କୁଷ୍ଠମୁକ୍ତ ବ୍ୟକ୍ତିଙ୍କ ଝିଅମାନଙ୍କୁ ଉଚ୍ଚଶିକ୍ଷା ପାଇଁ ଆର୍ଥିକ ସାହାଯ୍ୟ ପ୍ରଦାନ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସମାଜସେବୀ ଡ.ଭି ରୁକ୍ମୁଣୀ ରାଓ ଓଡିଶା, ବିହାର,ଝାରଖଣ୍ଡ ପ୍ରଦେଶର କୁଷ୍ଠମୁକ୍ତ ବ୍ୟକ୍ତିମାନଙ୍କ ଝିଅମାନଙ୍କୁ ଉଚ୍ଚଶିକ୍ଷା ନିମନ୍ତେ ପ୍ରତ୍ୟେକଙ୍କୁ ପ୍ରାୟ ବାର ହଜାର ଟଙ୍କା ଲେଖାଏଁ ପ୍ରଦାନ କରି ସମାଜସେବା କ୍ଷେତ୍ରରେ ଏକ ଆଦର୍ଶ ସୃଷ୍ଟି କରିଥିବାବେଳେ…

ସୁବର୍ଣ୍ଣପୁର ରେ ଅଗ୍ନିଶମ ସେବା ସପ୍ତାହ ପାଳନ ଓ ସଚେତନତା କାର୍ଯ୍ଯକ୍ରମ

ସୁବର୍ଣ୍ଣପୁର -ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ସୁବର୍ଣ୍ଣପୁର ଠାରେ ଅଗ୍ନିଶମ ସେବା ସପ୍ତାହ ପାଳନ ଓ ସଚେତନତା କାର୍ଯ୍ଯକ୍ରମ ଅନୁଷ୍ଠିତ କରାଯିବା ସହ ଶୋଭାଯାତ୍ରା ମାଧ୍ୟମରେ ସହର ପରିକ୍ରମା କରାଯାଇଥିଲା l ଏହି ଅବସର ରେ ସହକାରୀ ଅଗ୍ନି ସମାଧି କାରୀ…

୧୫ ବର୍ଷ ରୁ କମ୍ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ୍ ଚମ୍ପିଅନସିପ -୨୦୨୫

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଗାନ୍ଧୀ ଷ୍ଟାଡିୟମରେ ୧୫ ବର୍ଷରୁ କମ୍ ମୁଖ୍ୟମନ୍ତ୍ରୀ ଟ୍ରଫି ଇଣ୍ଟର କ୍ଳବ୍ ଜିଲ୍ଲା ସ୍ତରୀୟ ଫୁଟବଲ୍ ଚମ୍ପିଅନସିପ ୨୦୨୫ ର ଫାଇନାଲ ଖେଳ ଅନୁଷ୍ଟିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲା କ୍ରିଡ଼ା ସଂଘ, ଫୁଟବଲ୍ ଆସୋସିଏସନ୍…

ଓଡିଆ ପକ୍ଷ ପାଳନ ସହ ଓଡ଼ିଆ ନବ ବର୍ଷକୁ ସ୍ୱାଗତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଓଡିଆ ପକ୍ଷ ପାଳନ ଅବସରରେ ଆଜି ସୁବର୍ଣ୍ଣପୁର ନିଉ ଟାଉନ୍ ହଲ୍ ଠାରେ ପାରମ୍ପରିକ ଓଡ଼ିଆ ପିଠା ପଣା, ଝୋଟି, ମୁରୁଜ, ଚିତା ପ୍ରତିଯୋଗିତ ଅନୁଷ୍ଠିତ ସହ ଓଡ଼ିଆ ନବ ବର୍ଷ ପାଳନ ନିମନ୍ତେ ଏକ…

ଗୋଧନେଶ୍ଵର ଶୈବପୀଠରେ ମେରୁ ଯାତ୍ରା ଉଦଯାପିତ : ପ୍ରଚଣ୍ଡ ଖରାରେ ହେଲା ମାଁଙ୍କ ଆରାଧନା

ସୁବର୍ଣ୍ଣପୁର ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ମହାନଦୀ କୂଳରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଗୋଧନେଶ୍ଵରଙ୍କ ଦଣ୍ଡ ଯାତ୍ରା (ମେରୁ) ଉଦଯାପିତ ହୋଇଯାଇଛି। ଏଥିରେ ଶତାଧିକ ପୁରୁଷ ବ୍ରତ ଧାରି ସାମିଲ ହୋଇଥିବା…

ନାରାୟଣୀଙ୍କ ପୀଠରେ ବିଶ୍ଵଶାନ୍ତି ପାଇଁ ଚଣ୍ଡୀ ଯଜ୍ଞ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଦ୍ଵିତୀୟ ବାରାଣସୀ ଭାବରେ ଖ୍ୟାତ ସୁବର୍ଣ୍ଣପୁର ସହର ର ରାୟଗୁରୁ ପଡ଼ାରେ ଅବସ୍ଥିତ ମା’ନାରାୟଣୀଙ୍କ ପୀଠରେ ଚୈତ୍ର ଶୁକ୍ଳପକ୍ଷ ପ୍ରତିପଦ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ୧୫ଦିନ ଧରି ବିଶେଷ ପୂଜାର୍ଚ୍ଚନା ସହ ପୂର୍ଣ୍ଣମୀ ଦିନ ସନ୍ଧ୍ୟାରେ…

ମାନବ ଅଧିକାର ସାମ୍ବୁଖ୍ୟ ପକ୍ଷରୁ ମଣ୍ଡଳ ସ୍ତରୀୟ ମାନବ ଅଧିକାର କର୍ମଶlଳା ଅନୁଷ୍ଠିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସମାଜ ର ଦଳିତ ନିଷ୍ପେସିତ ଲୋକ ଙ୍କ ଅଧିକାର ସମ୍ପର୍କରେ ସଚେତନ କରାଇ ସେମାନଙ୍କ ଅଧିକାର କୁ କ୍ଷୁର୍ଣ୍ଣ କରୁଥିବା ଅନୁଷ୍ଠାନ ଓ ବ୍ୟକ୍ତି ବିରୁଦ୍ଧ ରେ ଲଢେଇ କରି ତାଙ୍କୁ ହକ ଦେବା ପାଇଁ…

୧୫ ବର୍ଷ ରୁ କମ ଇଣ୍ଟର କ୍ଲବ୍ ଫୁଟବଲ୍ ଚାମ୍ପିଅନସିପ – ୨୦୨୫

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଗାନ୍ଧୀ ଷ୍ଟାଡିୟମ ରେ ୧୫ ବର୍ଷ ରୁ କମ ଇଣ୍ଟର କ୍ଳବ୍ ଜିଲ୍ଲା ସ୍ତରୀୟ ଫୁଟବଲ୍ ଚମ୍ପିଅନସିପ ୨୦୨୫ ର ସପ୍ତମ ଦିବସ ଗ୍ରୁପ ବି ରେ ତିନି ଗୋଟି ମ୍ୟାଚ ଅନୁଷ୍ଟିତ ହୋଇ…

ରାଜ୍ୟ ହସ୍ତ ତନ୍ତ, ବୟନ ଓ ହସ୍ତ ଶିଳ୍ପ ଆଯୁକ୍ତ ତଥା ଜିଲ୍ଲା ନୋଡାଲ ସଚିବଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ରାଜ୍ୟ ହସ୍ତ ତନ୍ତ, ବୟନ ଓ ହସ୍ତ ଶିଳ୍ପ ଏବଂ ଅବକାରୀ ବିଭାଗ ଆଯୁକ୍ତ ତଥା ଜିଲ୍ଲା ନୋଡାଲ ସଚିବ ଗୁହା ପୁନମ ତାପସ କୁମାର ସୁବର୍ଣପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାରେ କାର୍ଯ୍ୟକାରି ବିଭିନ୍ନ…

ସୋନପୁର ର ବିଶିଷ୍ଟ ସୂପକାର ରମେଶ ମିଶ୍ର (ବାଦୁ) ଙ୍କ ନିଧନ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୋନପୁର କଲେଜ୍ ର ପ୍ରାକ୍ତନ ଚତୁର୍ଥ ଶ୍ରେଣୀ କର୍ମଚାରୀ ରମେଶ ପ୍ରସାଦ ମିଶ୍ର (ବାଦୁ ) ୬୮ ବର୍ଷ ଙ୍କ ଗତ କାଲି ଶାନ୍ତି ନଗର ସ୍ଥିତ ବାସ ଭବନ ରେ ରାତି ୧୧ ଟା…

error: Content is protected !!