଥିଲେ। ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ ଜିଲ୍ଲାପ୍ରଶାସନ ଦ୍ୱାରା ଆୟୋଜିତ ଜନ ସମାବେଶରେ ଯୋଗଦାନ କରି…
ଶ୍ରୀ ନୀଳକଣ୍ଠେଶ୍ଵର ବାବା ଓ ମାତା ପାର୍ବତୀ ଙ୍କ ବିବାହ ସମ୍ପନ୍ନ: ମନ୍ଦିରକୁ ଫେରିଲେ ଦେବ ଦମ୍ପତ୍ତି
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଶ୍ରୀ ନୀଳକଣ୍ଠେଶ୍ଵର ମନ୍ଦିର ପରିସରରେ ନିରାଡ଼ମ୍ବର ଭାବରେ ଦେବଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ସମ୍ପନ୍ନ ହୋଇ ଯାଇଛି I ଶନିବାର ପୂର୍ବାହ୍ନରେ ମହାଦେବ ଓ ମାତା ପାର୍ବତୀଙ୍କ…
ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କରକମଳରେ ସ୍ୱୟଂଚାଳିତ ଯାନ ଚାଳନା ପରୀକ୍ଷଣ କେନ୍ଦ୍ରର ଉଦଘାଟନ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଓଡିଶା ସରକାର ପରିବହନ ବିଭାଗ ଦ୍ୱାରା ସୁବର୍ଣ୍ଣପୁର ଜିଲ୍ଲାବାସୀଙ୍କ ସୁବିଧା ପାଇଁ ସୁବର୍ଣ୍ଣପୁର ଜିଲ୍ଲାର ସାହାଜପିଟାସ୍ଥିତ ଜିଲ୍ଲା ସ୍ୱୟଂଚାଳିତ ଯାନ ଚାଳନା ପରୀକ୍ଷଣ କେନ୍ଦ୍ରର ଆଜି ଉଦ୍ଘାଟନ ଓ ଲୋକାର୍ପଣ କରାଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ…
ସୁବର୍ଣ୍ଣପୁରରେ ସହରାଞ୍ଚଳ ସ୍ଵାସ୍ଥ୍ୟସେବା ଶିବିର ଅନୁଷ୍ଠିତ
ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ପୌରାଞ୍ଚଳ ଅଧିନସ୍ଥ ୱାର୍ଡ ନ ୧୨ ଥାନାପତି ପଡା ଅଙ୍ଗନୱାଡି କେନ୍ଦ୍ର ଠାରେ ସହରାଞ୍ଚଳ ସ୍ୱାସ୍ଥ୍ୟ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ସୋନପୁର ଆନୁକୂଲ୍ୟରେ ସନ୍ଧ୍ୟା ୪ଟା ରୁ ୭ ଟା ପର୍ଯ୍ୟନ୍ତ ଏକ ସ୍ୱାସ୍ଥ୍ୟ ସେବା…
ସୁବର୍ଣ୍ଣପୁର ଠାରେ ଗୋ ସେବା ପାଳନ କେନ୍ଦ୍ର ର ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) :ସୁବର୍ଣ୍ଣପୁର ଜିଲ୍ଲା କୁଲପଡା ଠାରେ ଗୋପାଳଜୀ ଗୋ ସେବା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଗୋ ସେବା ପାଳନ କେନ୍ଦ୍ରର ଶୁଭ ଉଦଘାଟନ ହୋଇଯାଇଛି। ଏହାକୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାସ ଉଦଘାଟନ କରିବା ସହ ଟ୍ରଷ୍ଟ…
ସୁବର୍ଣ୍ଣପୁର ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ ; ବାହାରିଲେ ୧୦୮ଭରି ସ୍ଵର୍ଣ୍ଣନାଗ ପ୍ରତିମା
ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ରେ ଆରମ୍ଭ ହେଲା ଶୀତଳ ଷଷ୍ଠୀ ଯାତ୍ରା। ଇଷ୍ଟଦେବ ସୁବର୍ଣ୍ଣମେରୁ ମହାପ୍ରଭୁଙ୍କ ବିବାହ ଉତ୍ସବ ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ୩୦ ତାରିଖ ରାତିରେ ମହାପ୍ରଭୁ ସୁବର୍ଣ୍ଣମେରୁ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ…
ଧାନ ଅମଳ ବେଳେ ଦାଉ ସାଧିଲା କାଳବୈଶାଖୀ ବର୍ଷା,ଚାଷୀ କ୍ଷତିଗ୍ରସ୍ତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) ଦୁନିଆକୁ ଆହର ଯୋଗାଉଥିବା ଚାଷୀ ମୁଣ୍ଡରେ ଚଡ଼କ ପଶିଛି।ଠିକ ଅମଳ ବେଳେ ଦାଉ ସାଜିଛି କାଳବୈଶାଖୀ ବର୍ଷା ।ପ୍ରାକୃତିକ ବିପର୍ଯ୍ୟୟରେ ସମ୍ଭୁଖିନ ଚାଷୀ ଏଥର ଚାଷରେ ଭଲ ଉତ୍ପାଦନ କରିବାର ଆଶାନେଇ ଦିନରାତି ହାଡ଼ଭଙ୍ଗା ପରିଶ୍ରମ…
