ବାଲୁଙ୍କେଶ୍ୱର ଆଦିବାସୀ ଉଚ୍ଚ ବିଦ୍ୟାଳୟ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ର ବାଲୁଙ୍କେଶ୍ୱର ଆଦିବାସୀ ଉଚ୍ଚ ବିଦ୍ୟାଳୟ ସର୍ଗୁଲଠାରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ କୃଷ୍ଣପ୍ରିୟା ସାହାଣୀ ଙ୍କ ସଭାପତିତ୍ୱ…

ଖଲିଆପାଲି ଭୀମଭୋଇ ମହିମା ପୀଠର ତୃତୀୟ ସନ୍ଧ୍ୟା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ମହିମା ଧର୍ମର ଅନନ୍ୟ ପୀଠସ୍ଥଳୀ ସୁବର୍ଣ୍ଣପୁର ଜିଲ୍ଲାର ଖଲିଆପାଲିର ଭୀମଭୋଇ ସମାଧି ପୀଠରେ ଆରମ୍ଭ ହୋଇଥିବା ପବିତ୍ର ମାଘମେଳାର ତୃତୀୟ ସନ୍ଧ୍ୟା ମହିମାଧର୍ମୀ ସାଧୁସନ୍ଥ ଓ ଶ୍ରଦ୍ଧାଳୁଙ୍କ ସମାଗମରେ ଉତ୍ସବମୁଖର । ଉପଜିଲ୍ଲାପାଳ ସୋନପୁର ଡ଼ଃ…

ଗ୍ରାହକ ସେବା କେନ୍ଦ୍ର ପରିଚାଳକ ଙ୍କ ତରଫରୁ ଜିଲ୍ଲାପାଳଙ୍କୁ ଦାବିପତ୍ର

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) :ସୁବର୍ଣ୍ଣପୁର ସଦର ମହକୁମା ସୁବର୍ଣ୍ଣମେରୁ ମନ୍ଦିର ପ୍ରାଙ୍ଗଣରେ ଜିଲ୍ଲାର ସମସ୍ତ ବ୍ଲକ ର ଭାରତୀୟ ଷ୍ଟେଟ ବ୍ୟାଙ୍କ ଦ୍ୱାରା ପରିଚାଳିତ ଗ୍ରାହକ ସେବା କେନ୍ଦ୍ର ପରିଚାଳକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା l…

ନୂଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କଳାପଥର କ୍ଲଷ୍ଟର ଅନ୍ତର୍ଗତ ନୂଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି l ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ବିଘ୍ନରାଜ କମ୍ପ ଙ୍କ ସଭାପତିତ୍ୱ ରେ…

ନୂଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କଳାପଥର କ୍ଲଷ୍ଟର ଅନ୍ତର୍ଗତ ନୂଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି l ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ବିଘ୍ନରାଜ କମ୍ପ ଙ୍କ ସଭାପତିତ୍ୱ ରେ…

ତିକୁଡାରେ ଦୁଇ ଦିନିଆ ଡ଼ୁମାଲ ସମାଜର ଜିଲ୍ଲାସ୍ତରୀୟ ସାଧାରଣ ବୈଠକ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ତିକୁଡା ଝର ତପୋବନ ପଡିଆ ଠାରେ ଦୁଇ ଦିନିଆ ଜିଲ୍ଲା ସ୍ତରୀୟ ଡ଼ୁମାଲ ସମାଜର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି l ଗତକାଲି ହିଙ୍ଗମା ମାହେଶ୍ୱରୀ ମନ୍ଦିରରୁ ମାଁ ମାହେଶ୍ୱରୀ…

ଖଲିଆପାଲି ଭୀମଭୋଇ ମହିମା ପୀଠରେ ମାଘ ମେଳା ଅନୁଷ୍ଠିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) ମହିମା ଧର୍ମର ଅନନ୍ୟ ପୀଠସ୍ଥଳୀ ସୁବର୍ଣ୍ଣପୁର ଜିଲ୍ଲାର ଖଲିଆପାଲିର ଭୀମଭୋଇ ସମାଧି ପୀଠରେ ଆରମ୍ଭ ହୋଇଥିବା ପବିତ୍ର ମାଘମେଳାରେ ମହିମାଧର୍ମୀ ସାଧୁସନ୍ଥ ଓ ଶ୍ରଦ୍ଧାଳୁଙ୍କ ସମାଗମରେ ପୀଠସ୍ଥଳୀ ଉତ୍ସବମୁଖର ହୋଇଉଠିଛି । ମାଘ ତ୍ରୟୋଦଶୀ ସନ୍ଧ୍ୟାରେ…

ତିକୁଡା ରେ ଡ଼ୁମାଲ ସମାଜ ତରଫରୁ ରକ୍ତଦାନ ଶିବିର ୨୦ ୟୁନିଟ ରକ୍ତ ସଂଗ୍ରହ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ର ତିକୁଡା ଝର ତପୋବନ ପଡିଆ ରେ ଆଜି ଆମ ଓଡିଶା ସମ୍ବାଦ ଓ ଜିଲ୍ଲା ଡ଼ୁମାଲ ସମାଜ ସୁବର୍ଣ୍ଣପୁର ତରଫରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l…

ସୁବର୍ଣ୍ଣପୁରରେ ଜାତୀୟ କୃମିନାଶକ ଔଷଧ ସେବନର ଶୁଭାରମ୍ଭ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) :ଜିଲ୍ଲା ସ୍ବାସ୍ଥ୍ୟ ସମିତି, ସୁବର୍ଣ୍ଣପୁର ଦ୍ୱାରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଝିପଡ଼ା ଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ପ୍ରଦୀପ କୁମାର ଗୁରୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କୃମିନାଶକ ଦିବସ ପାଳନର…

ଆସନ୍ତାକାଲି ଠାରୁ ବିନିକା ପାପକ୍ଷୟ ଲୋକ ମହୋତ୍ସବ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ପାପକ୍ଷୟ ଲୋକ ମହୋତ୍ସବ ଆସନ୍ତାକାଲି ୧୧ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଥିବାବେଳେ ଦୀର୍ଘ ୪ଦିନ ଧରି ହେବାକୁ ଥିବା ଲୋକକଳା ପର୍ବରେ ସହର/ଗ୍ରାମାଞ୍ଚଳ, ବ୍ଲକ,ଜିଲ୍ଲା ତଥା ରାଜ୍ୟର କୋଣ ଅନୁକୋଣରୁ…

error: Content is protected !!