ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ସପ୍ତାହ ପାଳନ ଅବସରରେ ଆଜି ପଞ୍ଚମ ଦିବସରେ ପୌର ପରିଷଦ ସ୍ତରୀୟ ମହିଳା ଦିବସ ପାଳନ ହୋଇଯାଇଛି l ଏହି…
Category: ସୁବର୍ଣ୍ଣପୁର
ଆଇନ ସେବାରେ ନିୟୋଜିତ ପ୍ରାରମ୍ଭିକ ସ୍ବେଚ୍ଛାସେବୀଙ୍କୁ ତାଲିମ ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଓ ଜିଲ୍ଲା ପ୍ରଶାସନ ସୁବର୍ଣ୍ଣପୁର ପକ୍ଷରୁ ଜିଲ୍ଲା ଯୋଜନା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଇନ ସେବାରେ ନିୟୋଜିତ ପ୍ରାରମ୍ଭିକ ସ୍ବେଚ୍ଛାସେବୀ ମାନଙ୍କୁ ନେଇ ଦ୍ୱିତୀୟ ପର୍ଯ୍ୟାୟ ତାଲିମ କାର୍ଯ୍ୟକ୍ରମ…
ବ୍ଲକ ସ୍ତରୀୟ ନିର୍ମାଣ ଶ୍ରମିକ ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ଧର୍ମଶାଳା ନିୟନ୍ତ୍ରିତ ବଜାର ପ୍ରାଙ୍ଗଣଠାରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମବିଭାଗ ଦ୍ୱାରା ଓଡିଶା କୋଠାବାଡ଼ି ଏବଂ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ, ଶ୍ରମ ଓ…
ସୋନପୁର ମଡେଲ ଡିଗ୍ରୀ କଲେଜ ପରିସରରେ ଜାତୀୟ ବିଜ୍ଞାନ ଦିବସ ପାଳିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସି.ଭି.ରମଣ ଦ୍ୱାରା ରମଣ ପ୍ରଭାବର ଆବିଷ୍କାରକୁ ମାନ୍ୟତା ଦେବା ନିମନ୍ତେ ପ୍ରତ୍ୟେକ ବର୍ଷ ଫେବୃଆରୀ ୨୮ ତାରିଖକୁ ବିଜ୍ଞାନ ଦିବସ ଭାବେ ପାଳନ କରାଯାଉ ଥିବାବେଳେ ଏହି ପରିପ୍ରେକ୍ଷୀରେ ଆଜି ସୁବର୍ଣ୍ଣପୁର ମଡେଲ ଡିଗ୍ରୀ…
ଶ୍ରୀରାମେଶ୍ବର ଶୈବପୀଠ ଠାରେ ୩୬ ତମ ସାମୁହିକ ବ୍ରତପୋନୟନ ଉତ୍ସବ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ପବିତ୍ର ମହା ଶିବରାତ୍ରୀ ସୁବର୍ଣ୍ଣପୁର ର ପ୍ରସିଦ୍ଧ ଶ୍ରୀ ରାମେଶ୍ବର ଶୈବପୀଠ ଠାରେ ଆଜି ଏକ ସାମୂହିକ ବ୍ରତପୋନୟନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଦୀର୍ଘ ୩୬ ବର୍ଷ ଧରି ପାଳିତ ହୋଇ ଆସୁଥିବା…
ତରଭା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ ) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ସଭା ଗୃହଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଶିବିରରେ ଜିଲ୍ଲାପାଳ…
ଗୋପାଳଜୀ ତଡ଼ିତ୍ ମନ୍ତ୍ର ଶ୍ଵାସ ଯୋଗାଳର ବାର୍ଷିକ ଉତ୍ସବ ପାଳିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ମହାନଦୀ ଯୋଗ ବିହାର ସ୍ଥିତ ଶ୍ରୀ ଗୋପାଳଜୀ ତଡ଼ିତ୍ ମନ୍ତ୍ର ଶ୍ଵାସ ଯୋଗାଳୟ ର ବାର୍ଷିକ ଉତ୍ସବ ଯୋଗାଳୟ ର ସଭାପତି ହରିହର ଶତପଥୀ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭା ମଞ୍ଚରେ…
ମେଣ୍ଡା ଗ୍ରାମକୁ ବ୍ଲକଘୋଷଣା ଦାବିନେଇ ଦ୍ୱିତୀୟବୈଠକ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ରାଜ୍ୟରେ ନୂତନ ବ୍ଲକପୁନଃର୍ଗଠନ ନେଇ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ମନ୍ତ୍ରୀଙ୍କ ସୂଚନା ପରେ ସୁବର୍ଣ୍ଣପୁର ଜିଲ୍ଲାର ସର୍ବପୁରାତନ ତଥା ବୃହତଗ୍ରାମ ଐତିହାସିକ ମେଣ୍ଡା ଗ୍ରାମପଞ୍ଚାୟତକୁ ବ୍ଲକ ଘୋଷଣା କରିବାକୁ ଦାବି ତେଜୁଛି ।…
ଜଗନ୍ନାଥ ମହୋତ୍ସବ ପାଇଁ ବିଭିନ୍ନ କମିଟି ଗଠିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ଆସନ୍ତା ମାର୍ଚ୍ଚ ୧୯ ରୁ ୨୫ ତାରିଖ ପର୍ଯ୍ୟନ୍ତ ତ୍ରିବେଣୀ ସଙ୍ଗମଠାରେ ଅନୁଷ୍ଠିତ ହେବାକୁ ଥିବା ଜଗନ୍ନାଥ ମହୋତ୍ସବ ପାଇଁ ବିଭିନ୍ନ କମିଟି ଗଠିତ ହୋଇଛି । ଉତ୍ସବରେ ଜଗନ୍ନାଥଙ୍କ ବେଶ, ସଂକୀର୍ତ୍ତନ, ହୋମ,…
ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ସେଲେଡି ର ବାର୍ଷିକ ଉତ୍ସବ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅନ୍ତର୍ଗତ ସେଲେଡି ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଝାରପଡା ମାତୃବିହାର ର ୧୫ ତମ ବାର୍ଷିକ ଉତ୍ସବ ଶ୍ରୀମା ଙ୍କ ୧୪୭ ତମ ଜନ୍ମ ଦିନରେ ପାଳିତ ହୋଇଯାଇଛି ।…
